ପୀୟୂଷ ଗୋଏଲଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ
ନୂଆଦିଲ୍ଲୀ : ରାଜ୍ୟସଭାର ନେତା ତଥା କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କ ବିରୋଧରେ ବିରୋଧୀ ମେଣ୍ଟ ଇଣ୍ଡିଆର ସାଂସଦମାନେ ସ୍ୱାଧିକାର ଭଙ୍ଗ ନୋଟିସ ଦେଇଛନ୍ତି। ସେ ବିରୋଧୀଙ୍କ ପ୍ରତି ବିଶ୍ୱାତଘାତକା ବା ଧୋକାବାଜ ବା ବେଇମାନ ଶବ୍ଦ ପ୍ରୟୋଗ କରିଥିବାରୁ ତାଙ୍କ ବିରୋଧରେ…