August 2023

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି

‘ମୁଁ ମୋ ଆତ୍ମସମ୍ମାନ ବିରୋଧରେ କାମ କରି ପାରିବିନି । ତେଣୁ ନିଜ ପଦରୁ ଇସ୍ତଫା ଦେଉଛି।’ ଗତକାଲି ଏପରି କହି ନିଜ ପଦରୁ ଇସ୍ତଫା ଦେଇଛନ୍ତି ବମ୍ବେ ହାଇକୋର୍ଟର ବିଚାରପତି ରୋହିତ ଦେଓ । ରୋହିତ ଦେଓ ବମ୍ବେ ହାଇକୋର୍ଟର…

ସୁବ୍ରତୋ ବାଗଚୀଙ୍କୁ ନବୀନ ଦେଲେ ନୂଆ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସିଭିଲ ସର୍ଭିସ ଟ୍ରେନିଂ ଇନଷ୍ଟିଚ୍ୟୁସନରେ ଦକ୍ଷତା ବିକାଶ ବା ବୃଦ୍ଧି ପାଇଁ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ସୁବ୍ରତୋ ବାଗଚୀ ଏଣିକି କାମ କରିବେ। ଏଥିପାଇଁ ଶୁକ୍ରବାର ନବୀନ ପଟ୍ଟନାୟକ ତାଙ୍କୁ ନିଯୁକ୍ତି ଦେଇଛନ୍ତି। ଗତ ୨୯…

ସର୍ଚ୍ଚ ଅପରେସନ ବେଳେ ଆଖିବୁଜା ଗୁଳିମାଡ଼, ୩ ଯବାନ ଶହୀଦ

ନକ୍ସଲଙ୍କ ଗୁଳିରେ ଶହୀଦ ହେଲେ ୩ ଯବାନ । ଏପରି ଏକ ଘଟଣା ଜମ୍ମୁ କଶ୍ମୀରର କୁଲଗାମ ଜିଲ୍ଲାରେ ଗତକାଲି ଘଟିଛି। ନକ୍ସଲ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ବେଳେ ଏହି ଘଟଣା ଘଟିଥିବା ଜଣାଯାଇଛି। ଦକ୍ଷିଣ…

ବିଧାୟକ ମୋକିମଙ୍କୁ ୧୦ ହଜାର ଟଙ୍କା ଜରିମାନା

କଟକ : ଏକ ମିଥ୍ୟା ସତ୍ୟପାଠ ମାମଲାରେ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ ସମୟରେ ହାଜର ନ ହେବାରୁ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ଶୁକ୍ରବାର ଓଡ଼ିଶା ହାଇକୋର୍ଟ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ବିଧାୟକ ହାଜର ହେବା ପାଇଁ ଅଧିକ…

ପୁଣି ଥରେ ମଣିପୁରରେ ଫୁଟିଲା ଗୁଳି, ଗଡ଼ିଲା ୩ ମୁଣ୍ଡ

ପୁଣି ଥରେ ମଣିପୁରରେ ବ୍ୟାପିଲା ହିଂସାର ନିଆଁ। ମୁହାଁମୁହିଁ ହେଲେ ମୈତୀ ଓ କୁକୀ ସମ୍ପ୍ରଦାୟ ଲୋକେ। ଫୁଟିଲା ଗୁଳି, ଆଉ ଅକାଳରେ ଚାଲିଗଲା ୩ ଜୀବନ । ବିକ୍ଷୋଭକାରୀ ବହୁ ଲୋକଙ୍କ ଘରେ ନିଆଁ ଲଗାଇ ଦେଇଥିବା ଜଣାଯାଇଛି। ବିଷ୍ଣୁପୁର…

ଭୁବନେଶ୍ୱରରେ ଅମିତ ଶାହ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପହଁଚିଲେ ଗୃହମନ୍ତ୍ରୀ ଅମିତ ଶାହ। ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ଶାହ ପାଖାପାଖି ରାତି 12ଟା ସମୟରେ ବିମାନ ବନ୍ଦରରେ ଭାରତୀୟ ବାୟୁସେନାର ବିମାନ ଯୋଗେ ଆସି ଅବତରଣ କରିଛନ୍ତି। ସ୍ବାଗତ କରିବାକୁ ଭୁବନେଶ୍ବର ସାଂସଦ…

୧୧୫ ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଭ୍ରାମ୍ୟମାଣ ଅବକାରୀ ଟିମ୍‌ ପକ୍ଷରୁ ଚଢ଼ଉ କରାଯାଇ ଶୁକ୍ରବାର ସକାଳୁ ଖୋର୍ଦ୍ଧା ପୌରାଂଚଳର ଠେଙ୍ଗାହାଟ ଛକ ନିକଟରୁ ଜଣେ ମହିଳାଙ୍କ ଠାରୁ ୧୧୫ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଗିରଫ ହୋଇଥିବା ମହିଳା ଜଣକ ଠେଙ୍ଗାହାଟ ନିକଟବର୍ତୀ ସ୍ବପ୍ନେଶ୍ବର…

ହୀରାକୁଦ ଜଳଭଣ୍ଡାରରୁ ୧୨ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ସମ୍ବଲପୁର: ମହାନଦୀର ଉପରମୁଣ୍ଡରୁ ବର୍ଷା ଜଳ ପ୍ରବେଶ କରୁଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଆଜି ଅପରାହ୍‌ଣରେ ୨ଟି ପର୍ଯ୍ୟାୟରେ ୫ଟି ଲେଖାଏଁ ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍‌ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ କରାଯାଉଥିଲା। ଆଜି ପୁଣି ୧୦ଟି ଗେଟ୍‌ ଦେଇ…

ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ପରେ ‘ସତ୍ୟର ବିଜୟ’ ବୋଲି କହିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ମୋଦି ସରନେମ୍ ମାମଲାରେ ସୁପ୍ରିମକୋର୍ଟ ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି ଦେବା ସହ ଦଣ୍ଡାଦେଶ ଉପରେ ରୋକ୍ ଲଗାଇଛନ୍ତି । ଏଥିସହ ରଦ୍ଦ ହୋଇଥିବା ରାହୁଲ ଗାନ୍ଧୀଙ୍କ ଲୋକସଭା ସାଂସଦ ପଦ ମିଳିଛି । ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ପ୍ରଥମ…

ପୁଣି ବିଜେବି କଲେଜରେ ଅଶାନ୍ତି: ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରସ୍ଥିତ ବକ୍ସି ଜଗବନ୍ଧୁ ବିନାୟକ (ବିଜେବି) ସ୍ବୟଂଶାସିତ ମହାବିଦ୍ୟାଳୟରେ ପୁଣି ଥରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ଦୁଇ ଗୋଷ୍ଠୀ ମଧ୍ୟରେ ଶୁକ୍ରବାର ଗଣ୍ଡଗୋଳ ହୋଇଥିବା ଜଣାପଡ଼ିଛି। କମେଣ୍ଟମରାକୁ କେନ୍ଦ୍ର କରି ଦୁଇ ଛାତ୍ରଙ୍କୁ ଆକ୍ରମଣ ହୋଇଛି। ଆମ୍ବେଦକର…