ଦିଲ୍ଲୀବାସୀଙ୍କୁ କ୍ଷମା ମାଗିଲେ ଓ ସହଯୋଗ ଲୋଡିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ସେପ୍ଟେମ୍ବର ୭ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଜି-୨୦ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏଥିପାଇଁ ଜୋରଦାର ପ୍ରସ୍ତୁତି ବି ଚାଲିଛି। । ଦିଲ୍ଲୀ ସରକାରଙ୍କ ସର୍କୁଲାର ଅନୁଯାୟୀ ସହରର ସମସ୍ତ ସ୍କୁଲ, କଲେଜ ଏବଂ…