ପ୍ରିୟବ୍ରତ ମାଝୀଙ୍କୁ ବିଜେଡିର ନୂଆ ମିଡ଼ିଆ ସଂଯୋଜକ ଭାବେ ଦାୟିତ୍ୱ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଘୋଷଣା ହେଲା ବିଜେଡିର ନୂଆ ମିଡ଼ିଆ ସଂଯୋଜକଙ୍କ ନାମ। ରାଜ୍ୟରେ ଆଗୁଆ ନିର୍ବାଚନ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ନିକଟରେ ତିନି ପ୍ରମୁଖ ରାଜନୈତିକ ଦଳ ନିଜ ସଂଗଠନରେ ନୂଆ ନେତାଙ୍କୁ ଦାୟିତ୍ୱ ପ୍ରଦାନ କରିଥିବା ଦେଖିବାକୁ ମିଳିଛି। ତେବେ…

ନବ ବିବାହିତାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

ଆଠଗଡ଼ : ଆଠଗଡ଼ ଥାନା ଅନ୍ତର୍ଗତ ଜେନାପଦାରେ ନବ ବିବାହିତା ମହିଳାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି । ଘଟଣା ସ୍ଥଳରେ ଆଠଗଡ଼ ପୋଲିସ୍ ପହଞ୍ଚି ହତ୍ୟା ନା ଆତ୍ମହତ୍ୟା ତାହାକୁ ନେଇ ତତନ୍ତ ଜାରୀ ଜାରି ରହିଛି । ମହିଳା…

ରାଜସ୍ଥାନରେ ମହିଳାଙ୍କୁ ନିବସ୍ତ୍ର କରି ଗାଁରେ ବୁଲାଇବା ଘଟଣା: ୭ଜଣଙ୍କୁ ଗିରଫ କଲା ପୋଲିସ

ଜୟପୁର: ରାଜସ୍ଥାନରେ ମଣିପୁର ଘଟଣାର ପୁନରାବୃତ୍ତି । ସ୍ବାମୀ ସାଜିଲା ସୈତାନ । ସ୍ତ୍ରୀକୁ ମାଡ଼ ମାରିବା ପରେ ଉଲଗ୍ନ କରି ବୁଲାଇଲା ନିଷ୍ଠୁର ସ୍ବାମୀ । ରାଜସ୍ଥାନର ପ୍ରତାପଗଡ଼ ଜିଲ୍ଲାରେ ଘଟିଛି ଏପରି ଲଜ୍ଜାଜନକ ଘଟଣା । ମହିଳାଙ୍କୁ ଉଲଗ୍ନ…

NRI କୋଟାରେ ଆଡମିଶନ ଠକେଇ, ୨ ଠକଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ୱର: NRI କୋଟାରେ ଚାଲୁଥିବା ବଡ଼ ଜାଲିଆତି ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ । ନାମୀ ଦାମୀ ବିଶ୍ୱବିଦ୍ୟାଳୟରେ ନାମ ଲେଖା ଆଳରେ ଠକୁଥିବା ଏକ ଠକେଇ ଗୃପର ପର୍ଦ୍ଦାଫାସ କରିଛି ସ୍ପେଶାଲ କ୍ରାଇମ ୟୁନିଟ୍ । ଯୁବପିଢିଙ୍କୁ MBBS…

କୁନୋ ଚିତା ମୃତ୍ୟୁ ଘଟଣାକୁ ସ୍ୱାଭାବିକ୍ ବୋଲି କହିଲେ ନାମିବିଆନ୍ ହାଇକମିସନର୍‌ ଗାବ୍ରିଏଲ୍‌ ସିନିମ୍ବୋ

ନୂଆଦିଲ୍ଲୀ: ପ୍ରୋଜେକ୍ଟ ଚିତା ଅଧୀନରେ ନାମିବିଆ ଓ ଦକ୍ଷିଣ ଆଫ୍ରିକା ଠାରୁ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନକୁ ମୋଟ ୨୦ ଟି ଚିତା ଅଣାଯାଇଥିଲା । ସେଥିମଧ୍ୟରୁ କେତେଜଣଙ୍କର ମୃତ୍ୟୁ ହୋଇଗଲାଣି । ଗତକାଲି ନାମିବିଆ ହାଇକମିସନର୍‌ ଗାବ୍ରିଏଲ୍‌ ସିନିମ୍ବୋ ଏହି…

ମହିଳାଙ୍କ ଠାରୁ ଚୋର ଝାମ୍ପି ନେଲା ୩ ଲକ୍ଷ ଟଙ୍କା

ପୁରୀ: ଚୋର ଝାମ୍ପି ନେଲେ ୩ ଲକ୍ଷ ଟଙ୍କା। ମହିଳାଙ୍କ ଠାରୁ ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେଲେ ଲୁଟେରା । ପୁରୀ ତାଳବଣିଆ ଥାନା ଅଧୀନ ମଧୁବନ ନିକଟରେ ଜଣେ ମହିଳାଙ୍କ ଠାରୁ ୩ ଲକ୍ଷ ଟଙ୍କା ଲୁଟି ନେଲେ…

ଟିଏମସିକୁ ଝଟକା, ଦଳ ଛାଡି ବିଜେପିରେ ଯୋଗ ଦେଲେ ପୂର୍ବତନ ବିଧାୟକ

କୋଲକାତା: ପଶ୍ଚିମବଙ୍ଗର ଧୁପଗୁରୀ ଆସନରେ ଉପ-ନିର୍ବାଚନ ପୂର୍ବରୁ ଟିଏମସିକୁ ଲାଗିଲା ଶକ୍ତ ଝଟକା। ଉପ-ନିର୍ବାଚନର ଦୁଇ ଦିନ ପୂର୍ବରୁ ପୂର୍ବତନ ବିଧାୟକ ମିତାଲି ରାୟ ଟିଏମସି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ମିତାଲି ରାୟ ୨୦୧୬ରେ ଟିଏମସି ଟିକେଟରେ ଧୁପଗୁରୀ ଆସନରୁ ଜିତିଥିଲେ।…

ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେଲା ସୂର୍ଯ୍ୟ ପାତ୍ରଙ୍କ ଅନ୍ତିମ ସଂସ୍କାର

ଭୁବନେଶ୍ବର/ବ୍ରହ୍ମପୁର/ଦିଗପହଣ୍ଡି: ପୂର୍ବତନ ମନ୍ତ୍ରୀ, ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର(୭୪) ପଞ୍ଚଭୂତରେ ବିଲୀନ ହୋଇଛନ୍ତି। ଗଂଜାମ ଜିଲ୍ଲା ଦିଗପହଣ୍ଡିସ୍ଥିତ ମଶାଣୀରେ ରବିବାର ସନ୍ଧ୍ୟାରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କର ରାଷ୍ଟ୍ରୀୟ ମର୍ଯ୍ୟାଦାର ସହିତ ଶେଷକୃତ୍ୟ ସଂପନ୍ନ କରାଯାଇଛି। ସୂର୍ଯ୍ୟ…

ବଡ ଭାଇର ଜୀବନ ବଞ୍ଚାଇବାକୁ ଯାଇ ସାନ ଭାଇର ଗଲା ଜୀବନ

ବାଙ୍କୀ: ଭାଇକୁ ବଞ୍ଚାଇବାକୁ ଯାଇ ଭାଇ ମୃତ। ଅଧାରେ ରହିଗଲା ଭୋଜି ଖିଆ। ମହାନଦୀର ଦେବୀଦ୍ବାର ଘାଟରେ ଘଟିଛି ଏହି ଦୁଃଖଦ ଘଟଣା। ନଦୀରେ ବୁଡି ଯାଉଥିବା ବଡ ଭାଇକୁ ବଞ୍ଚାଇବାକୁ ଯାଇ ଜୀବନ ଦେଲା ସାନ ଭାଇ । ମୃତ…

୪ ବର୍ଷୀୟ ଝିଅକୁ ନେଇଗଲା କଲରାପତ୍ରିଆ; କ୍ଷତବିକ୍ଷତ ଶବ ଉଦ୍ଧାର କଲେ ସ୍ଥାନୀୟ ଲୋକେ

ଉଧମପୁର: ଶନିବାର ସନ୍ଧ୍ୟାରେ ଜମ୍ମୁ ଓ କଶ୍ମୀରର ଉଧମପୁର ଜିଲ୍ଲାରେ ଜଣେ ୪ ବର୍ଷୀୟ ବାଳିକାକୁ ଗୋଟାଏ କଲରାପତ୍ରିଆ ନେଇଯାଇଥିବା କଥା ସମ୍ବାଦ ସରବରାହ ସଂସ୍ଥାନ ‘ଏଏନ୍‌ଆଇ’ ରିପୋର୍ଟ କରିଛି। ପଞ୍ଚେରୀ ତହସିଲ୍‌ ଅନ୍ତର୍ଗତ ଉପର ଭଞ୍ଜାଲା ଗ୍ରାମଠାରୁ ପ୍ରାୟ ୨ କିଲୋମିଟର୍‌…