୧୪ଟି ନୂତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପାଇଁ ନିଯୁକ୍ତ ହେଲେ ଅଧ୍ୟକ୍ଷ
ଭୁବନେଶ୍ୱର: ରାଜ୍ୟର ୧୪ଟି ନୂତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପାଇଁ ରାଜ୍ୟ ସରକାର ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଏହି ନିଯୁକ୍ତି ଦିଆଯାଇଛି । ୧୪ ଜିଲ୍ଲାରେ ନୂତନ ଅଧ୍ୟକ୍ଷ ଅନୁଗୁଳ: ସଦାଶିବ ନାୟକ ବାଲେଶ୍ୱର:…