ନୂଆଁଖାଇ ପାଇଁ ବାହାରିଲା ଲଗ୍ନ; ସେପ୍ଟେମ୍ବର ୨୦ରେ ଏହି ସମୟରେ ମା’ଙ୍କ ନିକଟରେ ହେବ ନବାନ୍ନଲାଗି
ସମ୍ବଲପୁର: ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ ପାଇଁ ଗୁରୁବାର ଦିନ ଲଗ୍ନ ନିର୍ଦ୍ଧାରିତ ହୋଇଛି। ସମ୍ବଲପୁର ସହରର ବ୍ରହ୍ମପୁର ମନ୍ଦିର ଟ୍ରଷ୍ଟ ଦ୍ବାରା <ଏହି ମନ୍ଦିର ପରିସରରେ ପଣ୍ଡିତ ମହାସଭାରେ ଏହି ଲଗ୍ନ ନିର୍ଦ୍ଧାରିତ ହୋଇଛି। ପଣ୍ଡିତ ମହାସଭାରେ ନିର୍ଦ୍ଧାରିତ…