ରାଜ୍ୟର ୨୮ ହଜାର ଗାଁକୁ ଏବେ ବି ପାଇପ୍ ଯୋଗେ ପାଣି ସଂଯୋଗ ହୋଇପାରିନି

ଭୁବନେଶ୍ୱର: ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମଙ୍ଗଳବାର ବିଧାନସଭାରେ କହିଛନ୍ତି ଯେ, ଓଡ଼ିଶାର ୨୮ ହଜାର ଗାଁକୁ ଏଯାବତ ପାଇପ୍ ଯୋଗେ ଜଳ ଯୋଗାଣ ହୋଇପାରିନାହିଁ। କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସେ…

ଅପରାଧୀଙ୍କ ପେଣ୍ଠସ୍ଥଳୀ ପାଲଟିଛି କାନାଡା, ଜାତିସଂଘରେ ଜୟଶଙ୍କରଙ୍କ କଡ଼ା ଭର୍ତ୍ସନା

ନୂଆଦିଲ୍ଲୀ : କାନାଡା ଉପରେ ବର୍ଷିଲେ ଜୟଶଙ୍କର । ଭାରତ ଓ କାନାଡା ମଧ୍ୟରେ କୂଟନୀତିକ ବିବାଦ ଚାଲିଥିବା ବେଳେ ଆମେରିକାରେ କାନାଡାକୁ କଡା ସନ୍ଦେଶ ଦେଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର । ଆତଙ୍କବାଦ ପ୍ରସଙ୍ଗରେ କାନାଡାକୁ ସିଧା ଟାର୍ଗେଟ କରିଛନ୍ତି…

ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୬ ଜଣ ସ୍କ୍ରବ ଟାଇଫସ୍ ରୋଗୀ ଚିହ୍ନଟ, ୨୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ସୁନ୍ଦରଗଡ଼: ରାଜ୍ୟରେ ବଢୁଛି ସ୍କ୍ରବ ଟାଇଫସ ଆତଙ୍କ । ସୁନ୍ଦରଗଡ ଜିଲ୍ଲାରେ ବଢ଼ିବାରେ ଲାଗିଛି ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟ ୨୫୦କୁ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୬ ଜଣ…

ଆଇଏଏସ ଅଧିକାରୀ ରିଙ୍କୁ ଦୁଗାଙ୍କୁ ବାଧ୍ୟତାମୂଳକ ଅବସର

ଆଇଏଏସ୍ ଅଧିକାରୀ ରିଙ୍କୁ ଦୁଗାଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର। ଅଧିକାରୀଙ୍କ କ୍ୟାରିୟର ରେକର୍ଡକୁ ଆଧାର କରି ଏହି ନିଷ୍ପତ୍ତି ନିଆଯାଇଛି। ଗତ ବର୍ଷ ହୋଇଥିଲା ବଦଳି। 1994-ବ୍ୟାଚ୍ AGMUT(ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ, ୟୁନିଅନ୍ ଟେରିଟୋରି) କ୍ୟାଡର ଅଧିକାରୀ ଦୁଗା(54) ଅରୁଣାଚଳ…

ଆଇଏନଏସ ଚିଲିକାରୁ ପାସ୍ ହେଲେ ୨,୮୯୫ ଜଣ ଅଗ୍ନିବୀର

ଭୁବନେଶ୍ୱର: ଆଇଏନ୍ଏସ୍ ଚିଲିକାରୁ ମଙ୍ଗଳବାର ୪୪୮ ଜଣ ମହିଳାଙ୍କ ସମେତ ୨,୮୯୫ ଜଣ ଅଗ୍ନିବୀର ଉତ୍ତୀର୍ଣ୍ଣ ହୋଇଛନ୍ତି। ଦକ୍ଷିଣ ନୌସେନା କମାଣ୍ଡର ଫ୍ଲାଗ ଅଫିସର କମାଣ୍ଡିଂ-ଇନ୍-ଚିଫ ଭାଇସ ଆଡମିରାଲ ଏମ. ଏ. ହାମ୍ପିହୋଲି ପାସିଂ ଆଉଟ୍ ପରେଡର ସମୀକ୍ଷା କରିଥିଲେ। ଏହି…

ପୁଣି ଥରେ ଭାରତ ଆଡ଼କୁ ଆସୁଛି ଚୀନର ଗୁପ୍ତଚର ଜାହାଜ

ନୂଆଦିଲ୍ଲୀ: ଭାରତ ଉପରେ ଚୀନର ସତର୍କ ଦୃଷ୍ଟି ଜାରି ରହିଛି । ଭାରତ ଉପରେ ନଜର ରଖିବାକୁ ଚୀନ ପୁଣି ଥରେ ଏକ ଗୁପ୍ତଚର ଜାହାଜ ଶ୍ରୀଲଙ୍କା ଉପକୂଳକୁ ପଠାଇଛି । ଶ୍ରୀଲଙ୍କା ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଚୀନ୍ର…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ। ଗତକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହେବା ପରେ ଆଜି ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ…

ଗୃହରେ ପାରିତ ହେଲା ଓଡ଼ିଶା ଆପାର୍ଟମେଣ୍ଟ ବିଲ୍-୨୦୨୩

ଭୁବନେଶ୍ବର: ବିଧାନସଭାରେ ମଙ୍ଗଳବାର ଦିନ ୬ଟି ବଲି ପାରିତ ହୋଇଯାଇଛି। ସେଗୁଡ଼ିକ ହେଲା ଓଡିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ବିଲ୍ ୨୦୨୩, ପଦ ଓ ସେବା ସଂରକ୍ଷଣ ବିଲ୍‌, ଓଡ଼ିଶା ଚକବନ୍ଦୀ ବିଲ୍‌, ଓଡ଼ିଶା ଓବିସି କମିସନ ସଂଶୋଧନ ବିଲ୍‌,…

ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ ଓ ସିସୋରର ନିର୍ଦ୍ଦେଶକ ପ୍ରଶାନ୍ତ ଦାଶଙ୍କ ବିରୋଧରେ ଅତିରିକ୍ତ ଅଭିଯୋଗ ଆଣିଲା ଇଡି

ଭୁବନେଶ୍ବର: ସିସୋର ଆର୍ଥିକ ହେରଫେର ମାମଲାରେ ଫସିଥିବା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଂଜନ ବିଶ୍ବାଳଙ୍କ ବିରୋଧରେ ଚାଲିଥିବା ମାମଲାରେ ତଦନ୍ତକାରୀ ଏଜେନ୍ସି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୁଣି ଅତିରିକ୍ତ ଅଭିଯୋଗ ଦାୟର କରିଛି। ସୂଚନା ଅନୁସାରେ, ଗତ ଅଗଷ୍ଟ ୧୪…

ଆସନ୍ତା ୨୮ତାରିଖରେ ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ ଅଫିସ ଓ କୋର୍ଟ

ଭୁବନେଶ୍ଵର: ଆସନ୍ତା ୨୮ତାରିଖରେ ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ ଅଫିସ ଓ କୋର୍ଟ । ଏହି ଦିନକୁ ସରକାରୀ ଛୁଟିଦିନ ଭାବେ ଘୋଷଣା କରିଛନ୍ତି ରାଜ୍ୟ ସରକାର । ‘ପ୍ରୋଫେଟ ମହମ୍ମଦଙ୍କ ଜୟନ୍ତୀ’ ଅବସରରେ ସରକାରଙ୍କ ତରଫରୁ ଏହି ନିଷ୍ପତ୍ତି…