୪ ପାରିତ ବିଲ୍ ଉପରେ ମୋହର ମାରିଲେ ରାଷ୍ଟ୍ରପତି, ୨ଟିକୁ ନେଇ ରହିଛି ବିବାଦ
ନୂଆଦିଲ୍ଲୀ : ଚଳିତ ମୌସୁମୀ ଅଧିବେଶନ ବେଳେ ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଥିବା ୪ଟି ବିଲ୍ ଉପରେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୋହର ମାରିଛନ୍ତି। ଏହାର ଅର୍ଥ ଏହି ବିଲ୍ଗୁଡ଼ିକ ଆଇନରେ ପରିଣତ ହୋଇଛି। ଡିଜିଟାଲ ପର୍ସନାଲ…