September 2023

ବ୍ଲାକମେଲ୍‌ କରୁଛନ୍ତି ସୌମ୍ୟ ବାବୁ; ଅତନୁ

ଭୁବନେଶ୍ୱର: ସୗମ୍ୟଙ୍କ ସମ୍ପାଦକୀୟ ବାଣ ଦଳୀୟ ନେତାଙ୍କ ମନରେ ଏବେ ପଶୁଛି । ତେଣୁ ୨୦ ଦିନ ପରେ ବିଜେଡି ବିଧାୟକ ସୌମ୍ୟଙ୍କୁ ଘେରିଛନ୍ତି ନେତା, ମନ୍ତ୍ରୀ । ଦଳ ଭିତରୁ ଆରମ୍ଭ ହୋଇଛି ଘନ ଘନ ଆଟାକ । ପ୍ରଥମେ…

ଲୋକେ ମାଂସ ଖାଉଛନ୍ତି ବୋଲି ହିମାଚଳରେ ଆସୁଛି ପ୍ରଳୟ, ଆଇଆଇଟି ନିର୍ଦ୍ଦେଶକଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ : ଲୋକେ ମାଂସ ଖାଉଛନ୍ତି ସେଥିପାଇଁ ହିମାଚଳରେ ବାରମ୍ବାର ଆସୁଛି ପ୍ରଳୟ । ଆଇଆଇଟି ମଣ୍ଡୀର ନିର୍ଦ୍ଦେଶକ ଲକ୍ଷ୍ମୀଧର ବେହେରାଙ୍କ ଏକ ବୟାନକୁ ନେଇ ଏବେ ଚର୍ଚ୍ଚା। ପ୍ରକୃତରେ ତାଙ୍କର ଏକ ଭିଡିଓ ଖୁବ୍‌ ଭାଇରାଲ ହେଉଛି। ଯେଉଁ ଭିଡିଓରେ…

ଡିଲ୍ ବେଳେ ମାଡି ବସିଲା ଏସଟିଏଫ୍, ବଜ୍ରକାପ୍ତା ଉଦ୍ଧାର, ୨ ଗିରଫ

ଜୟପୁର: ଏସଟିଏଫ୍ ଜାଲରେ ଦୁଇ ବନ୍ୟଜନ୍ତୁ ଚୋରା ଚାଲାଣକରୀ । କୋରାପୁଟ ଜିଲ୍ଲା ପୋଲିସ ଓ ଜୟପୁର ବନବିଭାଗ ସହାୟତରେ ଏସଟିଏଫ୍ ଜୟପୁର-ବୈପାରିଗୁଡା ବାଇପାସ ରୋଡରେ ଚଢାଉ କରି ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି । ରାସ୍ତା କଡରେ ଡିଲ…

ଆଶାରାମ ବାପୁଙ୍କୁ ଜେଲ୍‌ରେ ମିଳିବ ଆୟୁର୍ବେଦିକ ଚିକିତ୍ସା

ଯୋଧପୁର ଜେଲ୍‌ରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ଆଶାରାମ ଦୀର୍ଘ ଦିନରୁ ନିଜ ଚିକିତ୍ସାକୁ ନେଇ ଚିନ୍ତିତ ଥିଲେ। ଆଶାରାମଙ୍କ ପକ୍ଷରୁ ଆୟୁର୍ବେଦ ଉପଚାର ପାଇଁ କୋର୍ଟରେ ଏକ ପିଟିସନ ଦାଖଲ କରାଯାଇଥିଲା। ଏହି ଆବେଦନ…

ନିଲମ୍ବନ ପରେ ମୁହଁ ଖୋଲିଲେ ମନ୍ମଥ; କହିଲେ, ‘ଭଲ ହେଲା

ଭୁବନେଶ୍ୱର: କଂଗ୍ରେସରୁ ନିଲମ୍ବିତ ହେଲା ପରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ । କହିଲେ, ‘ଦଳରୁ ବାହାର କରି କରି ଭଲ କଲେ । ମତେ ଆଗକୁ ଯିବା ପାଇଁ ରାସ୍ତା ଦେଖାଇ ଦେଲେ…

ବେଙ୍ଗାଲୁରୁ ବିମାନବନ୍ଦରରେ ବ୍ୟାଗ୍‌ରୁ ମିଳିଲା ୭୨ଟି ଛୁଆ ଅଜଗର! ୬ଟି ମୃତ ମାଙ୍କଡ଼ ମଧ୍ୟ ଜବତ

ବେଙ୍ଗାଲୁରୁର କେମ୍ପେଗୋଡା ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବ୍ୟାଗରୁ ମିଳିଛି ୭୨ଟି ବିଦେଶୀ ସାପ। ଏହାସହିତ ୬ଟି କାପୁଚିନ୍ ମାଙ୍କଡ଼ର ମୃତଦେହ ମଧ୍ୟ ଜବତ କରାଯାଇଛି। କଷ୍ଟମ୍‌ ଅଧିକାରୀଙ୍କ ସୂଚନା ମୁତାବକ, ବିମାନବନ୍ଦରରୁ ୫୫ଟି ବଲ୍ ଅଜଗର ସହିତ ୧୭ଟି ଅହିରାଜ ଏବଂ…

ପାଣି ପାଇଁ ପ୍ରତିବାଦ: ଗରା, ମାଠିଆ ରଖି ରାଜରାସ୍ତା ଅବରୋଧ କଲେ ଶତାଧିକ ମହିଳା

ଗଞ୍ଜାମ: ଖରାଦିନେ ପାଣି ଅଭାବର କଥା ଶୁଣିଛନ୍ତି କିନ୍ତୁ ବର୍ଷା ଦିନେ ପାଣି ସମସ୍ୟା କଥା କେବେ ଶୁଣିଛନ୍ତି କି ? ରାଜ୍ୟରେ ଲଗାଣ ବର୍ଷା ଜନଜୀବନକୁ ଦୁର୍ବିସହ କରୁଥିବା ଥିବା ବେଳେ ଲୋକେ ପାଣି ପାଇଁ ଆନ୍ଦୋଳନ କରିଛନ୍ତି ।…

G-20 ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବ୍ରିଟେନ୍‌ ପିଏମ୍‌ ରୁଷି ସୁନକ୍‌, ଜାପାନ ଓ ବାଂଲାଦେଶ ପ୍ରଧାନମନ୍ତ୍ରୀ ମଧ୍ୟ ଆସିଲେ

ଜି-୨୦ ସମ୍ମିଳନୀ ପାଇଁ ପ୍ରସ୍ତୁତ ରାଜଧାନୀ ଦିଲ୍ଲୀ। ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରୁଷି ସୁନକ୍‌ ଜି-୨୦ ପାଇଁ ଦିଲ୍ଲୀରେ ପହଞ୍ଚିଛନ୍ତି। ଉପଭୋକ୍ତା ବ୍ୟାପାର, ଖାଦ୍ୟ ଏବଂ ସାର୍ବଜନିକ ବିତରଣ ତଥା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ରାଜ୍ୟମନ୍ତ୍ରୀ ଅଶ୍ୱିନୀ କୁମାର…

ଟ୍ରେନ୍‌ ଆଗକୁ ଡେଇଁ ଯୁବକ-ଯୁବତୀ ଜୀବନ ହାରିବା ଘଟଣା ! ପୋଲିସ୍‌ର ତନାଘନା ଆରମ୍ଭ

ପୁରୀ: ପୁରୀରେ ଟ୍ରେନ୍ ଆଗକୁ ଡେଇଁ ଯୁବକ-ଯୁବତୀ ଆତ୍ମହତ୍ୟା କରିଥିବା ଅଭିଯୋଗ । କାହିଁକି ଜୀବନ ହାରିଲେ ତନାଘନା ତଦନ୍ତ କରୁଛି ରେଳବାଇ ଥାନା ପୋଲିସ । ଗତକାଲି ପୁରୀ ରେଳ ଷ୍ଟେସନ ପ୍ଲାଟଫର୍ମ ନିକଟରେ ଏହି ଘଟଣା ଘଟିଥିଲା ।…

ଜି୨୦ ରାତ୍ରିଭୋଜନକୁ ଯିବି କେମିତି? ନିମନ୍ତ୍ରଣ କରି ଦିଲ୍ଲୀକୁ ନୋ ଫ୍ଲାଇଂ ଜୋନ୍ କରିଛନ୍ତି: ଭୂପେଶ ବାଘେଲ

ରାୟପୁର: ୨୦୨୩ ପାଇଁ ଜି-୨୦ର ଅଧ୍ୟକ୍ଷ ଭାରତ ନୂଆଦିଲ୍ଲୀରେ ଏହାର ଶିଖର ସମ୍ମିଳନୀ ଆୟୋଜନ କରୁଛି। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ବିଦେଶରୁ ଆସୁଥିବା ସବୁ ଅତିଥିଙ୍କ ପାଇଁ ଶନିବାର ରାଷ୍ଟ୍ରପତି ଦ୍ରୌପଦୀ…