ଦୁଇ ଏନଏଚ ପ୍ରକଳ୍ପର ଉଦ୍ଘାଟନ କଲେ ଅମିତ ଶାହ-ନବୀନ ପଟ୍ଟନାୟକ
ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ସାରା ଦେଶକୁ ମାର୍ଗଦର୍ଶନ କରିଛି: ଅମିତ ଶାହ ନୂଆ ଓଡ଼ିଶା ଗଠନ ଦିଗରେ ଆମେ ଆଗେଇ ଚାଲିଛୁ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଲୋକସେବା ଭବନରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ର…