କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଘଟଣା: ମହିଳା ଆଟେଣ୍ଡାଣ୍ଟ ସସପେଣ୍ଡ

ଭୁବନେଶ୍ବର : କ୍ୟାପିଟାଲ ହସ୍ପିଟାଲ୍‌ରେ ଶିଶୁ ଅଦଳବଦଳ ଘଟଣାରେ କାର୍ଯ୍ୟାନୁଷ୍ଠାନ  ।  ଗାଇନିଂ ୱାର୍ଡ ଆଟେଣ୍ଡାଣ୍ଟ ନିଲମ୍ବିତ ହୋଇଛନ୍ତି  । ଦାୟିତ୍ବରେ ଅବହେଳା ପାଇଁ ହସ୍ପିଟାଲ ନିର୍ଦ୍ଦେଶକ ତାଙ୍କୁ ସସ୍‌ପେଣ୍ଡ କରିଛନ୍ତି  । ଆବଶ୍ୟକ ପଡିଲେ ଦୋଷୀଙ୍କ ବିରୋଧରେ ମଧ୍ୟ କଡା…

ଏନ୍‌ଆଇଏ ଟାର୍ଗେଟରେ ଖଲିସ୍ତାନୀ-ଗ୍ୟାଙ୍ଗଷ୍ଟର ମେଣ୍ଟ : ୬ ରାଜ୍ୟର ୫୧ଟି ସ୍ଥାନରେ ଚଢ଼ାଉ

ନୂଆଦିଲ୍ଲୀ: ଭାରତରେ ସକ୍ରିୟ ଥିବା ଅପରାଧୀ ସିଣ୍ଡିକେଟ୍‌ ଏବଂ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ଏବଂ ପାକିସ୍ତାନ ଓ କାନାଡା ଭଳି ଦେଶରେ ରହୁଥିବା ଆତଙ୍କବାଦୀମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଖୋଜି ବାହାର କରିବା ପାଇଁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ଏକ ବଡ଼ ଧରଣର…

କଣ୍ଟେନର ଦୁର୍ଘଟଣାଗ୍ରସ୍ତ, ଲୁହା ବାଡ଼ ଭାଙ୍ଗି ରେଲୱେ ଟ୍ରାକ ଉପରେ ଚଢ଼ିଗଲା

ବାଲେଶ୍ବର: ଟେଷ୍ଟ ଡ୍ରାଇଭ୍ କାରକୁ ବଞ୍ଚାଇବାକୁ ଯାଇ ରେଳ ଲାଇନ୍ ଉପରେ ଚଢିଗଲା କଣ୍ଟେନର। ବାଲେଶ୍ବର ୧୬ ନମ୍ବର ଜାତୀୟ ରାଜପଥ ବାମପଦା ନିକଟରେ ଦୁର୍ଘଟଣା। ଲୁହା ବାଡ଼ ଭାଙ୍ଗି ଟ୍ରାକ ଉପରେ କଣ୍ଟେନରଟି ଚଢ଼ି ଯାଇଥିବା ଦେଖିବାକୁ ମିଳିଛି। ଦୁର୍ଘଟଣା…

ଇରାକରେ ଜଳିଗଲା ବିବାହ ମଣ୍ଡପ:୧୦୦ ମୃତ, ୧୫୦ରୁ ଉର୍ଦ୍ଧ୍ବ ଆହତ

ଇରାକର ଏକ ବିବାହ ସମାରୋହରେ ଘଟିଲା ଭୟଙ୍କର ଅଘଟଣ । ବିବାହ ଭୋଜି ବେଳେ ଘଟିଥିବା ଅଗ୍ନିକାଣ୍ଡ ଯୋଗୁ ପ୍ରାୟ ଶହେରୁ ଊର୍ଦ୍ଧ୍ୱ ଲୋକ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ଲୋକ ଗୁରୁତର ହୋଇଛନ୍ତି। ମୃତକଙ୍କ…

୩ ଟଙ୍କା ପାଇଁ ଗ୍ରାହକଙ୍କୁ ଅପମାନିତ କଲେ ଦୋକାନୀ, ଏବେ ଗଣିବେ ୨୫ ହଜାର

ସମ୍ବଲପୁର : ଟଙ୍କେ/ଦୁଇ ଟଙ୍କା ବା ୫ ଟଙ୍କା ପାଇଁ ଅନେକ ସମୟରେ ଦୋକାନୀ-ଗ୍ରାହକ ମୁହାଁମୁହିଁ ହେଉଥିବା ଘଟଣା ପ୍ରାୟ ସମସ୍ତଙ୍କ ନଜରକୁ ଆସିଥିବ । ହେଲେ ଏଇ ଝଗଡା ଯେ କେତେ ମହଙ୍ଗା ପଡିପାରେ ତାହାର ଏକ ଉଦାହାରଣ ଏବେ…

ସଂସଦରେ ଅଭଦ୍ର ବ୍ୟବହାର କରିଥିବା ସାଂସଦଙ୍କୁ ବିଜେପି ଦେଲା ନିର୍ବାଚନୀ ଦାୟିତ୍ୱ

ସଂସଦରେ ବିଏସପି ସାଂସଦ ଡାନିଶ ଅଲୀଙ୍କୁ ଅତ୍ୟନ୍ତ ଅଭଦ୍ର ବ୍ୟବହାର କରିବା ସହ ମୁସଲିମ ବିରୋଧୀ ବୟାନ ଦେଇଥିବା ବିଜେପି ସାଂସଦ ରମେଶ ବିଧୁରୀଙ୍କୁ ଦଳ ବଡ଼ ଦାୟିତ୍ୱ ଦେଇଛି। ବିଜେପି ପକ୍ଷରୁ ଆଜି ତାଙ୍କୁ ରାଜସ୍ଥାନର ଟୋଙ୍କ ନିର୍ବାଚନ ମଣ୍ଡଳୀ…

ମନ୍ଦିର କୂଅରୁ ମିଳିଲା ନିଖୋଜ ଥିବା ଯୁବକଙ୍କ ଗଳିତ ମୃତଦେହ

ଆଠଗଡ଼ : ମନ୍ଦିର କୂଅରୁ ମିଳିଲା ଯୁବକଙ୍କ ଗଳିତ ମୃତଦେହ । ତିନି ଦିନ ହେବ ନିଖୋଜ ଥିଲେ । କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣା ପତିତପାବନ ମନ୍ଦିର ପରିସରରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ଯୁବକ…

ଇ-ମେଲ ଖୋଲି ପାରିଲେନି କର୍ତ୍ତୃପକ୍ଷ: ଅତିରିକ୍ତ ୩ ବର୍ଷ ଜେଲରେ ରହିଲେ ଯୁବକ

ଶୀର୍ଷକ ପଢ଼ି ଆପଣ ସାମାନ୍ୟ ଆଶ୍ଚର୍ଯ୍ୟ ହେଉଥିବେ। କାରଣ ସତରେ କ’ଣ ଏମିତି ହୋଇପାରେ? ଆଜ୍ଞ ହଁ, ଜେଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଜଣେ ଯୁବକ ଅତିରିକ୍ତ ୩ ବର୍ଷ କାଳ ବନ୍ଦୀ ଜୀବନ ବିତାଇଛନ୍ତି। କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଗୁଜରାଟ ହାଇକୋର୍ଟ…

କ୍ରୀଡା ଉତ୍ସବକୁ ଯିବାବେଳେ ଘାଟିରେ ଓଲଟି ପଡିଲା ବସ: ଚାଲିଗଲା ଖେଳ ଶିକ୍ଷକଙ୍କ ଜୀବନ

ନବରଙ୍ଗପୁର: ଘାଟିରେ ଓଲଟି ପଡିଲା ବସ । ପିଲାଙ୍କୁ ନେଇ କ୍ରୀଡା ଉତ୍ସବରେ ଯୋଗ ଦେବାକୁ ଯାଉଥିଲେ ଖେଳ ସାର । ବାଟରେ ଚାଲିଗଲା ଜୀବନ । ଦୁର୍ଘଟଣାରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି ।  ଦୁର୍ଘଟଣା ଘଟିଛି ନବରଙ୍ଗପୁର…

ମଣିପୁର ହିଂସା: ସିଏମ୍‌ ଏନ୍‌ ବିରେନ୍‌ ସିଂଙ୍କ ବହିଷ୍କାର ଦାବି କଲେ ମଲ୍ଲିକାର୍ଜୁନ ଖଡ୍‌ଗେ

ହିଂସାର କବଳରୁ ମୁକୁଳି ପାରୁନାହିଁ ଦେଶର ଉତ୍ତର-ପୂର୍ବ ରାଜ୍ୟ ମଣିପୁର। କିଛି ଦିନ ଶାନ୍ତି ପରେ ରାଜ୍ୟରେ ଇଣ୍ଟରନେଟ୍ ସେବା ପୁନଃସ୍ଥାପିତ ହେବା ପରେ ଏବେ ପୁଣି ସୋସିଆଲ ମିଡିଆରେ ଦୁଇ ଛାତ୍ରଛାତ୍ରୀଙ୍କ ହତ୍ୟାର ଫଟୋ ଭାଇରାଲ ହୋଇଛି। ଫଟୋ ଭାଇରାଲ…