ସ୍ୱରୂପଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କଲେ ନବୀନ ଓ ଧର୍ମେନ୍ଦ୍ର
ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ, ଗୀତିକାର ସ୍ୱରୂପ ନାୟକଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ନବୀନ ଟ୍ୱିଟ କରି ଲେଖିଛନ୍ତି ଯେ ‘ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ୱରୂପ ନାୟକଙ୍କ ଦେହାନ୍ତ ବିଷୟରେ…
