ଆସନ୍ତାକାଲି ଉତ୍କ୍ଷେପଣ ହେବ ଆଦିତ୍ୟ L1
ଚନ୍ଦଯାନ-୩ର ସଫଳତା ପରେ ଆସନ୍ତାକାଲି ଇସ୍ରୋ ଆରମ୍ଭ କରିବ ସୌର ମିଶନ । ଶନିବାର ଦିନ ୧୧.୫୦ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାରୁ ଉତକ୍ଷେପଣ କରାଯିବ ଆଦିତ୍ୟ L1 । ଏଥିପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି ତଥା ରିହର୍ସଅଲ । ଏବେ ଆରମ୍ଭ…
ଚନ୍ଦଯାନ-୩ର ସଫଳତା ପରେ ଆସନ୍ତାକାଲି ଇସ୍ରୋ ଆରମ୍ଭ କରିବ ସୌର ମିଶନ । ଶନିବାର ଦିନ ୧୧.୫୦ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାରୁ ଉତକ୍ଷେପଣ କରାଯିବ ଆଦିତ୍ୟ L1 । ଏଥିପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି ତଥା ରିହର୍ସଅଲ । ଏବେ ଆରମ୍ଭ…
ପୁରୀ: ଜଗା ଦର୍ଶନ ପାଇଁ ଟଙ୍କା ଗଣିବେ ଭକ୍ତ । ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ । ଗତକାଲି ବସିଥିବା ଶ୍ରୀମନ୍ଦିର…
ଜିଏସ୍ଟି ରାଜସ୍ୱ ଗତବର୍ଷ ଅଗଷ୍ଟ ତୁଳନାରେ ଏଥର ୧୧% ବୃଦ୍ଧି ପାଇଛି। କ୍ରମାଗତ ଭାବେ ଜିଏସ୍ଟି ସଂଗ୍ରହ ୧.୬ ଲକ୍ଷ କୋଟି ଉପରେ ରହୁଥିବାରୁ ଏହା ଅର୍ଥନୀତି ପାଇଁ ଭଲ ଖବର ଆଣି ଦେଇଛି। କ୍ରମାଗତ ତୃତୀୟ ଥର ପାଇଁ ମାସିକ…
କେନ୍ଦ୍ରାପଡା: ରାଜନଗର ବ୍ଳକ ରାଜପୁର ଗାଁରେ କୁମ୍ଭୀର ଟାଣି ନେବା ଘଟଣା । ଦୀର୍ଘ ୨୪ ଘଣ୍ଟା ପରେ ଉଦ୍ଧାର ହେଲା ମଇଁଷି ଚରାଳି ଅଭୟ ରାଉତଙ୍କ ମୃତଦେହ । ବ୍ରାହ୍ମଣୀ ନଦୀର ତଳମୁଣ୍ଡ ମାଣିଆ ଘାଟରୁ ମୃତଦେହ ଉଦ୍ଧାର ହୋଇଛି …
ବିଜେପି ବିରୋଧରେ ଲଢ଼ିବାକୁ ୨୬ଟି ବିରୋଧୀ ଦଳ ଗଠନ କରିଥିବା ଇଣ୍ଡିଆ ମେଣ୍ଟ ନିଜର ରଣନୀତିକୁ ଆଉ ପାଦେ ଆଗକୁ ବଢ଼ାଇଛି। ମୁମ୍ବାଇରେ ଇଣ୍ଡିଆ ମେଣ୍ଟର ଦୁଇ ଦିନିଆ ମେଗା ବୈଠକରେ ୧୩ ଜଣିଆ ସମନ୍ୱୟ କମିଟି ଗଠନ କରାଯାଇଛି। ସବୁ…
ବାଙ୍କୀ: ଖଣ୍ଡା ବୁଲାଇ ପୋଲିସକୁ ଆକ୍ରମଣ । ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଉନ୍ମତ୍ତକାଣ୍ଡ। ହାତରେ ଖଣ୍ଡା, ହାତୁଡି ଧରି ରାସ୍ତାରେ ବୁଲୁଛନ୍ତି । ଲୋକଙ୍କୁ ଭୟଭୀତ କରୁଛନ୍ତି । କଟକ ଜିଲ୍ଲା ବାଙ୍କୀ ବଜାରରେ ଆତଙ୍କରାଜ ଚଳାଇଛନ୍ତି ଅବସରପ୍ରାପ୍ତ ସେନା କର୍ମଚାରୀ…
ଯେଉଁ ପିଲାମାନେ ଅବୈଧ ବା ମାନ୍ୟତା ପାଇ ନଥିବା ବିବାହରୁ ଜନ୍ମ ହୋଇଛନ୍ତି, ସେମାନେ ମଧ୍ୟ ବାପା ମା’ଙ୍କ ସମ୍ପତ୍ତିର ଭାଗ ପାଇବାକୁ ହକଦାର ବୋଲି ଆଜି ସୁପ୍ରିମକୋର୍ଟ କହିଛନ୍ତି। ଏପରି ବିବାହରୁ ଜନ୍ମିତ ପିଲାମାନଙ୍କୁ ଆଜି ସୁପ୍ରିମକୋର୍ଟ ବୈଧତା ପ୍ରଦାନ…
ନିମାପଡ଼ା: ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ସମୟରେ ଗ୍ୟାସ୍ ସିଲିଣ୍ଡରରେ ନିଆଁ ଲାଗିଛି। ଅଗ୍ନିକାଣ୍ଡ କାରଣରୁ ବଡ଼ଧରଣର ଅଘଟଣ ଘଟି ନାହିଁ। କିନ୍ତୁ ଖୁସିର ବିଷୟ ହେଲା ଯେ, ଏହି ଅଘଟଣରେ କୌଣସି ଛାତ୍ରଛାତ୍ରୀଙ୍କର କ୍ଷୟକ୍ଷତି ହୋଇ ନାହିଁ। ପୁରୀ ଜିଲ୍ଲା ନିମାପଡ଼ା…
ରାଷ୍ଟ୍ରୀୟ ଜନତା ଦଳ (RJD)ର ପୂର୍ବତନ ସାଂସଦ ପ୍ରଭୁନାଥ ସିଂହଙ୍କୁ ଶୁକ୍ରବାର ଆଜୀବନ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ୧୯୯୫ ମସିହାରେ ଘଟିଥିବା ଏକ ଡବଲ ମର୍ଡର ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଏହି ଦଣ୍ଡାଦେଶ ଦେଇଛନ୍ତି। ଏହା…
ତାଳଚେର: ବିଧାୟକଙ୍କ କ୍ୟାମ୍ପରୁ ମିଳିଲା ବୋମା । ତାଳଚେର ବିଜେଡି ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଅଫିସ ପରିସରରୁ ବୋମା ଜବତ ହୋଇଛି । ଏ ବୋମା କିଏ ଆଣିଲା ଏବଂ କାହିଁକି ଆଣିଲା ତାହା ଜଣା ପଡିନାହିଁ । ତେବେ ବେମା…