ବାହାନଗା ଟ୍ରେନ୍ ଦୁର୍ଘଟଣା, ଏବେ ବି ପରିଚୟ ଅପେକ୍ଷାରେ ଭୁବନେଶ୍ୱର ଏମ୍ସରେ ୨୯ ଶବ
ଭୁବନେଶ୍ୱର: ଆଉ ମାତ୍ର କେଇ ଘଣ୍ଟା ପରେ ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ୨ ମାସ ବିତିବ । ହେଲେ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ୨୯ ଜଣଙ୍କ ମୃତଦେହ ୨ ମାସ ପରେ ବି ସତ୍କାର ହୋଇ ପାରିନି । ଭୁବନେଶ୍ୱର…
ଭୁବନେଶ୍ୱର: ଆଉ ମାତ୍ର କେଇ ଘଣ୍ଟା ପରେ ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ୨ ମାସ ବିତିବ । ହେଲେ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ୨୯ ଜଣଙ୍କ ମୃତଦେହ ୨ ମାସ ପରେ ବି ସତ୍କାର ହୋଇ ପାରିନି । ଭୁବନେଶ୍ୱର…
ଭୁବନେଶ୍ୱର: ଦିଲ୍ଲୀ ଅଧ୍ୟାଦେଶକୁ ସମର୍ଥନ ଓ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବକୁ ବିଜେଡି ବିରୋଧ କରିବା ନେଇ ନିଷ୍ପତ୍ତି ନେବା ପରେ ବର୍ଷିଛି କଂଗ୍ରେସ । ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାରକୁ ସମାଲୋଚନା କରିଛନ୍ତି ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ…
ଭୁବନେଶ୍ୱର: ଉତ୍ତରପୂର୍ବ ବଙ୍ଗୋପସାଗରରେ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି । ଏହା କ୍ରମଶଃ ଉତ୍ତରପଶ୍ଚିମ ଦିଗକୁ ଗତି କରି ବାଂଲାଦେଶ ଉପକୂଳ ଅତିକ୍ରମ କରିବ । ପ୍ରଭାବରେ ରାଜ୍ୟରେ ଆଜି ଓ ଆସନ୍ତାକାଲି ୨ ଦିନ ଅତି ପ୍ରବଳ ବର୍ଷା…
କେନ୍ଦ୍ରରେ କ୍ଷମତାସୀନ ବିଜେପି ନେତୃତ୍ୱାଧୀନ ଏନଡିଏ ସରକାରକୁ ବିଜୁ ଜନତା ଦଳ ପୁଣିଥରେ ନିଃସର୍ତ୍ତ ସମର୍ଥନ ଦେଇ ନିଜର ଏନଡିଏ ପ୍ରୀତିକୁ ପ୍ରମାଣିତ କରିଛି । ବହୁଚର୍ଚ୍ଚିତ ଦିଲ୍ଲୀ ଅଧ୍ୟାଦେଶ(ଦିଲ୍ଲୀ ସର୍ଭିସ ବିଲ)କୁ ସମର୍ଥନ କରିବା ସହ ଏନଡିଏ ସରକାର ବିରୁଦ୍ଧରେ…
ପୁନେ : ଗୋଟିଏ ମଞ୍ଚରେ ଏକାଠି ହେଲେ ଶାସକ ଏବଂ ବିରୋଧୀ ଦଳର ଦୁଇ ପୁରୁଖା ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବିରୋଧୀ ଦଳ I.N.D.I.A ସଦସ୍ୟ ତଥା ନ୍ୟାସନାଲ୍ କଂଗ୍ରେସ ପାର୍ଟି(NCP) ମୁଖ୍ୟ ଶରଦ ପାୱାର ଗୋଟିଏ ମଞ୍ଚରେ…
ଭୁବନେଶ୍ବର: ଓଏସଏସଏସି ପରୀକ୍ଷା ପ୍ରଶ୍ନପତ୍ର ଲିକକୁ ନେଇ ତାତିଲେ ପରୀକ୍ଷାର୍ଥୀ। କାଯ୍ର୍ୟାାଳୟ ଘେରିବା ସହ ଓଏସଏସଏସ ଅଧ୍ୟକ୍ଷଙ୍କ ବିରୋଧରେ ବର୍ଷିଲେ। ଅଧ୍ୟକ୍ଷଙ୍କ ଉପରେ ଭରସା ନାହó ଆଉ କି ପ୍ରକାରର କାଯ୍ର୍ୟାନୁଷ୍ଠାନ ହୋଇଛି ବୋଲି ପଚାରିଲେ ପରୀକ୍ଷାର୍ଥୀ। ସମଗ୍ର ଘଟଣାର ସିବିଆଇ…
ଭୁବନେଶ୍ୱର:ଆଜି ସମ୍ବଲପୁର ଦିବସ । ଖାଲି ସମ୍ବଲପୁର ନୁହେଁ, ଦିଲ୍ଲୀ ବି ଦେଖିବାକୁ ମିଳିଛି ଆଜି ସମ୍ବଲପୁରୀ ଛିଟା । ଆଜି ତିନି ଜଣ ବରିଷ୍ଠ ମନ୍ତ୍ରୀଙ୍କୁ ସମ୍ବଲପୁରୀ ପରିଧାନରେ ଦେଖିବାକୁ ମିଳିଛି । ଏହି ତିନି ମନ୍ତ୍ରୀ ହେଲେ ଅର୍ଥମନ୍ତ୍ରୀ…
ଯୁବତୀଙ୍କୁ ନିର୍ଯାତନା ମାମଲାରେ ସିଙ୍ଗର ସୌରିନ ଭଟ୍ଟଙ୍କୁ ଅନ୍ତରୀଣ ସୁରକ୍ଷା। ସୁରକ୍ଷା ପ୍ରଦାନ କରିଛନ୍ତି ଓଡ଼ିଶା ହାଇକୋର୍ଟ। ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଗିରଫ ହେବେ ନାହିଁ ସୌରିନ। ଯୁବତୀଙ୍କ ଅଭିଯୋଗ ପରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ବଲିଉଡ ସିଙ୍ଗର।…
ପୁରୀ: ଆସନ୍ତା ୯ତାରିଖରେ ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି। ବନକଲାଗି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷ ନୀତି ଥିବାରୁ କାଲି ବନକଲାଗି ହେବନି । ତେଣୁ ଆସନ୍ତା ୯ ତାରିଖ ବୁଧବାର ବନକଲାଗି ପାଇଁ…
ବଲାଙ୍ଗିର ଜିଲ୍ଲା ପୁଇଁତଲା ଥାନା ବିଲେଇସରଡ଼ା ଗାଁରେ ବଜ୍ରପାତରେ ଆଜି ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାଁ ରୀତା ଷାଣ୍ଢ (୨୭)। ଦିନ ପ୍ରାୟ ୧୧ଟା ବେଳେ ରୀତା ଗାଁ ନିକଟସ୍ଥ ସୁକତେଲ ନଦୀରୁ ଗାଧୋଇ ଫେରିବା ସମୟରେ ବଜ୍ରପାତରେ…