ରାସ୍ତା ମଝିରେ ହୁତୁ ହୁତୁ ହୋଇ ଜଳିଗଲା କାର୍

ଭଞ୍ଜନଗର: ବାପ୍ ରେ କି ନିଆଁ । ବିଚ୍ ରାସ୍ତା ମଝିରେ ହୁତୁ ହୁତୁ ହୋଇ ଜଳିଗଲା କାର୍ । ନିଆଁର ଦାଉ ଦେଖିଲେ ଯେକେହିବି ଅନୁମାନ କରିପାରୁବ କଣ ଅବସ୍ଥା ହୋଇଥିବ ସେଥିରେ ବସିଥିବା ଯାତ୍ରୀମାନଙ୍କର । ଏଭଳି ଅଘଟଣକୁ ଏଡାଇବା…

ଜଷ୍ଟିନ ଟ୍ରୁଡ଼ୋଙ୍କ ବିରୋଧରେ ହିନ୍ଦୁ ସଂଗଠନର ବିକ୍ଷୋଭ

ନୂଆଦିଲ୍ଲୀ: କାନାଡ଼ା ଏବେ ଖଲିସ୍ତାନୀ ଆତଙ୍କବାଦୀଙ୍କ ଭୂସ୍ବର୍ଗ ପାଲଟିଯାଇଥିବା ବେଳେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡ଼ୋ ଭାରତ ବିରୋଧରେ ଲଗାତାର ଭିତ୍ତହୀନ ଅଭିଯୋଗ କରିଚାଲିଛନ୍ତି। ଏହାକୁ ନେଇ ଭାରତରେ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି। ଆଜି ଦିଲ୍ଲୀର ଯନ୍ତର ମନ୍ତରଠାରେ ମିଳିତ ହିନ୍ଦୁ…

ଦୁର୍ଘଟଣାଗ୍ରସ୍ତ ଗୁରୁତର ରୋଗୀର ମୃତ୍ୟୁକୁ ନେଇ ତୁମୁଳକାଣ୍ଡ

ଭୁବନେଶ୍ବର: ଦୁର୍ଘଟଣାଗ୍ରସ୍ତ ଗୁରୁତର ରୋଗୀର ମୃତ୍ୟୁକୁ ନେଇ ତୁମୁଳକାଣ୍ଡ। ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ଗୁରୁତର ଆହତ ବ୍ୟକ୍ତିଙ୍କୁ ସ୍ଥାନୀୟ ଲୋକେ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲକୁ ଆଣିଥିଲେ । ହେଲେ ହସ୍ପିଟାଲ କର୍ତ୍ତୃପକ୍ଷ ଭିତରକୁ ନଛାଡି ବାରଣ କରିଥିଲେ । ଏନେଇ ଉଭୟ…

ଏସିଆନ ଗେମ୍ସରେ ଏୟାର ରାଇଫଲ୍ସ ଟିମ୍ ଜିତିଲା ସ୍ବର୍ଣ୍ଣ, ପଦକ ସଂଖ୍ୟା ୭ ଛୁଇଁଲା

ହାଞ୍ଜହୁ: ଏସିଆନ ଗେମ୍ସରେ ଭାରତକୁ ପ୍ରଥମ ସ୍ବର୍ଣ୍ଣ । ୧୦ ମିଟର ଏୟାର ରାଇଫଲ୍ସ ଟିମ୍ ଜିତିଛି ଗୋଲ୍ଡ ମେଡାଲ । ସେହିପରି ରୋଇଂରେ ମଧ୍ୟ ଭାରତକୁ ପଦକ ମିଳିଛି । ରୋଇଂରେ ବ୍ରୋଞ୍ଜ ମେଡାଲ ହାସଲ କରିଛି ଭାରତ ।…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ…

୧୯ ପଳାତକ ଖାଲିସ୍ତାନୀ ଆତଙ୍କବାଦୀଙ୍କ ସମ୍ପତ୍ତି ହେବ ବାଜ୍ୟାପ୍ତ

ନୂଆଦିଲ୍ଲୀ: କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ବିବାଦୀୟ ବୟାନ ପରେ ଆକ୍ସନ ମୋଡରେ ଭାରତ । ଖାଲିସ୍ତାନୀ ଆତଙ୍କୀଙ୍କ ବିରୋଧରେ ଖଡଗହସ୍ତ ତଦନ୍ତକାରୀ ସଂସ୍ଥା ଏନଆଇଏ । କାନାଡା, ବ୍ରିଟେନ, ଆମେରିକା, ଦୁବାଇ, ପାକିସ୍ତାନ ଓ ଅନ୍ୟାନ୍ୟ ଦେଶରେ ରହୁଥିବା ୧୯…

ଥାନାରେ ସ୍ତ୍ରୀ କଲା ଅଭିଯୋଗ, ପୋଲିସ୍ ମାଡରେ ସ୍ୱାମୀ ଗୁରୁତର

ବାଙ୍ଗିରିପୋଷି: ଇଏ କି ନ୍ୟାୟ ବ୍ୟବସ୍ଥା । ଏକ ପାଖିଆ କଥା ଶୁଣି ଜଣଙ୍କୁ କଣ କେବେ ଦଣ୍ଡ ଦିଆଯାଇପାରେ । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅଞ୍ଚଳରେ । ସ୍ତ୍ରୀର ଅଭିଯୋଗକୁ ଭିତ୍ତି କରି…

ଆମେରିକାରେ ଦ୍ୱିତୀୟ ଘୁଷୁରି ହୃଦୟ ପ୍ରତିରୋପଣ

ୱାସିଂଟନ: ଆମେରିକାର ମେରିଲାଣ୍ଡରେ ସର୍ଜନମାନେ ଜଣେ ମୁମୂର୍ଷୁ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇବା ପାଇଁ ତାଙ୍କଠାରେ ଏକ ଘୁଷୁରିର ହୃଦୟ ପ୍ରତିରୋପଣ କରିଛନ୍ତି। ଏହା ହେଉଛି ଆମେରିକାରେ ଦ୍ବିତୀୟ ଘୁଷୁରି ହୃଦୟ ପ୍ରତିରୋପଣ ଘଟଣା, ଯାହା ପରୀକ୍ଷାମୂଳକ ଭାବେ କରାଯାଇଛି। ଦୁଇ ଦିନ…

ଆଠଗଡ ତିଗିରିଆରେ ଖୁଦୁରୁକୁଣୀ ଓଷାକୁ କେନ୍ଦ୍ର କରି ବୋମାମାଡ: ୩ ଗୁରୁତର

ଆଠଗଡ: କଟକ ଆଠଗଡ ତିଗିରିଆରେ ଅଭାବନୀୟ ଘଟଣା ଘଟିଛି  । ଖୁଦୁରୁକୁଣୀ ଓଷାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବୋମାମାଡ ହୋଇଛି  । ଫଳରେ ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଆହତଙ୍କୁ ତିଗିରିଆ ମେଡିକାଲରେ ଭର୍ତ୍ତି…

ଭାଙ୍ଗିଲା ଡ୍ରେନେଜ୍‌ ସ୍ଲାବ ; ୧୨ ଆହତ, ୨୦ରୁ ଅଧିକ ଉଦ୍ଧାର

ଗୁଜୁରାଟ : ଗୁଜୁରାଟର ରାଜକୋଟ ସହରରେ ଦୁର୍ଘଟଣା ଘଟିଛି । ରବିବାର ରାତିରେ ଗଣେଶ ପଣ୍ଡାଲ ନିକଟରେ ଏକତ୍ରିତ ହୋଇଥିବା ଲୋକଙ୍କ ଚାପ ଯୋଗୁଁ ଡ୍ରେନେଜ ଲାଇନ ସ୍ଲାବ ଖସି ପଡିଥିଲା । ଏହି ଘଟଣାରେ ଅତି କମରେ ୧୨ ଜଣ ଆହତ…