ପ୍ରାଥମିକ ଶିକ୍ଷକ ସଂଘକୁ ଆଲୋଚନା ପାଇଁ ସିଏମ୍‌ଓରୁ ଡକରା

ଭୁବନେଶ୍ୱର: ପ୍ରାଥମିକ ଶିକ୍ଷକ ସଂଘକୁ ଆଲୋଚନା ପାଇଁ ସିଏମ୍‌ଓରୁ ଡକରା। ଆସନ୍ତା ୨୩ ତାରିଖ ସନ୍ଧ୍ୟା ୫ଟାରେ ଆଲୋଚନା ପାଇଁ ଡକରା ଦେଇଛନ୍ତି ସିଏମଓ। ଆନ୍ଦୋଳନରୁ ଓହରିଥିବା ଶିକ୍ଷକ ସଂଘକୁ ଆଲୋଚନା ପାଇଁ ଡାକିଲେ। ଏନେଇ ସୂଚନା ଦେଲେ ନିଖିଳ ଉତ୍କଳ ପ୍ରାଥମିକ…

ବିଜେଡି ପକ୍ଷରୁ ନିଯୁକ୍ତି ପାଇଲେ ବିଜୁ ଶ୍ରମିକ ସାମ୍ମୁଖ୍ୟର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର: ବିଜେଡି ପକ୍ଷରୁ ନିଯୁକ୍ତି ପାଇଲେ ବିଜୁ ଶ୍ରମିକ ସାମ୍ମୁଖ୍ୟର ନୂତନ କର୍ମକର୍ତ୍ତା । ବିଭିନ୍ନ ବିଭାଗର ଶ୍ରମିକ ସଂଗଠନରେ ନୂତନ କର୍ମକର୍ତ୍ତା ନିଯୁକ୍ତି ଦିଆଯାଇଥିବା ଦଳ ପକ୍ଷରୁ ଏକ ପ୍ରେସ ରିଲିଜରେ କୁହାଯାଇଛି । ତଥ୍ୟ ଅନୁଯାୟୀ, ନିର୍ମାଣ ଶ୍ରମିକ…

ମାଷ୍ଟରକ୍ୟାଣ୍ଟିନ ନିକଟରେ ଯୁବକଙ୍କୁ ମାରି ରାସ୍ତା ଉପରେ ଫିଙ୍ଗି ଚାଲିଗଲେ ଦୁର୍ବୃତ୍ତ

ଭୁବନେଶ୍ୱର: ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ସ୍ଥିତ କଂଗ୍ରେସ ଭବନ ନିକଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକଙ୍କ ବୟସ ୩୫ ପାଖାପାଖି ହେବ । ତେବେ ଏହି ଯୁବକଜଣକ କିଏ  ଏବଂ ଏଠାକୁ ତାଙ୍କର ମୃତଦେହ କେମିତି…

୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ ବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ ରାଜ୍ୟବ୍ୟାପୀ ଲାଗି ରହିଛି ବର୍ଷା। ଆଜି ଓ ଆସନ୍ତାକାଲି ବର୍ଷାର ପ୍ରଭାବ ଅଧିକ ରହିବ ।…

ଯାଜପୁରରେ ସୁନା ଅଳଙ୍କାର ଓ ମୋବାଇଲ ଲୁଟ ଘଟଣା : ୪ ଲୁଟେରା ଗିରଫ

ଯାଜପୁର: ଯାଜପୁର ପୋଲିସକୁ ବଡ ସଫଳତା ମିଳିଛି  । ଘରେ ପଶି ସୁନା ଅଳଙ୍କାର ଲୁଟି ନେଉଥିବା ଲୁଟେରା ଗ୍ୟାଙ୍ଗକୁ ପୋଲିସ ଗିରଫ କରିଛି  । ସୂଚନା ଅନୁସାରେ ଏହି ଲୁଟେରା ଗ୍ୟାଙ୍ଗ ରାମବାଗ ବାମଦେବପୁର ଗାଁର ସୁଦୀପ ମହାରଣାଙ୍କ ଘରେ…

ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ

ସମ୍ବଲପୁର : ନୂଆଁଖାଇ ପାଇଁ ଚଳଚଞ୍ଚଳ ସାରା ପଶ୍ଚିମ ଓଡ଼ିଶା। ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ। ପୂର୍ବ ନିର୍ଦ୍ଧାରିତ ସମୟରେ ଇଷ୍ଟଦେବୀଙ୍କ ପାଖରେ ରୀତିନୀତି ଅନୁସାରେ ନବାନ୍ନ ଲାଗି ହୋଇଛି। ମାଆ ସମଲେଶ୍ୱରୀଙ୍କୁ ଲାଗି ହୋଇଛି ନୂତନ ସରିଆ…

ଆଉ ୭ ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଞ୍ଚିଲା

ସୁନ୍ଦରଗଡ଼: ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୭ ଜଣ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହା ଫଳରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଞ୍ଚିଛି। ଜଣେ ସ୍ବାସ୍ଥ୍ୟ ଅଧିକାରୀ ବୁଧବାର ଏହି ସୂଚନା ଦେଇଛନ୍ତି। ଗତ…

ଜାତିସଂଘରେ ପୁଣି ଥରେ କଶ୍ମୀର ପ୍ରସଙ୍ଗ ଉଠାଇଲା ତୁର୍କିଏ

ନୂଆଦିଲ୍ଲୀ: ମିଳିତ ଜାତିସଂଘର ୭୮ତମ ସାଧାରଣ ଅଧିବେଶନରେ ତୁର୍କିଏ ରାଷ୍ଟ୍ରପତି ରିସେପ୍ ତୈୟପ୍ ଏର୍ଡୋଗାନ୍ ପୁଣିଥରେ କଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ମଙ୍ଗଳବାର ସାଧାରଣ ସଭାର ସାଧାରଣ ବିତର୍କରେ ବିଶ୍ୱନେତାମାନଙ୍କୁ ସମ୍ବୋଧିତ କରି ଏର୍ଡୋଗାନ୍ କହିଛନ୍ତି, ଭାରତ ଓ ପାକିସ୍ତାନ ମଧ୍ୟରେ ଆଲୋଚନା…

ବିଧାୟକ ଓ ଝିଅଙ୍କୁ ହତ୍ୟା ଷଡ଼ଯନ୍ତ୍ର ଅଭିଯୋଗ: ଥାନାରେ ଏତଲା ଦେଲେ ଶ୍ରୀକାନ୍ତ ସାହୁ

ପୋଲସରା: ପୋଲସରା ବିଧାୟକ ତଥା ପୂର୍ବତନ ଶ୍ରମ ରାଷ୍ଟ୍ରମନ୍ତ୍ରୀ ଶ୍ରୀକାନ୍ତ ସାହୁ ଓ ତାଙ୍କ ଝିଅକୁ ହତ୍ୟା ଷଡ଼ଯନ୍ତ୍ର କରା ଯାଉଥିବା ସମ୍ପର୍କରେ ନିଜେ ବିଧାୟକ ଶ୍ରୀ ସାହୁ ପୋଲସରା ଥାନା ରେ ଏତଲା ଦେଇଛନ୍ତି। ଶ୍ରୀ ସାହୁ ତାଙ୍କ ଏତଲାରେ…

କାନାଡା-ଭାରତ କୂଟନୈତିକ ବିବାଦ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ: ଆଜି ଭ‌ାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ହରଦୀପ ସିଂହ ନିଜ୍ଜାର୍‌ ହତ୍ୟା ଘଟଣା ନେଇ ଭାରତ ଓ କାନାଡା ମଧ୍ୟରେ ସୃଷ୍ଟି ହୋଇଥିବା କୂଟନୈତିକ ବିବାଦ ବିଷୟରେ ସଂକ୍ଷିପ୍ତରେ ସବୁକଥା ଅବଗତ…