ମୃତକର ନଖ, ଚମଡା ଓ ଚୁଟି ଧରାଇ ଦେଲା ହତ୍ୟାକାରୀ: ୩ ଗିରଫ
ସୁବର୍ଣ୍ଣପୁର: ମୃତକର ନଖ, ଚମଡା ଓ ଚୁଟି ଧରାଇ ଦେଲା ହତ୍ୟାକାରୀ । ହତ୍ୟା କରି ତଥ୍ୟ ଲୁଚାଇଥିବା ୩ ଯୁବକଙ୍କୁ ଗିରଫ କରିଛି ପୋଲିସ୍। ମୃତକ ହେଲେ ସମ୍ୱଲପୁର ଜିଲ୍ଲା ବେହେରା ମୁଣ୍ଡା ଗାଁର କୃଷ୍ଣଚନ୍ଦ୍ର ଭୋଇ । ସୁବର୍ଣ୍ଣପୁର…
ସୁବର୍ଣ୍ଣପୁର: ମୃତକର ନଖ, ଚମଡା ଓ ଚୁଟି ଧରାଇ ଦେଲା ହତ୍ୟାକାରୀ । ହତ୍ୟା କରି ତଥ୍ୟ ଲୁଚାଇଥିବା ୩ ଯୁବକଙ୍କୁ ଗିରଫ କରିଛି ପୋଲିସ୍। ମୃତକ ହେଲେ ସମ୍ୱଲପୁର ଜିଲ୍ଲା ବେହେରା ମୁଣ୍ଡା ଗାଁର କୃଷ୍ଣଚନ୍ଦ୍ର ଭୋଇ । ସୁବର୍ଣ୍ଣପୁର…
ମୁମ୍ବାଇ: ସଂସଦରେ ବର୍ତ୍ତମାନ ଆମେ ମାତ୍ର ୮୧ଜଣ ଅଛୁ ଏବଂ ଏହି ‘ବିଲ୍’ ପାରିତ ହେଲେ ଆମ ସଂଖ୍ୟା ୧୮୧କୁ ବୃଦ୍ଧି ପାଇବ ବୋଲି ‘ମହିଳା ସଂରକ୍ଷଣ ବିଲ୍’କୁ ସମର୍ଥନ କରି ବିଶିଷ୍ଟ ଅଭିନେତ୍ରୀ ତଥା ରାଜନେତ୍ରୀ ହେମା ମାଳିନୀ ମଙ୍ଗଳବାର…
ଅନୁଗୁଳ : ଅନୁଗୁଳ ଜିଲ୍ଲାରେ ଥମୁନି ହାତୀ ଉପଦ୍ରବ । କେତେବେଳେ ହାତୀ ଆକ୍ରମଣରେ ମଣିଷ ଜୀବନ ଯାଉଛି । ତ ଆଉ କେତେବେଳା ହାତୀ-ମଣିଷ ଲଢେଇ ମଧ୍ୟରେ ହାତୀର ଜୀବନ ଯାଉଛି । ଅନେକ ସ୍ଥାନରେ ଖାଦ୍ୟ ଅନ୍ବେଶଣରେ ଆସି…
ଆସନ୍ତା ୨୦୨୪ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହୋଇପାରନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ତାଙ୍କୁ ଜାନୁଆରୀ ୨୬ କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ କରିଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିକଟରେ ଦିଲ୍ଲୀରେ ଜି-୨୦ ଶିଖର ସମ୍ମିଳନୀ ଶେଷ ହୋଇଥିଲା। ଏହି…
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡ଼ା ଜଙ୍ଗଲରେ ପୋଲିସ୍ ମାଓବାଦୀ ମଧ୍ୟରେ ଗୁଳିବିନିମୟ। ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀ ମୃତ। ନାହାଡ଼ି ଜାଙ୍ଗଲରେ ଆଜି ସକାଳୁ ମାଓବାଦୀ କ୍ୟାମ୍ପ କରି ରହିଥିବା ନେଇ ଖବର ପାଇ ଚଢ଼ାଉ କରିଥିଲା…
ଭାରତ ଓ କାନାଡା ମଧ୍ୟରେ ଚାଲିଥିବା ତିକ୍ତତା ଚରମସୀମାରେ ପହଞ୍ଚି ଯାଇଛି। ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂହ ନାଜିରର ମୃତ୍ୟୁକୁ ନେଇ ଦୁଇ ଦେଶ ମଧ୍ୟରେ କୂଟନୀତିକ ଯୁଦ୍ଧ ଆରମ୍ଭ ହୋଇଯାଇଛି। ଏବେ ଏହାର ଫାଇଦା ଉଠାଇ ବିଦ୍ୱେଷ ସୃଷ୍ଟି କରିବାକୁ…
ପୁରୀ: ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦୁଆର ଖୋଲାଯିବା ପ୍ରସଙ୍ଗ । ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ଦାବି କରି ଆସନ୍ତା ମାସ ଅକ୍ଟୋବର ୩ ତାରିଖରେ ଓଡିଶା ବନ୍ଦ ଡାକରା ଦେଇଛି ଶ୍ରୀଜଗନ୍ନାଥ ସେନା। କାଳିଆ ଠାକୁର ଓ ତାଙ୍କ ଭକ୍ତଙ୍କ ପାଇଁ…
ସରିବାକୁ ଯାଉଛି ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁରେ କୃଷ୍ଣପକ୍ଷ। ଇସ୍ରୋର ଚନ୍ଦ୍ରଯାନ-3 ଅବତରଣ କରିଥିବା ଅଞ୍ଚଳରେ ଆସନ୍ତା ଶୁକ୍ରବାର ରାତି ପାହିବ। ସେଠାରେ ସକାଳ ହେଲେ ଇସ୍ରୋ ଲ୍ୟାଣ୍ଡର ବିକ୍ରମ ଓ ରୋଭର ପ୍ରଜ୍ଞାନକୁ ଜାଗ୍ରତ କରିବାକୁ ଚେଷ୍ଟା କରିବ। ବର୍ତ୍ତମାନ ଉଭୟ…
ଆନନ୍ଦପୁର: ଭାଲୁ ଆକ୍ରମଣ ଜଣେ ବୃଦ୍ଧାଙ୍କ ମୃତ୍ୟୁ । କେନ୍ଦୁଝର ଆନନ୍ଦପୁର ଥାନା ପଣସଡିହା ପଞ୍ଚାୟତ ଡୁମରିଡିହା ଗାଁରେ ଏହି ଘଟଣା ଘଟିଛି । ମୃତକ ହେଉଛନ୍ତି ସୁମୀ ଘାଗରାଇ । ସେ ନିକଟସ୍ଥ ଜଙ୍ଗଲକୁ ଶୌଚ ହେବାକୁ ଯାଇଥିବା ବେଳେ…
ମହିଳା ସଂରକ୍ଷଣ ବିଲ୍ ବା ନାରୀ ଶକ୍ତି ବନ୍ଦନ ଅଧିନିୟମ ଉପରେ ଆଜି ଲୋକସଭାରେ ବିତର୍କ ଆରମ୍ଭ ହୋଇଛି। ବିତର୍କ ବେଳେ ଶ୍ରେୟ ନେବାକୁ ବିଜେପି ଓ କଂଗ୍ରେସ ମଧ୍ୟରେ ବାକଯୁଦ୍ଧ ଦେଖିବାକୁ ମିଳିଛି। କଂଗ୍ରେସ ପକ୍ଷରୁ ପ୍ରଥମ ଭକ୍ତା ଭାବେ…