ବିଧାନସଭାରେ ଉପସ୍ଥାପିତ ହେଲା ୨୮ ହଜାର ୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ
ଭୁବନେଶ୍ବର: ଆଜି ବିଧାନସଭାରେ ଉପସ୍ଥାପିତ ହେଲା ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ। ୨୮ ହଜାର ୨୦୦ କୋଟି ଟଙ୍କାର ବ୍ୟୟବରାଦ ରହିଛି। ପୂର୍ଵରୁ ରାଜ୍ୟ ସରକାର ଘୋଷଣା କରିଥିବା ଯୋଜନାରେ ଅର୍ଥ ବରାଦ କରିଛନ୍ତି। ମେଟ୍ରୋ ପାଇଁ ୨୧୦ କୋଟି,ଲକ୍ଷ୍ମୀ…