କ୍ୟାବିନେଟ ସଚିବଙ୍କ କାର୍ଯ୍ୟକାଳ ତୃତୀୟ ଥର ପାଇଁ ବଢ଼ିଲା

ନୂଆଦିଲ୍ଲୀ : କେନ୍ଦ୍ର ସରକାର ଆଜି କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ କାର୍ଯ୍ୟକାଳକୁ ପୁଣି ବୃଦ୍ଧି କରିଛନ୍ତି। ଏହାକୁ ମିଶାଇ ରାଜୀବଙ୍କ କାର୍ଯ୍ୟକାଳ ତୃତୀୟଥର ପାଇଁ ବୃଦ୍ଧି କରାଯାଇଛି। ଆଜି କେନ୍ଦ୍ର ସରକାର ତାଙ୍କ କାର୍ଯ୍ୟକାଳକୁ ଆଉ ଗୋଟିଏ ବର୍ଷ ଯାଏ…

ବାଘ ସଫାରୀରେ ଖସି ପଡିଲା ପର୍ଯ୍ୟଟକ ବସ: ଅଳ୍ପକେ ବର୍ତିଲେ ଯାତ୍ରୀ

ଭୁବନେଶ୍ୱର: ନନ୍ଦନକାନନରେ ଘଟିଛି ଏକ ବଡ ଅଘଟଣ। ମୁଖ୍ୟ ରାସ୍ତାରୁ ଖସି ବାଘ ସଫାରୀରେ ପଡିଲା ବସ । ଅଳ୍ପକେ ବର୍ତ୍ତିଲେ ବସରେ ଥିବା ପାଖାପାଖି ୩୦ ଜଣ ପର୍ଯ୍ଯଟକ। ଅଧଘଣ୍ଟା ପରେ ହେଲେ ଉଦ୍ଧାର। ଖବର ଅନୁଯାୟୀ, ଭୁବନେଶ୍ୱର ସ୍ଥିତ…

ଘାଟୀରୁ ଖସିଲା ପଥର : କେନ୍ଦୁଝର ୪୯ ନମ୍ବର ଜାତୀୟ ରାଜପଥ ବନ୍ଦ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ଭୀଷଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଆଜି ସକାଳେ ଜୁଡ଼ିଆ ଘାଟିରୁ ପଥର ଖସିଛି। ବଡ଼ ପଥରଟି ଗଡ଼ି ଆସି ୪୯ ନମ୍ବର ଜାତୀୟ ରାଜପଥ ମଝିରେ ପଡ଼ିଥିଲା। ସୌଭାଗ୍ୟକୁ ଏହି ସମୟରେ କୌଣସି ଗାଡ଼ି…

ବନ୍ୟା ସ୍ଥିତି ମୁକାବିଲା ନେଇ ଏସଆରସିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ୭ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ବନ୍ୟା ସ୍ଥିତି ମୁକାବିଲା ନେଇ ଏସଆରସିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ବନ୍ୟା ନେଇ ୭ଟି ଜିଲ୍ଲାକୁ ଆଲର୍ଟ କରାଯାଇଛି। ତଳିଆ ଅଞ୍ଚଳ ଗୁଡ଼ିକୁ ଏନଡିଆରଏଫ, ଓଡ୍ରାଫ ଟିମ୍ ପଠାଯାଇଛି। ଅନୁଗୁଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ…

ବୁଡ଼ିଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିର, ୧୪୪ ଧାରା ଜାରି କଲା ପ୍ରଶାସନ

ବଡମ୍ବା: ମହାନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁ କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ବନ୍ୟାଜଳ ପ୍ରବେଶ କରିଛି । ଏନେଇ ଭଟ୍ଟାରିକା ପୀଠରେ ୧୪୪ ଧାରା ଜାରି କରାଯାଇଛି । ଆଠଗଡ଼ ଦେବୋତ୍ତର ପ୍ରଶାସନ ପକ୍ଷରୁ…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ଗଠନ ହେଲା କ୍ଲବ୍ ବ୍ୟବସ୍ଥା

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ଗଠନ ହେଲା କ୍ଲବ୍ ବ୍ୟବସ୍ଥା। ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ମାଟ୍ରିକ ବୋର୍ଡ ପରୀକ୍ଷାରେ ପରୀକ୍ଷାର୍ଥୀ ୮୦ ପ୍ରତିଶତ ମାର୍କର ପରୀକ୍ଷା ଦେବେ। ସ୍ଲୁଲ ସ୍ତରରେ ପରୀକ୍ଷାର୍ଥୀ ଆଉ ୨୦ମାର୍କ ପାଇବେ।…

କୋଟାରେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା

କୋଟା : ରାଜସ୍ଥାନର କୋଟାରେ ପୁଣି ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି। ଏହି ୧୮ ବର୍ଷୀୟ ଛାତ୍ର ଜଣଙ୍କ ମେଡିକାଲ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ନେଉଥିଲେ। ହେଲେ ହଠାତ୍‌ ସେ ଜୀବନ ହାରିଛନ୍ତି। ଆତ୍ମହତ୍ୟା କରିଥିବା ଛାତ୍ର ଜଣଙ୍କ ହେଲେ…

କୋଇଲା ଭାଟିରୁ ମିଳିଲା କିଶୋରୀଙ୍କ ଦଗ୍ଧ ମୃତଦେହ, ଦୁଷ୍କର୍ମ ପରେ ହତ୍ୟା ଆଶଙ୍କା

ଜୟପୁର : ରାଜସ୍ଥାନର ଭିଲୱାରା ଜିଲ୍ଲାରେ ଘଟିଛି ଦୁଃଖଦ ଘଟଣା। ଜଣେ କିଶୋରଙ୍କ ଦଗ୍ଧ ମୃତଦେହ ଗୋଟିଏ କୋଇଲା ଭାଟିରୁ ମିଳିଛି। ଭାଟି ନିକଟରୁ ତାଙ୍କ ଦଗ୍ଧ ମୃତଦେହର କିଛି ଅଂଶ, ଚପଲ ଓ ବ୍ରେସଲେଟ୍ ମିଳିବା ପରେ ହଇଚଇ ସୃଷ୍ଟି…

ଆଗ ଆତଙ୍କବାଦ ବନ୍ଦ କର..ତାପରେ ଆଲୋଚନା, ପାକିସ୍ତାନକୁ କହିଲା ଭାରତ

ନୂଆଦିଲ୍ଲୀ : ପାକିସ୍ତାନର ଆଲୋଚନା ପ୍ରସ୍ତାବ ଉପରେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ବୟାନ ସାମ୍ନାକୁ ଆସିଛି । ପାକିସ୍ତାନ ସମେତ ଅନ୍ୟ ସମସ୍ତ ପଡ଼ୋଶୀ ଦେଶ ସହ ଭାରତ ସ୍ୱାଭାବିକ ସମ୍ପର୍କ ଚାହୁଁଛି ବୋଲି ମନ୍ତ୍ରଣାଳୟ ଦୋହରାଇଛି। କିନ୍ତୁ ତାପୂର୍ବରୁ…

ଆରମ୍ଭ ହେଲା ‘ଷ୍ଟଡି ଇନ୍ ଇଣ୍ଡିଆ’ ପୋର୍ଟାଲ

ନୂଆଦିଲ୍ଲୀ : ଭାରତରେ ପଢିବାକୁ ଚାହୁଁଥିବା ବିଦେଶୀ ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ଗୁରୁବାର ନୂଆଦିଲ୍ଲୀଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର ‘ଷ୍ଟଡି ଇନ୍ ଇଣ୍ଡିଆ’(ଏସଆଇଆଇ)…