ଥରିଲା କଲମ୍ବିଆ ମାଟି, ରିକ୍ଟର ସ୍କେଲରେ ତୀବ୍ରତା ୬.୩ ରେକର୍ଡ

  ଦିଲ୍ଲୀ: ଶକ୍ତିଶାଳୀ ଭୂକମ୍ପରେ ଥରିଲା କଲମ୍ବିଆ ମାଟି  । କଲମ୍ବିଆ ରାଜଧାନୀ ବଗୋଟାରେ ଭୂମିକମ୍ପ ଅନୁଭୂତ ହୋଇଛି  । ରିକ୍ଟର ସ୍କେଲରେ ଯାହାର ତୀବ୍ରତା ୬.୩ ରେକର୍ଡ କରାଯାଇଛି  । ଗତକାଲି ରାତି ୧୨ ଟା ସମୟରେ ଭୂମିକମ୍ପ ହୋଇଥିଲା …

ମାଲକାନଗିରିରେ ଥମୁନି ଧଳା ଜହର କାରବାର, ୬ ଗିରଫ

  କାଲିମେଳା : ମାଲକାନଗିରିରେ ଥମୁନି ଧଳା ଜହର କାରବାର । ପୋଲିସ କବଜାରେ ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ । ଧଳା ଜହର କାରବାର ମାମଲାରେ ଗିରଫ ୬ ଅଭିଯୁକ୍ତଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି । ଅଭିଯୁକ୍ତଙ୍କ ଠାରୁ ୧.୬ ଗ୍ରାମର ବ୍ରାଉନସୁଗାର,…

ମହମ୍ମଦ ମୋକିମଙ୍କ ସଭ୍ୟପଦ ରଦ୍ଦ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି । ସଭ୍ୟପଦ ରଦ୍ଦ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ । ଦାୟର ଜନସ୍ୱାର୍ଥ ମାମଲାକୁ ଅଗ୍ରାହ୍ୟ କରିଛନ୍ତି  ।  ଏ ନେଇ ଜନସ୍ବାର୍ଥ ମାମଲା  ଦାୟର କରିଥିଲେ…

ଭୁବନେଶ୍ବରରେ ଉଦଘାଟନ ହେଲା ପ୍ରଥମ ସିଏନଜି ବା ପ୍ରାକୃତିକ ଗ୍ଯାସ ଆଧାରିତ ଶବଦାହ କେନ୍ଦ୍ର

ଭୁବନେଶ୍ବର: ଭୁବନେଶ୍ବରରେ ଉଦଘାଟନ ହେଲା ପ୍ରଥମ ସିଏନଜି ବା ପ୍ରାକୃତିକ ଗ୍ଯାସ ଆଧାରିତ ଶବଦାହ କେନ୍ଦ୍ର। ଏଣିକି ଆଉ କାଠ ଦରକାର ହେବନି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସାଂସଦ ଅପରାଜିତ ଷଡଙ୍ଗୀ ଏହି ଶବାଦାହ କେନ୍ଦ୍ରକୁ ଉଦଘାଟନ କରିଛନ୍ତି।…

ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ

ମୟୁରଭଞ୍ଜ: ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ। ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ତୃତୀୟ ମହଲା ଓଟି ରୁମରେ ଅଗ୍ନିକାଣ୍ଡ। ଖବର ପାଇଁ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲେ। ପ୍ରାୟ ଅଧଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିବାକୁ…

ଲାଲୁଙ୍କ ଜାମିନ ରଦ୍ଦ କରିବାକୁ ସିବିଆଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ

ପାଟନା: ବଢିଲା ଲାଲୁ ଯାଦବଙ୍କ ସମସମ୍ୟା। ଗୋଖାଦ୍ୟ ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ ଜାମିନ ରଦ୍ଦ କରିବାକୁ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ସିବିଆଇ। ଲାଲୁଙ୍କ ଜାମିନକୁ ରଦ୍ଦ କରିବା ପାଇଁ ସିବିଆଇ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲା ଏବଂ…

ନକଲି ଆରଟିଆଇ କର୍ମୀଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍

ଭୁବନେଶ୍ୱର: ସୂଚନା ଅଧିକାର କର୍ମୀ ଭାବେ ନିଜକୁ ପରିଚୟ ଦେଇ ଲୋକଙ୍କୁ ଠକୁଥିବା ଠକକୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍  । ଠକ କିଶୋର ମିଶ୍ରଙ୍କୁ କୋରାପୁଟରୁ ଗିରଫ କରାଯାଇଛି  । ସେ  ନିଜକୁ ଜଣେ ସୂଚନା ଅଧିକାର କର୍ମୀ ବୋଲି କହିବା…

ରାହୁଲ ଗାନ୍ଧି ଆମେଠିରୁ ଲଢ଼ିବେ ଲୋକସଭା ନିର୍ବାଚନ, ୟୁପି କଂଗ୍ରେସ ଅଧ୍ୟକ୍ଷଙ୍କ ବଡ଼ ଘୋଷଣା

ଲୋକସଭା ନିର୍ବାଚନ ୨୦୨୪କୁ ନେଇ ସମସ୍ତ ଦଳ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୟୁପି କଂଗ୍ରେସର ନୂତନ ଅଧ୍ୟକ୍ଷ ଅଜୟ ରାୟ କହିଛନ୍ତି ଯେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଆମେଠିରୁ ନିର୍ବାଚନ ଲଢ଼ିବେ।…

ପ୍ରଫେସର ସବିତା ପ୍ରଧାନ ହେଲେ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି

ଭୁବନେଶ୍ୱର: ପ୍ରଫେସର ସବିତା ପ୍ରଧାନ ହେଲେ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳପତି। ଶୁକ୍ରବାର ଦିନ ସାବିତା ପ୍ରଧାନଙ୍କୁ ପୁରୀ ସତ୍ୟବାଦୀଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ନିଯୁକ୍ତି ଦେଲେ କୁଳାଧିପତି ତଥା ରାଜ୍ୟପାଳ ଗଣେଶୀ ଲାଲ୍। କୁଳପତି ଭାବେ ପ୍ରଫେସର ସବିତାଙ୍କୁ ୨…

ଶକ୍ତ ଚାପୁଡ଼ା ପରେ ରେଳଧାରଣା ଉପରେ ପଡ଼ିଗଲେ ଯୁବକ, କିଛି କ୍ଷଣ ମଧ୍ୟରେ ଟ୍ରେନ୍‌ ଚକ ତଳେ ଚାଲିଗଲା ଜୀବନ

ମୁମ୍ବାଇର ସିୟନ ଷ୍ଟେସନରେ ଘଟିଛି ଅଭାବନୀୟ ଘଟଣା। ଅସଦାଚରଣ ଅଭିଯୋଗରୁ ଚାଲିଯାଇଛି ଜୀବନ। ଟ୍ରେନ ଲାଇନରେ ପଡ଼ି ୨୬ ବର୍ଷୀୟ ଜଣେ ଯୁବକ ଦିନେଶଙ୍କର ମୃତ୍ୟୁ ହୋଇଛି। ସିସିଟିଭିରେ କଏଦ ହୋଇଛି ଏହି ଭିଜୁଆଲ୍‌। ଏଥିରେ ଦିନେଶ ଧଳା ସାର୍ଟ ଓ…