ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲା: ଗିରଫ ହେଲେ ନିଲମ୍ବିତ ବିଜେଡି ନେତା ଶରତ ନାୟକ ଓ ଖେଳ ଶିକ୍ଷକ ଅନୁପମ ରାୟ
କଟକ: ମାହାଙ୍ଗା ଦଶମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଆଜି ୨ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ। ଅଡିଓ ଓ ଚିଠି ଭାଇରାଲ୍ ହେବାର ସପ୍ତାହେ ପରେ ନିଲମ୍ବିତ ବିଜେଡି ନେତା ଶରତ ନାୟକ ଓ ଖେଳ ଶିକ୍ଷକ ଅନୁପମ…