ବନ୍ୟା ସ୍ଥିତି ପାଇଁ ଜଗତସିଂହପୁରର ୩ଟି ଓ ଭଦ୍ରକର ୪ଟି ବ୍ଲକର ସବୁ ସ୍କୁଲ ଛୁଟି

ଭଦ୍ରକ: ଲଗାଣ ବର୍ଷା ଓ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜଗତସିଂହପୁରର ୩ଟି ଓ ଭଦ୍ରକର ୪ଟି ବ୍ଲକର ସମସ୍ତ ସ୍କୁଲ୍‌ ଛୁଟି ଘୋଷଣା କରାଯାଇଛି । ଭଦ୍ରକର ଭଣ୍ଡାରିପୋଖରୀ, ତିହିଡ଼ି, ଧାମନଗର, ଚାନ୍ଦବାଲି ବ୍ଲକରେ ସ୍କୁଲ୍‌ ଛୁଟି ଘୋଷଣା ହୋଇଥିବା ବେଳେ…

ଚେତନଙ୍କ ପତ୍ନୀଙ୍କ ଚାଞ୍ଚଲ୍ୟକର ବୟାନ – ମୋ’ ସ୍ୱାମୀ ଜଣେ ମାନସିକ ରୋଗୀ

‘ମୋ’ ସ୍ୱାମୀ ଜଣେ ମାନସିକ ରୋଗୀ। ତାଙ୍କର ମାନସିକ ସ୍ୱାସ୍ଥ୍ୟାବସ୍ଥା ଭଲ ନାହିଁ। ଦୀର୍ଘ ଦିନ ହେଲା ସେ ଏହି ରୋଗରେ ପୀଡ଼ିତ ଥିବା ବେଳେ ତାଙ୍କର ଚିକିତ୍ସା ବି ଚାଲିଛି।’ ଗତ ୩୧ ତାରିଖରେ ମୁମ୍ବାଇରେ  ଚଳନ୍ତା ଜୟପୁର-ମୁମ୍ବାଇ ଟ୍ରେନରେ ଗୁଳି…

ମହାନଦୀରେ ୨୦ ଫୁଟର ଘାଇ, ଚାଲିଛି ମରାମତି

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ତେରମାଣପୁରରେ ମହାନଦୀରେ ବଡ଼ ଘାଇ । କୁଜଙ୍ଗ ବ୍ଲକ ରାହାମା ତେରମାଣପୁରଠାରେ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି । ଫଳରେ ସ୍ଥାନୀୟ ଅଞ୍ଚଳ ଜଳବନ୍ଦୀ ହୋଇଛି । ଜିଲ୍ଲାର ତେରମାଣପୁର, ପୋଟସାହି ଓ ମଠ ସାହି…

ଜଳିଲା ମଣିପୁର; ସୈନ୍ୟ ଶିବିର ଉପରେ ଆକ୍ରମଣ ପରେ ଗୁଳି, ବାରୁଦ ଲୁଟ୍‌

ପୁଣି ଥରେ ଜଳି ଉଠିଛି ମଣିପୁର। ରାଜ୍ୟର ବିଷ୍ଣୁପୁର ସମେତ ବହୁ ଜାଗାରେ ଉତ୍ତ୍ୟକ୍ତ ଲୋକେ ଓ ସୁରକ୍ଷା କର୍ମୀ ମୁହାଁମୁହିଁ ହୋଇଥିବା ବେଳେ ଫୁଟିଛି ଗୁଳି । ଫଳରେ ପୁଣି ଥରେ ମଣିପୁର ଅଶାନ୍ତ ହେବା ସହ ସ୍ଥିତି ଉତ୍ତେଜନାପୂର୍ଣ୍ଣ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ରାଜସ୍ବ ମନ୍ତ୍ରୀ

ଯାଜପୁର: ଚଳିତ ଲଘୁଚାପ ଜନିତ ଲଗାଣ ବର୍ଷାରେ ଉପୁଜି ଥିବା ବନ୍ୟା ପରିସ୍ଥିତିର ମୁକାବିଲା କରିବା ଲାଗି ବୁଧବାର ଦିନ ଏକ ଜରୁରୀ ବୈଠକ ସ୍ୱତନ୍ତ୍ର ରିଲିଫ କମିସନର(ଏସ୍‌ଆରସି)ଙ୍କ ସହିତ କରି ସାରିବା ପରେ ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ…

ଅଗଷ୍ଟ ୫ ତାରିଖରୁ ଆପଣ ବି ବୁଲି ଦେଖି ପାରିବେ ଓଡ଼ିଶା ହାଇକୋର୍ଟ

କଟକ: ହାଇକୋର୍ଟ କମ୍ପ୍ଲେକ୍ସରେ କଣ ଅଛି ? କେଉଁଠି କେଉଁ ସୁବିଧା ମିଳେ । ଏଣିକି ଏ ସମସ୍ତ ବିଷୟରେ ଜାଣି ପାରିବେ ସର୍ବସାଧାରଣ । ଅଗଷ୍ଟ ୫ ତାରିଖରୁ କଟକ ସ୍ଥିତ ଓଡ଼ିଶା ହାଇକୋର୍ଟ କମ୍ପ୍ଲେକ୍ସରେ ଆରମ୍ଭ ହେଉଛି ଗାଇଡେଡ୍ ଟୁର୍…

ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ: ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । କାଲି ପୂର୍ବାହ୍ନ ୧୧ଟାରେ ନୀଳାଦ୍ରି ଭକ୍ତ ନିବାସରେ ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ମହାପ୍ରଭୁଙ୍କ ବନକ ଲାଗି ନୀତି ମୁଖ୍ୟ ପ୍ରସଙ୍ଗ ରହିବ । ନୀଳାଦ୍ରି…

ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନର ସିଇଓ ହେଲେ ଶିବପ୍ରସାଦ ସାମନ୍ତରାୟ

ଭୁବନେଶ୍ୱର: ଶିବପ୍ରସାଦ ସାମନ୍ତରାୟଙ୍କୁ ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନର ମୁଖ୍ଯ କାର୍ଯ୍ୟନିର୍ବାହା ଅଧିକାରୀ (ସିଇଓ) ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଏହା ପୂର୍ବରୁ ଶିବପ୍ରସାଦ ପୂର୍ବତଟ ରେଳପଥ (ବ୍ରିଜ୍ ୱାର୍କ୍ସ)ର ମୁଖ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଛନ୍ତି ।…

ମୁଣ୍ଡଳିରେ ବଢ଼ୁଛି ଜଳସ୍ତର, ଆଜି ରାତି ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର: ବର୍ତ୍ତମାନ ମହାନଦୀ ମୁଣ୍ଡଳୀ ଠାରେ ପିକ୍ ଜଳ ପ୍ରବାହିତ ହେଉଛି । ଏବେ ମୁଣ୍ଡୁଳିରେ ୯.୨୦ ଲକ୍ଷ କ୍ୟୁସେକ୍ ବନ୍ୟା ଜଳ ପ୍ରବାହିତ ହେଉଛି । ଅପରାହ୍ଣ ୪ଟାରୁ ପିକ୍ ଜଳ ପ୍ରବାହିତ ହେଉଛି । ଆସନ୍ତା ୮ ଘଣ୍ଟା ପର୍ଯ୍ୟନ୍ତ…

କିମ୍‍ସରେ ହାର୍ଟ-ଲଙ୍ଗ୍‍ସ ମେସିନ୍ ସାହାଯ୍ୟରେ ହେଲା ବିରଳ ଶ୍ୱାସନଳୀ ଟ୍ୟୁମର ଅସ୍ତ୍ରୋପଚାର

ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ୍ (କିମ୍‌ସ)ର କର୍ଣ୍ଣ-ନାସା-ଗଳା ସର୍ଜନମାନେ ହାର୍ଟ-ଲଙ୍ଗ୍‍ସ ମେସିନ୍ ସାହାଯ୍ୟରେ ଦୁଇଟି ବିରଳ ଅସ୍ତ୍ରୋପଚାର କରି ଉଦାହରଣ ସୃଷ୍ଟି କରିଛନ୍ତି । ଦୁଇ ସପ୍ତାହରେ ଦୁଇ ଦୁଇ ଜଣ ରୋଗୀଙ୍କଠାରେ ମିନିମାଲ ଇନ୍‍ଭାସିଭ୍‍ ପ୍ରକ୍ରିୟାରେ ଏହି ବିରଳ…