ଭିଡ଼ ହିଂସାରେ ସାମିଲ ବ୍ୟକ୍ତିଙ୍କୁ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ ହେବ: ଓଡିଶା ପୁଲିସ

ଭୁବନେଶ୍ୱର: ଭିଡ ହିଂସା ଏକ ଅପରାଧ ଏବଂ ସେଥିରେ ଯେଉଁ ବ୍ୟକ୍ତି ଭାଗ ନିଅନ୍ତି ତାହା ମଧ୍ୟ ବଡ଼ ଅପରାଧ। ଜଣେ ବ୍ୟକ୍ତି ଯଦି କୌଣସି ପ୍ରକାରର ଭିଡ ହିଂସାରେ ଭାଗ ନିଏ ତେବେ ତାକୁ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ ହେବ…

ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ନେଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା

କଟକ: ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ଆବଶ୍ୟକ ଦର୍ଶାଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଏଥିରେ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ସଚିବଙ୍କୁ ପକ୍ଷଭୁକ୍ତ କରାଯାଇଛି। ଛାତ୍ର ସଂସଦ ନିର୍ବାଚନ ନ ହେବା ଯୋଗୁଁ କଣ କ୍ଷତି…

ରାମ ମନ୍ଦିରର ପ୍ରଥମ ଆଳତି ପାଇଁ ଯୋଧପୁରରୁ ଆସିବ ୬୦୦ କିଲୋ ଘିଅ

୨୦୨୪ ଜାନୁୟାରୀରେ ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ଉଦ୍‌ଘାଟନ ହେବ। ମନ୍ଦିର ଗର୍ଭଗୃହରେ ପ୍ରଭୁ ଶ୍ରୀରାମ ବିରାଜମାନ କରିବେ। ଏହି ଐତିହାସିକ ଉତ୍ସବରେ ଯୋଧପୁରର ମଧ୍ୟ ଖାସ୍‌ ଯୋଗଦାନ ରହିବ। ରାମ ମନ୍ଦିରରେ ହେବାକୁ ଥିବା ପ୍ରଥମ ଆଳତି ଏବଂ ମହାଯଜ୍ଞରେ…

ଅକ୍ଚୋବରରେ ପ୍ରଥମ ସପ୍ତାହରେ ପୁଣି ଲଘୁଚାପ !

ଭୁବନେଶ୍ୱର ; ପଛକୁ ପଛ ଆସୁଛି ଲଘୁଚାପ । ଗୋଟିଏ ଯିବା ପରେ ଆଉ ଗୋଟିଏ ଦାନା ବାନ୍ଧୁଛି । ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଏବେ ଦୁଇ ଦିନ ଭିତରେ ଆଉ ଗୋଟିଏ…

୬୯ କିଲୋଗ୍ରାମ ସୁନା, ୩୩୬ କିଲୋଗ୍ରାମ ରୁପାରେ ନିର୍ମିତ ହେଲା ଗଣେଶ ମୂର୍ତ୍ତି

ମୁମ୍ବାଇ: ରାତି ପାହିଲେ ଗଣେଶ ଚତୁର୍ଥୀ । ଏନେଇ ସବୁଆଡ଼େ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସେହିପରି ମହାରାଷ୍ଟ୍ରରେ ମଧ୍ୟ ଗଣେଶ ପୂଜା ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ବିଭିନ୍ନ ରାସ୍ତାଘାଟଠାରୁ ଆରମ୍ଭ କରି ପୂଜା ମଣ୍ଡପଗୁଡ଼ିକ ଆଲୋକମାଳାରେ…

ସ୍ଥଗିତ ହେଲା ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ

ଭୁବନେଶ୍ୱର : ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ । ସ୍ଥଗିତ ହେଲା ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ । କାଲିଠୁ ସ୍କୁଲରେ ଯୋଗଦେବେ ପ୍ରାଥମିକ ଶିକ୍ଷକ ସରକାରଙ୍କ ଉପରେ ଆସ୍ଥା ରଖିଲେ ପ୍ରାଥମିକ ଶିକ୍ଷକ । ଶିକ୍ଷକ ସଂଘର ଷ୍ଟିୟରିଂ କମିଟି ବୈଠକ ପରେ…

ଆଫ୍ରିକୀୟ ଦେଶ କଙ୍ଗୋରେ ବର୍ଷା ପରେ ଭୂସ୍ଖଳନ, ୧୭ ଜଣଙ୍କ ମୃତ୍ୟୁ

ଆଫ୍ରିକୀୟ ଦେଶ କଙ୍ଗୋର ଉତ୍ତର-ପଶ୍ଚିମ ଅଞ୍ଚଳରେ ବର୍ଷା ପରେ ଭୂସ୍ଖଳନ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରବିବାର ରାତିରେ ହୋଇଥିବା ଭୂସ୍ଖଳନରେ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ଖବର ମୁତାବକ, ଭୂସ୍ଖଳନ ପରେ ମାଟି ଗଦା ଭିତରେ ଅନେକ ଲୋକ ଦବି…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ୪ ମୃତ, ଜଣେ ଗୁରୁତର

ଟ୍ରକ୍ ଓ କାର୍ ମୁହାଁମୁହିଁ ଧକ୍କାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। କଟକ ଜିଲ୍ଲା ତିଗିରିଆ ଥାନା ନୂଆସଡ଼କ ଛକରେ ଆଜି ଅପରାହ୍ନ ପ୍ରାୟ ୩ଟା ବେଳେ ଏହି ଦୁର୍ଘଟଣା ଘଟିଛି। ଗୁରୁତର ଆହତଙ୍କୁ…

ମାଛ ଖାଇ ମହିଳା ହରାଇଲେ ଗୋଡ଼ ଓ ହାତ

ଯଦି ଆପଣ ମାଛ ଖାଇବାକୁ ଭଲ ପାଉଛନ୍ତି ତେବେ ସାବଧାନ । ମାଛ ଖାଇଲେ ହରାଇବେ ଶରୀରର ଅଙ୍ଗ । ଜଣେ ମହିଳା ମାଛ ଖାଇ ନିଜ ଗୋଡ଼ ଓ ହାତ ହରାଇଛନ୍ତି । ଆପଣଙ୍କୁ କଥା ଟା ହୁଏତ ବିଶ୍ୱାସ…

ମା’ ଓ ଦୁଇ ପୁଅଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ

ଗଞ୍ଜାମ ଜିଲ୍ଲା ଶେରଗଡ଼ ସ୍ଥିତ ମହାତ୍ମା ଗାନ୍ଧି ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସାବିତ୍ରୀ ବେହେରା ଓ ତାଙ୍କର ଦୁଇ ପୁଅଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ଶାଶୁଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କ ସ୍ୱାମୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ…