ଖାଦ୍ୟ ବିଷ କ୍ରିୟାରୁ ପରିବାରର ୧୧ ଜଣ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ଆନନ୍ଦପୁର : ଖାଦ୍ୟ ବିଷ କ୍ରିୟାରୁ ୧୧ ଅସୁସ୍ଥ। ଆନନ୍ଦପୁର ନନ୍ଦିପଦା ଥାନା ଅମୃତପୁର ଗାଁରେ ରାତିରେ ଚିକେନ ଖାଇ ୧୧ ଜଣ ଅସୁସ୍ଥ ହୋଇଛନ୍ତି। ସମସ୍ଥ ଅସୁସ୍ଥଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ଯରେ ୨ ପୁରୁଷ , ୩ଜଣ…

ଦଶ ଗୁଣ ବଢ଼ିଲା ରେଲୱେ ଦୁର୍ଘଟଣା ଅନୁକମ୍ପା ରାଶି

ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ତଥା ଗୁରୁତରଙ୍କୁ ମିଳିବ ବଡ଼ କ୍ଷତିପୂରଣ ରାଶି । ଏହି କ୍ଷତିପୂରଣ ରାଶି ପୂର୍ବାପେକ୍ଷା ୧୦ ଗୁଣ ଅଧିକ ହେବ ବୋଲି ରେଳବାଇ ପକ୍ଷରୁ କୁହାଯାଇଛି । ରେଳବାଇ ପକ୍ଷରୁ ଜାରି ସୂଚନା…

ଚାଷୀଙ୍କ ଆକାଉଣ୍ଟକୁ କାଳିଆ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ…

ଖଲ୍ଲିସ୍ତାନୀ ଆତଙ୍କୀଙ୍କ ସମ୍ପର୍କରେ ଥିବା ୪୩ ଅପରାଧୀଙ୍କ ତାଲିକା ଜାରି, ସୂଚନା ଦେଲେ ମିଳିବ ୧୦ ଲକ୍ଷ

ଖଲ୍ଲିସ୍ତାନୀ ଆତଙ୍କବାଦୀ ହରଦୀପ ନିଜ୍ଜାରର ମୃତ୍ୟୁକୁ ନେଇ ଭାରତ-କାନାଡା ସଂପର୍କରେ ତିକ୍ତତା ଆସିଥିବା ବେଳେ ବଡ଼ ପଦକ୍ଷେପ ନେଇଛି ଏନଆଇଏ। କାନାଡାର ଆତଙ୍କୀ ଗ୍ୟାଙ୍ଗଷ୍ଟର ସହ ସଂପର୍କରେ ଥିବା ୪୩ କୁଖ୍ୟାତ ଅପରାଧୀଙ୍କ ତାଲିକା ଜାରି କରିଛି ଏନଆଇଏ। ଏଥିସହ ଭାରତରେ…

ଆଜି ବି ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ ବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି ।…

୧୯୮୪ ଶିଖ ବିରୋଧୀ ଦଙ୍ଗା: କଂଗ୍ରେସର ସଜନ କୁମାର ଓ ଅନ୍ୟମାନେ ଦୋଷମୁକ୍ତ

ବହୁ ଚର୍ଚ୍ଚିତ ୧୯୮୪ ମସିହା ଶିଖ ବିରୋଧୀ ଦଙ୍ଗା ସହ ଜଡ଼ିତ ସୁଲତାନପୁର ମାମଲାରେ କଂଗ୍ରେସର ସଜନ କୁମାର ଓ ଅନ୍ୟ ସମସ୍ତ ଅଭିଯୁକ୍ତଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ଦିଲ୍ଲୀର ରୋଜ ଆଭିନ୍ୟୁ କୋର୍ଟ ଆଜି ସମସ୍ତଙ୍କୁ ଦୋଷମୁକ୍ତ କରିଛନ୍ତି। ପ୍ରାଥମିକ ଭାବେ…

ଗଣେଶ ବିସର୍ଜନ କରିବାକୁ ଯାଇ ନାଗାବଳୀ ନଦୀରେ ଭାସି ଗଲେ ଯୁବକ

ରାୟଗଡ଼ା: ନାଗାବଳୀ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଯାଇ ପ୍ରଖର ନଦୀ ଜଳସ୍ତରରେ ଭାସି ଗଲେ ଜଣେ ୩୨ ବର୍ଷ ଯୁବକ। ରାୟଗଡାର ନାଗାବଳୀ ନଦୀର ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଜଳସ୍ତର ପ୍ରଖର ଓ ଭୀଷଣ ଭାବେ ବଢ଼ିବାରେ…

ଲୋକସଭାରେ ମହିଳା ସଂରକ୍ଷଣ ବିଲ୍‌ ପାରିତ

ମହିଳା ସଂରକ୍ଷଣ ବିଲ୍‌ ଲୋକସଭାରେ ପାରିତ ହୋଇଛି। ଲୋକସଭାରେ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ବିଲ୍‌କୁ ଅନୁମୋଦନ ମିଳିଛି। ଭୋଟିଂ ଜରିଆରେ ପାସ୍‌ ହୋଇଛି ମହିଳା ସଂରକ୍ଷଣ ବିଲ୍‌। ବିଲ୍‌ ସପକ୍ଷରେ ୪୫୪ଟି ଭୋଟ୍‌ ହୋଇଥିବା ବେଳେ ବିପକ୍ଷରେ ପଡ଼ିଥିଲା ମାତ୍ର…

ପ୍ରମିଳା ମଲ୍ଲିକ ହେଲେ ବିଜେଡି ବାଚସ୍ପତି ପ୍ରାର୍ଥୀ

ଭୁବନେଶ୍ୱର: ଆସନ୍ତକାଲି ବାଚସ୍ପତି ନିର୍ବାଚନ ପଇଁ ନାମାଙ୍କନ ତାରିଖ ରହିଛି। ଏହା ପୂର୍ବରୁ ଶାସକ ଦଳ ବିଜେଡି ମହିଳା କାର୍ଡ ଖେଳି ଦଳର ବରିଷ୍ଠ ମହିଳା ନେତ୍ରୀ ତଥା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଘୋଷଣା କରିଛି। ସାରା ଦେଶରେ…

ଗଣେଶ ପୂଜା ଭୋଗ ଖାଇ ୭୫ରୁ ଉର୍ଦ୍ଧ୍ବ ଅସୁସ୍ଥ

ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ମାଷାଡ଼ ଗାଁରେ ମଙ୍ଗଳବାର ଗଣେଶ ପୂଜା ଅନୁଷ୍ଠିତ ହୋଇଥିଲା। ପୂଜାରେ ଚୁଡ଼ା ଭୋଗ କରାଯାଇଥିଲା। ଗତକାଲିର ଚୁଡ଼ା ଭୋଗ ବଳିଯିବାରୁ ଆଜି ଗ୍ରାମବାସୀଙ୍କ ମଧ୍ୟରେ ବାଣ୍ଟି ଦିଆଯାଇଥିଲା। ଭୋଗ ଖାଇବା ପରେ ସମସ୍ତେ ଅସୁସ୍ଥ…