ମୁକେଶ ଅମ୍ବାନୀଙ୍କୁ ହତ୍ୟା ଧମକ: ୨୦ କୋଟି ଦିଅ ନଚେତ୍‌ ମାରି ପକାଇବୁ

ମୁମ୍ବାଇ: ଇ-ମେଲ୍‌ ମାଧ୍ୟମରେ ‘ରିଲାଏନ୍‌ସ୍‌ ଇଣ୍ଡଷ୍ଟ୍ରିଜ୍‌’ର ଅଧ୍ୟକ୍ଷ ମୁକେଶ ଅମ୍ବାନି ହତ୍ୟା ଧମକ ପାଇଥିବା କଥା ଆଜି ମୁମ୍ବାଇ ପୁଲିସ କହିଛି। ୨୦ କୋଟି ଟଙ୍କା ନ ଦେଲେ ତାଙ୍କୁ ହତ୍ୟା କରାଯିବ ବୋଲି ଜଣେ ଅଜ୍ଞାତ ବ୍ୟକ୍ତିଙ୍କଦ୍ବାରା ମୁକେଶ ଅମ୍ବାନିଙ୍କ…

ଆକ୍ରମଣ ପାଇଁ ଲେବାନନ୍‌ରେ ସଶସ୍ତ୍ର ସଙ୍ଗଠନ ପ୍ରସ୍ତୁତ; ଘଟାଇ ପାରନ୍ତି ଭୟଙ୍କର କାଣ୍ଡ: ଇସ୍ରାଏଲ୍‌କୁ ସତର୍କ ‌କଲେ ଇରାନ୍‌ ମନ୍ତ୍ରୀ

ନ୍ୟୁୟର୍କ: ଲେବାନନ୍‌ରେ ସଶସ୍ତ୍ର ସଙ୍ଗଠନ ପ୍ରସ୍ତୁତ ହୋଇ ରହିଛନ୍ତି ଓ ସେମାନେ ଯେକୌଣସି ମୁହୂର୍ତ୍ତରେ ଭୟାବହ କାଣ୍ଡ ଘଟାଇ ପାରନ୍ତି ବୋଲି ଇରାନ୍‌ର ବୈଦେଶିକ ମନ୍ତ୍ରୀ ହୋସେନ୍‌ ଅମିର୍‌-ଅବ୍‌ଦୋଲ୍ଲାହିଆନ୍‌ ଗଣମାଧ୍ୟମ ‘ମର୍ଣ୍ଣିଙ୍ଗ୍‌ ଏଡିସନ୍‌’ର ପ୍ରତିନିଧି ଷ୍ଟିଭ୍‌ ଇନ୍‌ସ୍‌କିପ୍‌ଙ୍କ ସହିତ ନ୍ୟୁୟର୍କ ସହରରେ…

ଘରେ ପଶି ୨୪ ବର୍ଷୀୟ ଯୁବତୀଙ୍କୁ ଗୁଳି ମାରି ହତ୍ୟା କଲେ ଅଜ୍ଞାତ ଦୁର୍ବୃତ୍ତ, ପ୍ରେମିକର ଭାଇ ଗିରଫ

ନୂଆଦିଲ୍ଲୀ: ଶୁକ୍ରବାର ଦିନ ଦିଲ୍ଲୀର ଜୈତପୁର ଅଞ୍ଚଳରେ ଦୁଇଜଣ ଅଜ୍ଞାତ ଦୁର୍ବୃତ୍ତ ବଳପୂର୍ବକ ଘରେ ବସି ଜଣେ ୨୪ ବର୍ଷୀୟ ଯୁବତୀଙ୍କୁ ଗୁଳି ମାରି ହତ୍ୟା କରିଥିବା କଥା ପୁଲିସ କହିଛି। ଚିକିତ୍ସା ନିମନ୍ତେ ତାଙ୍କୁ ତୁରନ୍ତ ଡାକ୍ତରଖାନାକୁ ନିଆଯାଇଥିଲା କିନ୍ତୁ,…

କୃତ୍ରିମ ଗର୍ଭଧାରଣ ପ୍ରକ୍ରିୟା ପାଇଁ ୩୪ ବର୍ଷ ପୂର୍ବେ ଗୁପ୍ତଭାବରେ ନିଜ ଶୁକ୍ରାଣୁ ସଞ୍ଚାର କରିଥିବା ଡାକ୍ତରଙ୍କ ବିରୋଧରେ ମାମଲା ରୁଜୁ କଲେ ଆମେରିକୀୟ ମହିଳା

ନୂଆଦିଲ୍ଲୀ: ୱାଶିଂଟନରେ ଜଣେ ମହିଳା ତାଙ୍କର ଜଣେ ଫର୍ଟିଲିଟି ଡାକ୍ତରଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ୩୪ବର୍ଷ ପୂର୍ବେ ତାଙ୍କ କୃତ୍ରିମ ଗର୍ଭଧାରଣ ପ୍ରକ୍ରିୟା ପାଇଁ ଗୁପ୍ତଭାବରେ ଡାକ୍ତର ଜଣଙ୍କ ତାଙ୍କ ଶୁକ୍ରାଣୁ ବ୍ୟବହାର…

୧୨ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ମାଳଦ୍ୱୀପ

ତାମିଲନାଡୁ: ତାମିଲନାଡୁର ପ୍ରାୟ ୧୨ ଜଣ ମତ୍ସ୍ୟଜୀବୀଙ୍କୁ ମାଳଦ୍ୱୀପ ତଟରକ୍ଷୀ ବାହିନୀ ଗିରଫ କରିଛି। ଏହି ଘଟଣା ଜଣାପଡ଼ିବା ପରେ ସେମାନଙ୍କୁ ମୁକ୍ତ କରିବା ଏବଂ ସେମାନଙ୍କ ଡଙ୍ଗା ଫେରସ୍ତ ଦେବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଏମ୍‌ କେ ଷ୍ଟାଲିନ୍‌…

ବିଲାତି ବାଇଗଣ ପରେ ଏବେ ଚିନ୍ତା ବଢ଼ାଇଲାଣି ପିଆଜ; ହୁ ହୁ ବଢ଼ିଚାଲିଛି ଦର

ନୂଆଦିଲ୍ଲୀ: ସର୍ବଭାରତୀୟ ସ୍ତରରେ ଖୁଚୁରା ପିଆଜ ଦର କିଲୋ ପିଛା ହାରାହାରି ୫୭ ପ୍ରତିଶତ ବୃଦ୍ଧି ପାଇ ୪୭ ଟଙ୍କାରେ ପହଞ୍ଚିଛି। ହାଣ୍ଡିଶାଳର ସବୁଠୁ ଦରକାରୀ ପିଆଜର ଅହେତୁକ ଦର ବୃଦ୍ଧିକୁ ନେଇ ଖାଉଟି ଏବେ ହନ୍ତସନ୍ତ ହେଉଛନ୍ତି। ଜାଣିବାକୁ ମିଳିଛି…

ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ‘ଆପ୍‌’ ଜାରି କଲା ଦ୍ୱିତୀୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ: ଆମ୍‌ ଆଦମୀ ପାର୍ଟି (ଆପ୍‌) ନଭେମ୍ବର ୨୫ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ଶନିବାର ୨୧ ଜଣିଆ ଦ୍ୱିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହା ପୂର୍ବରୁ ଅକ୍ଟୋବର ୨୬ ତାରିଖରେ ଦଳ ୨୩…

ହୀରାନନ୍ଦାନୀଙ୍କୁ ପାସଓ୍ବାର୍ଡ ଦେଇଥିଲେ ବୋଲି ମାନିଲେ ଟିଏମସି ସାଂସଦ ମହୁଆ ମୈତ୍ର

ନୂଆଦିଲ୍ଲୀ: ବହୁ ଆରୋପ-ପ୍ରତ୍ୟାରୋପ ପରେ ଟିଏମସି ସାଂସଦ ମହୁଆ ମୈତ୍ର ସ୍ୱୀକାର କରିଛନ୍ତି ଯେ ସେ ତାଙ୍କ ବନ୍ଧୁ ତଥା ବ୍ୟବସାୟୀ ଦର୍ଶନ ହିରାନନ୍ଦାନୀଙ୍କୁ ସେ ସଂସଦର ଲଗଇନ୍ ପାସୱାର୍ଡ ଦେଇଥିଲେ। ତେବେ ଏହା ବଦଳରେ ସେ ନଗଦ ଟଙ୍କା କିମ୍ବା…

ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତଙ୍କ ପାଇଁ ୨ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପାରା ଏସିଆନ୍ ଗେମ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଓଡିଶାର ପ୍ରମୋଦ ଭାଗବତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି। ଚୀନ୍‌ର ହାଙ୍ଗଝୋଉରେ ଚାଲିଥିବା ଏସୀୟ ପାରା ଗେମ୍ସରେ ପାରା ବ୍ୟାଡମିଣ୍ଟନ୍ ପୁରୁଷ…

ଲୋକସଭା ଏଥିକ୍ସ କମିଟିରେ ହାଜର ହେବେନି ସାଂସଦ ମହୁଆ ମୋଇତ୍ରା

ଲାଞ୍ଚ ନେଇ ସଂସଦରେ ପ୍ରଶ୍ନ କରିବା ଅଭିଯୋଗରେ ଫସିଥିବା ଟିଏମସି ସାଂସଦ ମହୁଆ ମୋଇତ୍ରା ଲୋକସଭାର ଏଥିକ୍ସ କମିଟି ନିକଟରେ ହାଜର ହେବେନି। ତାଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ ଏଥିକ୍ସ କମିଟି କରୁଥିବା ବେଳେ ତାଙ୍କୁ ଅକ୍ଟୋବର ୩୧ରେ ହାଜର ହେବାକୁ…