କଶ୍ମୀର: ଆତଙ୍କବାଦୀଙ୍କ ଗୁଳିରେ ୨ ସେନାଧିକାରୀ, ଜଣେ ଡିଏସପି ସହିଦ

ଶ୍ରୀନଗର : ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ସେନାର ଜଣେ କର୍ଣ୍ଣେଲ, ମେଜର ଓ ଡିଏସପି ସହିଦ ହୋଇଛନ୍ତି । ସହିଦ ସେନାଧିକାରୀ  ୧୯-ରାଷ୍ଟ୍ରୀୟ ରାଇଫଲ୍ସର କର୍ଣ୍ଣେଲ ମନପ୍ରୀତ ସିଂ, ମେଜର ଆଶୀଷ ଧନଚକ ବୋଲି ସେନା ପକ୍ଷରୁ ସୂଚନା…

ଆଗାମୀ ୪ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା

ବଙ୍ଗୋପସାଗରରେ ଲଘୁଚାପ। ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ସକ୍ରିୟ ରହିଛି। ଆସନ୍ତା…

ରାଜ୍ୟର ଏକ ଲକ୍ଷ ୩୦ ହଜାର ପ୍ରାଥମିକ ଶିକ୍ଷକଙ୍କ ସମୂହ ଛୁଟି, ୫୦ ହଜାର ସ୍କୁଲରେ ତାଲା

ସମୂହ ଛୁଟିରେ ଗଲେ ପ୍ରାଥମିକ ଶିକ୍ଷକ । ୫ ଦିନ ଧରି ଆନ୍ଦୋଳନ ପରେ ମଧ୍ୟ ଦାବି ପୂରଣ ହେବାରୁ ସେମାନେ ଛୁଟରେ ଯାଇଛନ୍ତି । ରାଜ୍ୟର ପ୍ରାୟ ଏକ ଲକ୍ଷ ୩୦ ହଜାର ପ୍ରାଥମିକ ଶିକ୍ଷକଙ୍କ ସମୂହ ଛୁଟି ଯୋଗୁ…

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ସମୀକ୍ଷା ବୈଠକ

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କୁ ନେଇ ଆଜି ଖାରବେଳ ଭବନ ସମ୍ମିଳନୀ କକ୍ଷରେ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଏକ ସମୀକ୍ଷା…

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉଜ୍ଜୈନରେ ବାବା ମହାକାଳଙ୍କୁ କଲେ ଦର୍ଶନ

ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଉଜ୍ଜୈନର ମହାକାଳେଶ୍ୱର ମନ୍ଦିରରେ ପହଞ୍ଚିଥିଲେ। ଏଠାରେ ସେ ବାବା ମହାକାଳଙ୍କୁ ଅଭିଷେକ କରି ରୁଦ୍ରାକ୍ଷ ଏବଂ ମଖାନାର ମାଳା ପିନ୍ଧାଇବା ସହ ବସ୍ତ୍ର ଅର୍ପଣ କରିଥିଲେ। ସିଏମ୍‌ ଯୋଗୀଙ୍କର ଏହା ସମ୍ପୂର୍ଣ୍ଣ ଧାର୍ମିକ…

ରେଳ ଧାରଣାରେ ପଡିଲା ବୋଲ୍ଡର, ଗଛ: ଟ୍ରେନ ଚଳାଚଳ ବ୍ୟାହତ

ଭୁବନେଶ୍ୱର: ବର୍ଷା ଯୋଗୁ ରେଳ ଚଳାଚଳ ବ୍ୟାହତ ।   ୱାଲ୍ଟେୟାର ଡିଭିଜନ୍ ଅନ୍ତର୍ଗତ ଓଡିଶାର କୋରାପୁଟରେ ଟିଗିରି ଏବଂ ଲାଲିଗୁମା ମଧ୍ୟରେ ବୁଧବାର ରେଳ ଚଳାଚଳ ବ୍ୟାହତ ହୋଇଛି । ଲଗାଣ ବର୍ଷା ଯୋଗୁ ଏହି  ଟ୍ରାକରେ ବିରାଟ ବୋଲ୍ଡର ଏବଂ…

ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ସ୍ଥଳରୁ ଖନନ ବେଳେ ମିଳିଲା ପ୍ରାଚୀନ ମୂର୍ତ୍ତି ଓ ସ୍ତମ୍ଭ

ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ପ୍ରାୟତଃ ଶେଷ ହେବାକୁ ବସିଛି । ମନ୍ଦିର ନିର୍ମାଣ ସ୍ଥଳରେ ଖନନ ବେଳେ ସେଠାରୁ ପ୍ରାଚୀନ ମନ୍ଦିରର କିଛି ଅବଶେଷ ମିଳିଛି, ଯେଉଁଥିରେ କେତେକ ପ୍ରାଚୀନ ମୂର୍ତ୍ତି ଏବଂ ସ୍ତମ୍ଭ ଦେଖିବାକୁ…

ପୁରୀରେ ଡକାୟତି ଯୋଜନା ପଣ୍ଡ, ୬ଜଣଙ୍କୁ ଗିରଫ କଲା ସମୁଦ୍ରକୂଳ ଥାନା ପୋଲିସ

ପୁରୀ: ପୁରୀରେ ଡକାୟତି ଯୋଜନା ପଣ୍ଡ । ୬ଜଣଙ୍କୁ ଗିରଫ କଲା ସମୁଦ୍ରକୂଳ ଥାନା ପୋଲିସ । ଏନେଇ ସାମ୍ବାଦିକ ସମ୍ମିଳନୀକରି ସୂଚନା ଦେଇଛି ବାସେଳୀ ସାହି ଥାନା ପୋଲିସ । ସୂଚନା ଅନୁସାରେ, ପୁରୀ ପେଣ୍ଠକଟା ନିକଟରେ ଏକ ଡ଼ଙ୍ଗା…

ଜି୨୦ ଶିଖର ସମ୍ମିଳନୀରେ ଉତ୍ତମ ଡ୍ୟୁଟି କରିଥିବା ପୋଲିସ କର୍ମୀଙ୍କ ସହିତ ଡିନର କରିବେ ପ୍ରଧାନମନ୍ତ୍ରୀ ମୋଦି

ରାଜଧାନୀ ଦିଲ୍ଲୀରେ ଚାଲିଥିବା ଜି୨୦ ଶିଖର ସମ୍ମିଳନୀ ଶେଷ ହୋଇଛି । ଜି୨୦ ଶିଖର ସମ୍ମିଳନୀରେ ଦିଲ୍ଲୀରେ ଆଇନ ବ୍ୟବସ୍ଥା ଏବଂ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଦିଲ୍ଲୀ ପୋଲିସ କର୍ମୀ ଦିନରାତି ଅକ୍ଲାନ୍ତ ପରିଶ୍ରମ କରିଥିଲେ । ଏବେ ଏହି…

ଜାତୀୟ ଯୋଗାସନ ପ୍ରତିଯୋଗିତା: ଭାଗ ନେବେ ମୟୂରଭଞ୍ଜର ୧୧ ଛାତ୍ରଛାତ୍ରୀ

କଟକ: ଓଡିଶା ଯୋଗ ଆସୋସିଏସନ ପକ୍ଷରୁ କଟକ ଠାରେ ଦୁଇ ଦିନିଆ ୨୯ ତମ ରାଜ୍ୟସ୍ତରୀୟ ଯୋଗାସନ ସ୍ପୋଟ୍ସ ଚମ୍ପିଆନସିପ ୨୦୨୩-୨୦୨୪ ଅନୁଷ୍ଠିତ ହୋଇଯାଇଛି । ୨ଦିନ ଧରି ଚାଲିଥିବା ଏହି ରାଜ୍ୟ ସ୍ତରୀୟ ଯୋଗାସନ ପ୍ରତିଯୋଗିତାରେ ୧୭ ରୁ ଅଧିକ…