ଆଜି ପବିତ୍ର ସୁନିଆ: ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଆରମ୍ଭ ହେବ ୧୪୩୧ ସାଲ
ପୁରୀ: ଆଜି ପବିତ୍ର ସୁନିଆ ଉତ୍ସବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ ୧୪୩୧ ସାଲ । ଏହି ଅବସରରେ ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର ୬୬ ଅଙ୍କ ଆରମ୍ଭ…
