କଣ୍ଠ ଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଲୁକ୍ ଆଉଟ ସର୍କୁଲାର ଜାରି
କଣ୍ଠ ଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଲୁକ୍ ଆଉଟ ସର୍କୁଲାର । ଲୁକ୍ ଆଉଟ ସର୍କୁଲାର ଜାରି କଲା କଟକ କମିଶନରେଟ ପୋଲିସ । ସୌରୀନଙ୍କୁ ପାଉନି ପୋଲିସ। କୋଲକତା ପୋଲିସ ସହାୟତାରେ ରେଡ୍ କରିଥିଲା କଟକ କମିଶନରେଟ ପୋଲିସ। ଏନେଇ…
କଣ୍ଠ ଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଲୁକ୍ ଆଉଟ ସର୍କୁଲାର । ଲୁକ୍ ଆଉଟ ସର୍କୁଲାର ଜାରି କଲା କଟକ କମିଶନରେଟ ପୋଲିସ । ସୌରୀନଙ୍କୁ ପାଉନି ପୋଲିସ। କୋଲକତା ପୋଲିସ ସହାୟତାରେ ରେଡ୍ କରିଥିଲା କଟକ କମିଶନରେଟ ପୋଲିସ। ଏନେଇ…
ନୂଆଦିଲ୍ଲୀ: ସନାତନ ଧର୍ମକୁ ନେଇ ଚାଲିଛି ରାଜନୀତି। ଡିଏମକେ ସରକାରରେ ଥିବା ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ସନାତନ ଧର୍ମକୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ପାଲଟା ଜବାବ ଦେଇଛନ୍ତି। ଅନୁରାଗ ଠାକୁର କହିଛନ୍ତି ଯେ…
ଭୁବନେଶ୍ୱର: ମିଳିଲା ବଡ ସୁଯୋଗ । ନିଯୁକ୍ତ ହେବେ ୨୦ ହଜାର ଶିକ୍ଷକ । ରାଜ୍ୟରେ ଶିକ୍ଷକ ଚାକିରି ଆଶାୟୀଙ୍କ ପାଇଁ ଆସି ଯାଇଛି ଏହି ଖୁସି ଖବର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ…
କଟକ: ଦୁର୍ଗା ପୂଜା ଲାଗି କଟକ ମହାନଗର ନିଗମର ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦୁର୍ଗା ପୂଜାକୁ କେଉଁ ଭଳି ଭାବରେ ଶାନ୍ତି ଶୃଙ୍ଖଳା ସହିତ କରାଯିବ, ସେ ବିଷୟରେ ପୂଜା କମିଟି ପକ୍ଷରୁ ଦିଆଯାଇଥିବା ବିଭିନ୍ନ…
ପ୍ୟାରିସ୍ : ଭାରତରେ ଅନୁଷ୍ଠିତ ହେଉଥିବା ଜି-୨୦ ବୈଠକରେ ଯୋଗଦେବାକୁ ବିଶ୍ବର ଶକ୍ତିଶାଳୀ ରାଷ୍ଟ୍ରମୁଖ୍ୟମାନେ ଭାରତରେ ଅଛନ୍ତି । ଭାରତର ସଫଳ ଆୟୋଜନକୁ ସମଗ୍ର ବିଶ୍ବ ପ୍ରସଂଶା କରୁଛି । କିନ୍ତୁ ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧି ବିଦେଶରେ…
ବରଗଡ଼: ପରିବାରର ମୁଖ୍ୟଙ୍କ ବିୟୋଗରେ ସ୍ତ୍ରୀ ଓ ପୁଅଝିଅ ଭାଙ୍ଗି ପଡ଼ିଥିଲେ। ଏହି କାରଣରୁ ବିଷପିଇ ଜୀବନ ହାରିବାକୁ ଚାହୁଁଥିଲେ। କୀଟନାଶକ ପିଇଲା ପରେ ମା’, ପୁଅ ଓ ଝିଅ ଗୁରୁତର ହୋଇଥିଲେ। ତେବେ ଡାକ୍ତରଖାନା ନେବା ସମୟରେ ଭାଇଭଉଣୀଙ୍କ ମୃତ୍ୟୁ…
ଚାଇନା ଦ୍ୱାରା ଚାଲିଥିବା ବେଲ୍ଟ ଓ ରୋଡ୍ ପ୍ରକଳ୍ପରୁ ଓହରି ଯିବା ଯୋଜନାରେ ଇଟାଲୀ। ଭାରତରେ ଅନୁଷ୍ଠିତ ହୋଇଥିବା ଜି-୨୦ ବୈଠକ ବେଳେ ଏକଥା ଚାଇନାର ପ୍ରଧାନମନ୍ତ୍ରୀ ଲି କିଆଙ୍ଗଙ୍କୁ ପରୋକ୍ଷରେ ଜଣାଇ ଦେଇଛନ୍ତି ତାଙ୍କ ଇଟାଲୀ ପ୍ରତିପକ୍ଷ ଜର୍ଜିଆ ମେଲୋନି।…
କାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ । ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ…
ଜି-20 ଶିଖର ସମ୍ମିଳନୀର ଚଳିତ ସଂସ୍କରଣ ଶେଷ ହୋଇଛି। ଦୁଇ ଦିନ ଧରି ଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମକୁ ଉଦଯାପିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଅଧ୍ୟକ୍ଷତା ଦାୟିତ୍ୱ ଦେଇ ସଭା ସାଙ୍ଗ କରି…
ଭୁବନେଶ୍ୱର: ବିଜେଡିକୁ ବିଜେପିର ଟାର୍ଗେଟ। ଏଥର ଟାର୍ଗେଟ କରିଛି ଜି-୨୦ ଶିଖର ସମ୍ମିଳନୀକୁ ନେଇ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଧାସଳଖ ଟାର୍ଗେଟ କଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ଜି-୨୦ ଶିଖର ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ…