ନୟାଗଡ଼ର ‘କଣ୍ଟେଇମୁଣ୍ଡି’ ବାଇଗଣକୁ ଜିଆଇ ଟ୍ୟାଗ୍
ଭୁବନେଶ୍ୱର: କେନ୍ଦ୍ର ବାଣିଜ୍ୟ ମନ୍ତ୍ରାଳୟ ନୟାଗଡ କଣ୍ଟେଇମୁଣ୍ଡି ବାଇଗଣକୁ ଭୌଗୋଳିକ ମାନ୍ୟତା ବା ଜିଆଇ ଟ୍ୟାଗ ପ୍ରଦାନ କରିଛି । ନୀଳମାଧବ କୃଷି ସଙ୍ଗଠନ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ସହାୟତାରେ ୨୦୨୧ରେ ଟ୍ୟାଗ୍ ପାଇଁ ଆବେଦନ କରିଥିଲା।…
