ଭୁବନେଶ୍ୱରରେ ଡାକ୍ତରଙ୍କୁ ଅପହରଣ କରି ଟଙ୍କା ମାଗିବା ଘଟଣାରେ ୪ ଗିରଫ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ଚିକିତ୍ସା ନାଁରେ ଘରକୁ ଡାକି ଜଣେ ଡାକ୍ତରଙ୍କୁ ଅପହରଣ ଘଟଣାର ଫର୍ଦ୍ଦାଫାସ କରିଛି କମିଶନରେଟ ପୁଲିସ୍। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ତମାଣ୍ଡୋ ଥାନା ପୁଲିସ। ଗିରଫ ଅଭିଯୁକ୍ତମାନେ ହେଉଛନ୍ତି- ତମାଣ୍ଡୋ ଥାନା ଅନ୍ତର୍ଗତ ନରଗଡ଼ାର ନିଶିକାନ୍ତ…
