ଆଇଆଇସି ପୁଷ୍ପଲତା ରାଉତରାୟ ନିଲମ୍ବିତ
ଗତ ଜୁଲାଇ ମାସରେ ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ଆଜି ନିଲମ୍ବନ କରିଛନ୍ତି ପୁଲିସ ମହାନିର୍ଦ୍ଦେଶକ (ଡିଜିପି)। ଏହି ନିଲମ୍ବନ ଆଦେଶ ଜୁଲାଇ ୨୨ ତାରିଖରୁ ପିଛିଲା ଭାବେ କାର୍ଯ୍ୟକାରୀ…