ଏନସିଟିଇ ଆଞ୍ଚଳିକ କମିଟିର ସଦସ୍ୟ ହେଲେ ଡକ୍ଟର ବି.ସି. ଦାସ

କଟକ: ରାଷ୍ଟ୍ରୀୟ ଶିକ୍ଷକ ଶିକ୍ଷା ପରିଷଦ (ଏନ୍‌ସିଟିଇ) ପୂର୍ବାଞ୍ଚଳ କମିଟିର ସଦସ୍ୟ ରୂପେ ମନୋନୀତ ହେଲେ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗ ବରିଷ୍ଠ ଶିକ୍ଷାବିତ୍‌ ଡକ୍ଟର ବିକଳି ଚରଣ ଦାସ । ବର୍ତ୍ତମାନ ଡକ୍ଟର ଦାସ ରେଭେନସା ବିଶ୍ବବିଦ୍ୟାଳୟ ସ୍ନାତକୋତ୍ତର ଶିକ୍ଷା…

କୁଖ୍ୟାତ ମାଫିଆ ମୁଖତାର ଅନସାରୀକୁ ୧୦ ବର୍ଷ ଜେଲ୍

ଲକ୍ଷ୍ନୌ : କପିଳଦେବ ସିଂ ହତ୍ୟାକାଣ୍ଡ ମାମଲାରେ ଉତ୍ତରପ୍ରଦେଶର ଏମପି-ଏମଏଲଏ କୋର୍ଟ କୁଖ୍ୟାତ ମାଫିଆ ମୁଖତାର ଅନସାରୀକୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ଅଦାଲତ ଅନସାରୀଙ୍କୁ ୫ ଲକ୍ଷ ଟଙ୍କା ଜରିମାନା ମଧ୍ୟ କରିଛନ୍ତି। ଏହି ମାମଲାରେ ସୋନୁ…

ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ

କଟକ: ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ। କଟକରେ ପରଲୋକହୋଇଥିବା ନିକଟ ସମ୍ପର୍କୀୟଙ୍କ ସୂତ୍ରରୁ ଜଣା ପଡ଼ିଛି। ଗତ କିଛି ଦିନ ହେବ ତାଙ୍କର ସ୍ୱାସ୍ଥାବସ୍ଥା ଗୁରୁତର ହୋଇପଡିଥିଲା । ଓଲିଉଡର ଜଣେ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ…

ଏଣିକି ଦ୍ବିତୀୟ ବିବାହ କଲେ ହରାଇବାକୁ ପଡ଼ିବ ସରକାରୀ ଚାକିରି: ଆସାମ ସରକାର

ଯଦି ପ୍ରଥମ ପତ୍ନୀ/ପତି ଜୀବିତ ଥିବେ, ତା’ହେଲେ ଆସାମର କୌଣସି ସରକାରୀ ଚାକିରିଆ ରାଜ୍ୟ ସରକାରଙ୍କ ବିନା ଅନୁମତିରେ ଦ୍ୱିତୀୟ ବିବାହ କରିପାରିବେ ନାହିଁ। ଅକ୍ଟୋବର ୨୦ ତାରିଖରେ ଆସାମ ସରକାର ତାଙ୍କର କର୍ମଚାରୀଙ୍କ ପାଇଁ ଏଭଳି ଏକ ନିର୍ଦ୍ଦେଶନାମା ଜାରି…

ଆଜିଠୁ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ, ବଢିଛି ଭୋଟର ସଂଖ୍ୟା : ସିଇଓ

ଭୁବନେଶ୍ବର : ୨୦୨୪ ନିର୍ବାଚନ ପୂର୍ବରୁ ଶେଷ ଥର ଲାଗି ଭୋଟର ତାଲିକା ସଂଶୋଧନ ପାଇଁ ଆଜିଠାରୁ ପ୍ରକ୍ରିୟା ଆରମ୍ଭ ହୋଇଛି ।  ଏ ନେଇ ସାମ୍ୱାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ…

‘ଘୋଡ଼ା ବେପାର’ ମାମଲାରେ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କୁ ସମନ କଲା ସିବିଆଇ

ନୂଆଦିଲ୍ଲୀ: ବିଧାୟକଙ୍କୁ ଲାଞ୍ଚ ଓ ଘୋଡ଼ା ବେପାର ମାମଲାରେ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହରିଶ ରାୱତଙ୍କୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ସମନ କରିଛି। ବିଧାୟକଙ୍କ ଘୋଡ଼ା ବେପାରରେ ସମ୍ପୃକ୍ତ ଥିବା ଅଭିଯୋଗରେ ୨୦୧୯ରେ କେନ୍ଦ୍ରୀୟ ତଦନ୍ତକାରୀ…

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ

ଗଞ୍ଜାମ : ଯୁବକଙ୍କୁ ନିର୍ମମ ହତ୍ୟା! । ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ। ଗଞ୍ଜାମ ଜିଲ୍ଲା ଶେରଗଡ ବ୍ଳକ ଧନନ୍ତର ପଞ୍ଚାୟତ ଲାଞ୍ଜିଆପଲ୍ଲୀ ଗାଁର ଘଟଣା। ମୃତକ ସେହି ଗାଁର ମଙ୍ଗୁଳୁ ଭୂୟାଁ । ଆଜି ସକାଳୁ କିଛି ଯୁବକ…

ରିଲାଏନ୍ସ ବୋର୍ଡ ଅଫ୍ ଡାଇରେକ୍ଟର୍ସରେ ଈଶା, ଆକାଶ ଓ ଅନନ୍ତ ସାମିଲ

ରିଲାଏନ୍ସ ଇଣ୍ଡଷ୍ଟ୍ରୀରେ ଆଜିଠାରୁ ନୂଆ ଯୁଗର ଆରମ୍ଭ ହୋଇଛି। ରିଲାଏନ୍ସ ଇଣ୍ଡଷ୍ଟ୍ରୀର ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କ ଝିଅ ଈଶା ଓ ଦୁଇ ପୁଅ ଆକାଶ ଏବଂ ଅନନ୍ତଙ୍କୁ ‘ବୋର୍ଡ ଅଫ୍ ଡାଇରକ୍ଟେର୍ସ’ରେ ସାମିଲ କରାଯାଇଛି। ରିଲାଏନ୍ସର ବୋର୍ଡ ଅଫ୍ ଡାଇରେକ୍ଟର୍ସରେ ସାମିଲ ହେବା…

ଆସନ୍ତାକାଲି ରାହୁ ଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ, ଶ୍ରୀମନ୍ଦିରରେ ହେବ ସ୍ଵତନ୍ତ୍ର ନୀତିକାନ୍ତି

ଭୁବନେଶ୍ୱର: ଆଜି ରାତି ପାହିଲେ କୁମାର ପୂର୍ଣ୍ଣିମା । ସନ୍ଧ୍ୟା ବେଳେ କୁମାରୀ ମାନେ କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସ‌ହ ଚନ୍ଦ୍ର ପୂଜା ମଧ୍ୟ କରିଥାନ୍ତି । ଏହା ସ‌ହ ସେମାନେ ସନ୍ଧ୍ୟା ସମୟରେ…

‘୫ଜି’ ପରେ ‘୬ଜି’ରେ ଭାରତ ଅଗ୍ରଣୀ ହେବାକୁ ଲକ୍ଷ୍ୟ ରଖିଛି: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ‘୬ଜି’ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ମଧ୍ୟ ନେତୃତ୍ବ ନେବା ଦିଗରେ ଭାରତ ଅଗ୍ରସର ହେଉଛି ବୋଲି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ଆଜି ନୂଆଦିଲ୍ଲୀରେ ଚାଲିଥିବା ‘ଇଣ୍ଡିଆ ମୋବାଇଲ୍‌ କଂଗ୍ରେସ’ରେ ଉଦ୍‌ବୋଧନ ଦେବା ବ‌େଳେ ପ୍ରଧାନମନ୍ତ୍ରୀ କହିଛନ୍ତି, ଦେଶରେ ଆମେ…