ପୁଣି ଖୋଲିଲା ହୀରାକୁଦର ୧୬ଟି ଗେଟ, ୨୨ଟି ଗେଟ ଦେଇ ବର୍ଷା ଜଳ ନିଷ୍କାସିତ
ସମ୍ବଲପୁର: ଉପର ମୁଣ୍ଡାରେ ଜାରି ରହିଛି ଲଗାଣ ବର୍ଷା । ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମର ଜଳସ୍ତର ବଢିବାକୁ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ପୁଣି ଥରେ ଡ୍ୟାମର ଗେଟ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି ହୀରାକୁଦ କତୃପକ୍ଷ ।…
ସମ୍ବଲପୁର: ଉପର ମୁଣ୍ଡାରେ ଜାରି ରହିଛି ଲଗାଣ ବର୍ଷା । ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମର ଜଳସ୍ତର ବଢିବାକୁ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ପୁଣି ଥରେ ଡ୍ୟାମର ଗେଟ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି ହୀରାକୁଦ କତୃପକ୍ଷ ।…
ଯାହା ଆଶା କରାଯାଉଥିଲା ସେଇଆ ହେଲା। ବିଜେପି ସହ ଶେଷରେ ହାତ ମିଳାଇଛନ୍ତି କର୍ଣ୍ଣାଟକାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ ନେତା ଏଚଡି କୁମାରସ୍ୱାମୀ। ଆଜି ସେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ।…
ଭୁବନେଶ୍ୱର: ପାକିସ୍ତାନ ଗୁଇନ୍ଦା ସଂସ୍ଥାକୁ ଓଟିପି ସେୟାରିଂ ମାମଲାରେ ଆଉ ଜଣେ ଗିରଫ। ଆସାମରୁ ମହମ୍ମଦ ଇକବାଲ ହୁସେନଙ୍କୁ ଗିରଫ କଲା ଏସଟିଏଫ୍ (STF)। କୋର୍ଟରେ ହାଜର ପରେ ୫ ଦିନିଆ ରିମାଣ୍ଡରେ ଆଣିଲା ଏସଟିଏଫ। ଓଟିପି ବିକ୍ରି କରି ମାସକୁ…
କ୍ଷମତାରେ ଥିବା ବେଳେ ମହିଳା ସଂରକ୍ଷଣ ବିଲ୍ କଂଗ୍ରେସ ପାରିତ କରି ପାରି ନଥିଲା। ଏଥିସହ ଦଳ ଆଣିଥିବାର ମହିଳା ସଂରକ୍ଷଣ ବିଲ୍ରେ ଓବିସିଙ୍କ କୋଟାକୁ ସାମିଲ କରିପାରି ନଥିଲା। ଏଥିପାଇଁ ଏବେ ଦଳ ୧୦୦% ଅନୁତପ୍ତ ବୋଲି କହିଛନ୍ତି ରାହୁଲ…
ପୁରୀ: ପୁରୀ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବଡଧରଣର କେଳେଙ୍କାରୀ । ବିନା ଯୋଗ୍ୟତାରେ ଡାକ୍ତରୀ ଡିଗ୍ରୀ ପାଇଁ କଲେଜରେ ଆଡମିଶନ ନେଇଛନ୍ତି ଛାତ୍ରଛାତ୍ରୀ । ଯାହାକୁ ନେଇ ପୂର୍ବରୁ ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନ ନିଆଯିବାରୁ କଲେଜର ପ୍ରିନ୍ସପାଲ୍…
ନୂଆଦିଲ୍ଲୀ: ଇଚ୍ଛା କରିଥିବା ବିଶ୍ବବିଦ୍ୟାଳୟ ‘ଅଲ-ଆଝାର୍ ଅଲ୍-ଶରିଫ୍’ରେ ପଢ଼ିବା ପାଇଁ ପଶ୍ଚିମ ଆଫ୍ରିକୀୟ ଦେଶ ଗିନିରୁ ଜଣେ ଛାତ୍ର ସାଇକେଲ୍ ଚଢ଼ି ପ୍ରାୟ ୪୦୦୦ କିଲୋମିଟର୍ ରାସ୍ତା ଅତିକ୍ରମ କରି ଇଜିପ୍ଟକୁ ଯାଇଥିବା କଥା ‘ବିବିସି’ ରିପୋର୍ଟ କରିଛି। ‘ସୁନି ଇସ୍ଲାମିକ୍…
ବାରିପଦା: ମୟୁରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା କିଚେକେଶ୍ୱରୀ । ମା କିଚେକେଶ୍ୱରୀ ମନ୍ଦିର ଖିଚିଂ ଠାରେ ଅବସ୍ଥିତ । ଗତକାଲି ବିଳମ୍ବିତ ରାତ୍ରରେ ମା କିଚେକେଶ୍ୱରୀଙ୍କ ମୁଖ୍ୟ ଦାନ ହୁଣ୍ଡି ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ମନ୍ଦିର ସମୁଖରେ…
ଖାଦ୍ୟ ପାଇଁ ସଂଘର୍ଷ କରୁଥିବା ପାକିସ୍ତାନକୁ ଆଉ ମିଳିବନି ପାଣି । ଦୀର୍ଘ ଦିନ ହେବ ଆର୍ଥିକ ସମସ୍ୟା ଦେଇ ଗତି କରୁଛି ପାକିସ୍ତାନ । ଦିନକୁ ଦୁଇ ଓଳି ଖାଇବାକୁ ପାଉନାହାନ୍ତି ଏଠାକାର ଲୋକେ । ଖାଦ୍ୟ ପେଟ୍ରୋଲର ଅଭାବ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ ପରେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଇତିହାସ ସୃଷ୍ଟି ହୋଇଛି ପ୍ରଥମ ଥର ମହିଳା ବାଚସ୍ପତି ହୋଇଛନ୍ତି। ତେଣୁ ସମସ୍ତେ…
ଗଣତନ୍ତ୍ରର ମନ୍ଦିର ଲୋକସଭାରେ ସବୁ ସୀମା ଟପି ଯାଇଛନ୍ତି ବିଜେପିର ଜଣେ ସାଂସଦ। ସେ ଲୋକସଭା ଭିତରେ ସାଂପ୍ରଦାୟିକ ଓ ଅତ୍ୟନ୍ତ ଆପତ୍ତିଜନକ ଶବ୍ଦ ପ୍ରୟୋଗ କରିଛନ୍ତି। ଏଥିସହ ସେ ବିଏସ୍ପିର ଜଣେ ମୁସଲିମ ସାଂସଦଙ୍କୁ ଖୋଲାଖୋଲି ଧମକ ମଧ୍ୟ ଦେଇଛନ୍ତି। ଏହାକୁ…