ହିନ୍ଦୁଧର୍ମକୁ ଧୋକା କହିଥିବା ସମାଜବାଦୀ ନେତାଙ୍କ ଜିଭ କାଟିବାକୁ ୧୦ ଲକ୍ଷ ଟଙ୍କା ଘୋଷଣା କଲେ କଂଗ୍ରେସ ନେତା
ମୋରାଦାବାଦ: ହିନ୍ଦୁଧର୍ମକୁ ଧୋକା ବୋଲି କହି ସମ୍ପ୍ରତି ବିବାଦରେ ପଡ଼ିଥିବା ‘ସମାଜବାଦୀ ପାର୍ଟି’ର ନେତା ସ୍ବାମୀପ୍ରସାଦ ମୌର୍ଯ୍ୟଙ୍କ ଜିଭ ଯିଏ କାଟି ପାରିବ ତାଙ୍କୁ ନଗଦ ୧୦ ଲକ୍ଷ ଟଙ୍କା ପୁରସ୍କାର ଦେବେ ବୋଲି ଉତ୍ତର ପ୍ରଦେଶର ଜଣେ କଂଗ୍ରେସ ନେତା…