ଇନଷ୍ଟାଗ୍ରାମରେ ଲାଇଭ ଆସି ଆତ୍ମହତ୍ୟା କଲେ ଯୁବକ

ନୂଆଦିଲ୍ଲୀ : ବର୍ତ୍ତମାନ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଗୁରୁଗ୍ରାମରୁ ୨୮ ବର୍ଷର ଯୁବକଙ୍କର ମୃତ୍ୟୁ ମାମଲା ଆସିଛି। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଥିଲା…

ରାଜଧାନୀରେ ବେଆଇନ କଫ ସିରପ୍ ରାକେଟର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀରେ ବେଆଇନ କଫ ସିରପ୍ ରାକେଟର ପର୍ଦ୍ଦାଫାସ କରି ବୁଧବାର ପୁଲିସ ୨୦୫ଟି କଫ ସିରପ୍ ବୋତଲ ଜବତ କରିଛି। ଏହି ଘଟଣାରେ ପୁଲିସ ଜଣେ ନିଶା ବେପାରୀକୁ ମଧ୍ୟ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ଭୁବନେଶ୍ୱର ରବି…

ଡମ୍ଫର ସହିତ ପିଟି ହେଲା ପିକଅପ୍‌ ଭ୍ୟାନ୍‌, ଦମ୍ପତିଙ୍କ ସମେତ ୪ ମୃତ

ଉତ୍ତରପ୍ରଦେଶର କାନପୁର ଜିଲ୍ଲାରେ ଭୟଙ୍କର ଦୁର୍ଘଟଣା ଘଟି ୪ ଜଣଙ୍କର ପ୍ରାଣ ଚାଲିଯାଇଛି । ପିକଅପ୍‌ ଭ୍ୟାନ ଏବଂ ଡମ୍ଫର ମଧ୍ୟରେ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଦମ୍ପତିଙ୍କ ସମେତ ୪ ଜଣଙ୍କର ପ୍ରାଣ ଚାଲିଯାଇଛି ।…

ରାଜସ୍ୱ ଅଧିକାରୀଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ, ଏକକାଳୀନଟି ୪ ସ୍ଥାନରେ ଚଢ଼ାଉ କଲା ଭିଜିଲାନ୍ସ

କଟକ : ରାଜସ୍ୱ ଅଧିକାରୀଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ। ଗଞ୍ଜାମ ବୁଗୁଡାର ପୂର୍ବତନ ତହସିଲଦାର ଥିଲେ ସଂଗ୍ରାମ। ଏକକାଳୀନ ଚାରୋଟି…

ଦେଶ ପାଇଁ ସହିଦ ହେଲା ସେନାର କୁକୁର- ଆତଙ୍କବାଦୀଙ୍କ ସହ ଲଢିବା ବେଳେ ଗୁଳିମାଡରେ ଟଳିପଡିଲା

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ରାଜୌରି ଜିଲା ନର୍ଲା ଅଞ୍ଚଳରେ ଆତଙ୍କବାଦୀଙ୍କ ସହିତ ସଂଘର୍ଷରେ ସେନାର ଏକ କୁକୁର ସହିଦ ହୋଇଛି। ସହିଦ କୁକୁରର ନାମ ହେଉଛି କେଣ୍ଟ। ଏହାର ବୟସ ୬ବର୍ଷ ଓ ଲାବ୍ରାଡର ପ୍ରଜାତିର। କେଣ୍ଟ ୨୧ ସେନା ୟୁନିଟ୍‌ରେ କାର୍ଯ୍ୟରତ…

ବାଚସ୍ପତି ନିର୍ବାଚନରେ ଭାଗ ନେବେ ନାହିଁ କଂଗ୍ରେସ ବିଧାୟକ

ଭୁବନେଶ୍ୱର: ସେପ୍ଟେମ୍ବର ୨୧ ତାରିଖରେ ହେବାକୁ ଥିବା ରାଜ୍ୟ ବିଧାନସଭା ବାଚସ୍ପତି ପଦ ପାଇଁ ନିର୍ବାଚନରେ ଦଳର ବିଧାୟକ ଭାଗ ନେବେ ନାହିଁ। ପ୍ରଦେଶ କଂଗ୍ରେସ ପକ୍ଷରୁ ବୁଧବାର ଦିନ ଏହା କୁହାଯାଇଛି। ସେପ୍ଟେମ୍ବର ୨୧ ତାରିଖରେ ବାଚସ୍ପତି ନିର୍ବାଚନ ହେବ ଏବଂ…

ଆମେରିକାରେ ପୁଲିସ କାର୍ ଧକ୍କାରେ ଛାତ୍ରୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ଦାବି କଲା ଭାରତ

ଆମେରିକାରେ ଛାତ୍ରୀ ମୃତ୍ୟୁ ଘଟଣାର ତଦନ୍ତ ଦାବି କଲା ଭାରତ। ସଡକ ଦୁର୍ଘଟଣାରେ ଛାତ୍ରୀଙ୍କ ମୃତ୍ୟୁ ନେଇ ଏବେ ଏକ ଭିଡିଓ ପ୍ରକାଶ ପାଇବା ପରେ ଏହି ଦାବି କରାଯାଇଛି। ଧକ୍କା ଦେଇଥିବା କାରରେ ଥିବା ପୁଲିସ କାହିଁକି ଦୁର୍ଘଟଣା ପରେ…

ଆନନ୍ଦ ବଜାର ଶୃଙ୍ଖଳା ନେଇ ବୈଠକ, ଏଣିକି ଓମଫେଡ ଘିଅରେ ପ୍ରସ୍ତୁତ ହେବ ମହାପ୍ରସାଦ

ପୁରୀ : ଶ୍ରୀମନ୍ଦିରରେ ଆନନ୍ଦ ବଜାର ଶୃଙ୍ଖଳା ନେଇ ଶୃଙ୍ଖଳା କମିଟି ବୈଠକରେ ଗୁରୁତତ୍ୱପୂର୍ଣ୍ଣ ଆଲୋଚନା । ଶ୍ରୀମନ୍ଦିର ସ୍ଵତନ୍ତ୍ର ପ୍ରଶାସକ ଅଜୟ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଛି। ତେବେ ଭକ୍ତଙ୍କ ପାଇଁ ମହାପ୍ରସାଦ…

ଅକ୍ଚୋବର ସୁଦ୍ଧା ଶେଷ ହେବ ଇଣ୍ଡିଆ ମେଣ୍ଟର ଆସନ ବୁଝାମଣା

ନୂଆଦିଲ୍ଲୀ: ଆସନ୍ତା ରାଜ୍ୟ ବିଧାନସଭା ନିର୍ବାଚନ ଏବଂ ୨୦୨୪ ଲୋକସଭା ନିର୍ବାଚନ ପାଇଁ ଆସନ ବୁଝାମଣା ଉପରେ କୈଣସି ଚୂଡାନ୍ତ ନିଷ୍ପତ୍ତି ନିଆଯାଇନି। ବୁଧବାର ବିରୋଧୀ ଇଣ୍ଡିଆ ମେଣ୍ଟର ବୈଠକ ଏନସିପି ପ୍ରତିଷ୍ଠାତା ଶରଦ ପାଓ୍ବାରଙ୍କ ଦିଲ୍ଲୀ ବାସଭବନରେ ବସିଥିଲା। ହେଲେ…

ରୋଷେଇ କରୁଥିବା ବେଳେ କାନ୍ଥ ଭୁଶୁଡି ମହିଳାଙ୍କ ମୃତ୍ୟୁ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାରେ ଘର ଭୁଶୁଡି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଲଗାଣ ବର୍ଷା ଯୋଗୁଁ କଚ୍ଚା ଘର ଭୁଶୁଡ଼ି…