ବିଶୃଙ୍ଖଳିତ ଆଚରଣ ପାଇଁ ୬ ଅନ୍ତେବାସୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ରେଭେନ୍ସା ଇଷ୍ଟ ହଷ୍ଟେଲ ଆଗରେ ବିକ୍ଷୋଭ

କଟକ : ରେଭେନ୍ସା ବିଶ୍ୱବିଦ୍ୟାଳୟ ଇଷ୍ଟ ହଷ୍ଟେଲରେ ୬ ଜଣ ଅନ୍ତେବାସୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି  । ଯାହାକୁ ବିରୋଧ କରି ଇଷ୍ଟ ହଷ୍ଟେଲ ଗେଟ ଆଗରେ ଅନ୍ତେବାସୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି  ।  କ୍ୟାମ୍ପସରେ ବିଶୃଙ୍ଖଳା ପାଇଁ…

ପତ୍ନୀଙ୍କୁ ଗୁଳି କରିବା ପରେ ହୃଦଘାତରେ ଆଖି ବୁଜିଲେ ସ୍ୱାମୀ

ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ମହାରାଷ୍ଟ୍ର ରାଜଧାନୀ ମୁମ୍ବାଇରେ । ଜଣେ ବ୍ୟକ୍ତି ଗୁଳି କରି ନିଜ ପତ୍ନୀଙ୍କୁ ହତ୍ୟା କରିବା ପରେ ଘଟଣାସ୍ଥଳରେ ସେ ବି ଟଳି ପଡ଼ିଥିବା ଜଣାଯାଇଛି। ବ୍ୟକ୍ତିଜଣଙ୍କର ହୃଦଘାତରେ ଜୀବନ ଯାଇଥିବା ଜଣାଯାଇଛି।…

OSSC ପ୍ରଶ୍ନପତ୍ର ଲିକ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ : ହାଇକୋର୍ଟ

କଟକ: OSSC ପ୍ରଶ୍ନପତ୍ର ଲିକ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏହି ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ। ଓଡିଶା ଷ୍ଟାଫ ସିଲେକ୍ସନ କମିସନ ଦ୍ୱାରା ପରିଚାଳିତ ଜୁନିଅର ଇଂଜିନିୟର (ସିଭିଲ)ନିଯୁକ୍ତି ସ୍କାମ ସମ୍ପର୍କୀତ ମାମଲାର ଶୁଣାଣି କରି କ୍ରାଇମ ବ୍ରାଞ୍ଚ ତଦନ୍ତ ପାଇଁ…

ଜେଟ୍‌ ଏୟାରୱେଜ୍ ପ୍ରତିଷ୍ଠାତା ନରେଶ ଗୋୟଲ ଗିରଫ

ବନ୍ଧା ହେଲେ ଜେଟ୍‌ ଏୟାରୱେଜ୍ ପ୍ରତିଷ୍ଠାତା ନରେଶ ଗୋୟଲ । କାନାରା ବ୍ୟାଙ୍କରୁ ୫୩୮ କୋଟି ଟଙ୍କାର ଋଣ ଠକେଇ ମାମଲାରେ ବନ୍ଧା ହେଲେ ଏହି କୋଟିପତି ଶିଳ୍ପପତି। ମୁମ୍ବାଇ କାର୍ଯ୍ୟାଳୟରେ ଦୀର୍ଘ ସମୟ ପଚରାଉଚରା ପରେ ନରେଶ ଗୋୟଲଙ୍କୁ ପ୍ରିଭେନସନ୍ ଅଫ୍…

ଆମ୍ବୁଲାନ୍ସ-ଭ୍ୟାନ୍ ଧକ୍କା: ୪ ଗୁରୁତର, ବାଲେଶ୍ବର ମେଡିକାଲରେ ଭର୍ତ୍ତି

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଏନଏଚ୍ ୧୬ ରୁପସା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି  । ଏକ ଆମ୍ବୁଲାନ୍ସ ପିକଅପ ଭ୍ୟାନକୁ ପଛ ପଟୁ ଧକ୍କା ଦେଇଛି  । ଫଳରେ ଆମ୍ବୁଲାନ୍ସ ଡ୍ରାଇଭର ଓ ହେଲପର ସମେତ ୪ ଜଣ…

ଆଦିତ୍ୟ ମିଶନର ସଫଳ ଉତକ୍ଷେପଣ

ଆଦିତ୍ୟ ମିଶନର ସଫଳ ଉତକ୍ଷେପଣ। ଏହି ସଫଳତା ସହ ସୂର୍ଯ୍ୟଙ୍କ ଉପରେ ଅନୁଧ୍ୟାନ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଇସ୍ରୋ। ଶ୍ରୀହରିକୋଟା ସତୀଶ ଧାବନ ଲଞ୍ଚ୍ ପ୍ଯାଡରୁ ସଫଳତା ପୂର୍ବକ ଉତକ୍ଷେପଣ ହୋଇଛି ଆଦିତ୍ୟ-ଏଲୱାନ୍। ରକେଟ ପିଏସଏଲଭି-ସି57 ମାଧ୍ୟମରେ ମହାକାଶକୁ ଯାଇଛି ଏହି ମହାକାଶଯାନ। ପୂର୍ବ…

ରାଜଧାନୀରେ ସୁନା ଦୋକାନ ସଟର ତାଡ଼ି ଲୁଟି ନେଲେ ଅଳଙ୍କାର

ଭୁବନେଶ୍ୱର: ରାଜଧାନୀରେ ସୁନା ଦୋକାନୀଙ୍କୁ ଚୁନା ଲଗାଇଲେ ଲୁଟେରା। ପଟିଆ ଷ୍ଟେସନ ନିକଟ କଳାରାହାଙ୍ଗ ମା ମଙ୍ଗଳା ଜୁଏଲାରୀ ଦୋକାନରୁ ଲୁଟ ହୋଇଛି। ସଟର ତାଡ଼ି ସୁନା ଦୋକାନରୁ ଲୁଟପାଟ କରିଛନ୍ତି ଲୁଟେରା। ତେବେ କେତେ ପରିମାଣରରେ ସୁନା ଅଳଙ୍କାର ଲୁଟ ହୋଇଛି…

ଭାରତ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି, ସେପ୍ଟେମ୍ୱର 8ରେ ପ୍ରଧାନମନ୍ତ୍ରୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା

ଆସନ୍ତା ସପ୍ତାହରେ ଭାରତ ଆସିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍। ଜି-20 ଶିଖର ସମ୍ମିଳନୀରେ ଭାଗ ନେବାକୁ ଭାରତ ଗସ୍ତରେ ଆସୁଥିବା ସୂଚନା। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମଧ୍ୟ ଦ୍ୱିପାକ୍ଷିକ ଆଲୋଚନା କରିବେ। ଏନେଇ ହ୍ୱାଇଟ୍…

ରାଉରକେଲାରେ ଜୁଆ ଆଡ୍ଡାରେ ଚଢ଼ାଉ, ନଗଦ ଟଙ୍କା ସହ ଆଠ ଜଣ ଗିରଫ

ରାଉରକେଲା: ରାଉରକେଲାରେ ଏକ ବଡ଼ ଜୁଆ ଆଡ୍ଡା ଠାବ। ଆଠ ଜଣଙ୍କୁ ଗିରଫ କରିବା ସହ ବିପୁଳ ପରିମାଣର ଟଙ୍କା ଜବତ କରିଛି ପୋଲିସ। ଇସ୍ପାତ ସହରର ଏକ ଜୁଆ ଆଡ୍ଡାରେ ଚାଲିଥିବା ବେଆଇନ କାମ ସମ୍ପର୍କରେ ସୂଚନା ପାଇ ରଘୁନାଥପଲ୍ଲୀ…

ଏନସିଇଆରଟିକୁ ଡିମଡ୍ ଟୁ ବି ୟୁନିଭର୍ସିଟିର ମାନ୍ୟତା: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀଠାରେ ଜାତୀୟ ଶିକ୍ଷା ଅନୁସନ୍ଧାନ ଏବଂ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି)ର ୬୩ତମ ପ୍ରତିଷ୍ଠା ଦିବସରେ ଯୋଗଦେଇ ଏନସିଇଆରଟିକୁ ନୂଆ ଉଚ୍ଚତାକୁ ନେବା ଦିଗରେ ଏକ ବଡ…