ଶୁଭେନ୍ଦୁ ଅଧିକାରୀଙ୍କୁ ଆଶ୍ୱସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଶୁଭେନ୍ଦୁ ଅଧିକାରୀଙ୍କୁ ଆଶ୍ୱସ୍ତି। ଶୁକ୍ରବାର କୋଲକତା ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ। ଏଥିରେ କୁହାଯାଇଛି ଯେ ପଶ୍ଚିମବଙ୍ଗ ପୋଲିସ ବିଜେପି ନେତା ସୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ଏଫଆଇଆର ଦାଖଲ କରିପାରିବ। ମୁଖ୍ୟ ବିଚାରପତି ଡି.ୱାଇ ଚନ୍ଦ୍ରଚୁଡ଼ଙ୍କ ଅଧ୍ୟକ୍ଷତା ପୀଠ କହିଛନ୍ତି,…
