ଗାଜାକୁ ସହାୟତା ପଠାଇଲା ଭାରତ

ଇସ୍ରାଏଲ ଓ ହମାସ ମଧ୍ୟରେ ୧୫ ଦିନରୁ ଉର୍ଦ୍ଧ୍ୱ ହେଲାଣି ଜାରି ରହିଛି ଯୁଦ୍ଧ। ଏହାରି ଭିତରେ ଏବେ ଗାଜାକୁ ସହାୟତାର ହାତ ବଢ଼ାଇଛି ଭାରତ। ଗାଜାର ନାଗରିକଙ୍କ ପାଇଁ ଭାରତ ପକ୍ଷରୁ ପଠାଯାଇଛି ମାନବୀୟ ସହାୟତା। ହାମାସ ଉପରେ ଇସ୍ରାଏଲର…

ଅବପାତର ରୂପ ନେଲା ଲଘୁଚାପ; ୨୭ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି । ବର୍ତ୍ତମାନ ପାରଦୀପଠାରୁ ଦକ୍ଷିଣରେ ୬୧୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି । ମଧ୍ୟାହ୍ନଠାରୁ ଗତିପଥ ପରିବର୍ତ୍ତନ…

ଥରିଲା ନେପାଳ, ଦିଲ୍ଲୀରେ ଅନୁଭୂତ ହେଲା ଝଟକା

ନେପାଳରେ ଆଜି ସକାଳେ ଭୂକମ୍ପ ଅନଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରହିଥିଲା। ରାଜଧାନୀ କାଠମାଣ୍ଡୁଠାରୁ ପଶ୍ଚିମରେ ୫୫ କିଲୋମିଟର ଦୂରରେ ଥିବା ଧାଡ଼ିଙ୍ଗ ଥିଲା ଏହି ଭୂକମ୍ପର କେନ୍ଦ୍ରସ୍ଥଳ। ଏଥିଯୋଗୁ କୌଣସି ପ୍ରକାର କ୍ଷୟକ୍ଷତି ହୋଇଥିବା ନେଇ…

ଋଣ ଦେବେ କହି ଲୁଟିନେଲେ ଲକ୍ଷାଧିକ ଟଙ୍କା

ବଢ଼ିଚାଲିଛି ଠକଙ୍କ ଉତ୍ପାତ । କୌଣସି ନା କୌଣସି ବାହାନା କରି ଠକମାନେ ଅନେକ ଲୋକଙ୍କୁ ଠକୁଥିବା ଅଭିଯୋଗ ଆସେ । ତେବେ ମହିଳାମାନେ ସ୍ୱାବଲମ୍ବୀ ହେବା ପାଇଁ ଅନେକ ଚେଷ୍ଟା କରୁଛନ୍ତି । କିନ୍ତୁ ବେଳେବେଳେ ଅନେକ ମହିଳା ଠକମାନଙ୍କ…

କ୍ରାଶ୍‌ ହେଲା ବିମାନ, ୨ ପାଇଲଟ୍‌ ଆହତ

ଦୁର୍ଘଟଣାଗ୍ରସ୍ତ ହେଲା ବିମାନ। ମହାରାଷ୍ଟ୍ରର ପୁଣେରେ ଏକ ବିମାନ କ୍ରାଶ୍‌ ହୋଇଛି। ପ୍ରଶିକ୍ଷଣ ବେଳେ ଏହି ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ପୁଣେ ଗ୍ରାମୀଣ ପୁଲିସ କହିଛି। ଏଥିରେ ଦୁଇ ଜଣ ପାଇଲଟ୍‌ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଦୁର୍ଘଟଣାଗ୍ରସ୍ତ ବିମାନଟି ହେଉଛି…

ଶକ୍ତିପୀଠରେ ଆଜି ମହାନବମୀ, ମଣ୍ଡପରେ ମହାଷ୍ଟମୀ ପୂଜା

ଭୁବନେଶ୍ବର: ଧରାପୃଷ୍ଠକୁ ଅବତରଣ କରିଛନ୍ତି ମା’ ଜଗତଜନନୀ ଦୁର୍ଗା । ଦୁର୍ଗାପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ଶକ୍ତିପୀଠରେ ଆଜି ମହାନବମୀ ପୁଜା ଚାଲିଥିବା ବେଳେ ମଣ୍ଡପରେ ଆଜି ମାଆଙ୍କର ମହାଷ୍ଟମୀ ପୂଜା । ସବୁଠି ଉତ୍ସବର ମାହୋଲ…

ପ୍ରଧାନମନ୍ତ୍ରୀ ବିଶ୍ବକର୍ମା ଯୋଜନା କେବଳ ନିର୍ବାଚନୀ ପ୍ରଚାର ସର୍ବସ୍ବ: କଂଗ୍ରେସ

ଭୁବନେଶ୍ବର: ଆସନ୍ତା କିଛି ଦିନ ମଧ୍ୟରେ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼, ତେଲେଙ୍ଗାନା, ମିଜୋରାମ ରାଜ୍ୟରେ ବିଧାନସଭା ନିର୍ବାଚନ ହେବ। ଆସନ୍ତାବର୍ଷର ସାଧାରଣ ନିର୍ବାଚନ। ଏହାକୁ ଆଖି ଆଗରେ ରଖି କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ଶୁଭାରମ୍ଭ କରିଛନ୍ତି। ଏହା କେବଳ…

ଜାତୀୟ କ୍ରୀଡ଼ା ବିଜେତାଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର : ଅକ୍ଟୋବର ୨୬ ତାରିଖରୁ ଗୋଆରେ ଆରମ୍ଭ ହେବ ୩୭ତମ ଜାତୀୟ କ୍ରୀଡ଼ା। ଏଥିରେ ଓଡ଼ିଶାରୁ ୩୦୦ରୁ ଅଧିକ ଆଥ୍‌ଲେଟ୍ ଭାଗ ନେବେ। ସେମାନଙ୍କ ମଧ୍ୟରେ ୧୮୦ ଜଣ ମହିଳା ଅଛନ୍ତି। ଜାତୀୟ କ୍ରୀଡ଼ା ଆରମ୍ଭ ହେବା ପୂର୍ବରୁ ରାଜ୍ୟ…

ଭୁଲ୍ କଲା ଓଡ଼ିଶା ଷ୍ଟାଫ୍ ସିଲେକସନ୍ କମିଟି, ଭୋଗିବେ ପରୀକ୍ଷାର୍ଥୀ

ଭୁବନେଶ୍ବର : ଭୁଲ୍ କଲା ଓଡ଼ିଶା ଷ୍ଟାଫ୍ ସିଲେକସନ୍ କମିଟି (OSSC), ଭୋଗିବେ ପରୀକ୍ଷାର୍ଥୀ। ହାଇସ୍କୁଲର ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ବଡ଼ଧରଣର ତ୍ରୁଟି ସାମ୍ନାକୁ ଆସିଛି। ଫଳରେ ପୁଣି ଥରେ ଏହି ପରୀକ୍ଷା ହେବ ବୋଲି ଜଣାଯାଇଛି।…

ଲୋକଙ୍କ ସମସ୍ୟା ନୁହେଁ, ମଉଜମସ୍ତି ଓ ମାଇଣ୍ଡଫ୍ରେସ୍ ପାଇଁ ବ୍ୟଗ୍ର ବିଜେଡି ନେତା-ମନ୍ତ୍ରୀ: ବିଜେପି

ଭୁବନେଶ୍ବର : ଜ୍ୟରେ ସାଧାରଣ ଲୋକଙ୍କ ସମସ୍ୟା ପ୍ରତି ବିଜେଡିର ନେତା-ମନ୍ତ୍ରୀ ଆଖିବୁଜି ଦେଇଛନ୍ତି । ମଉଜମସ୍ତିରେ ମଦମସ୍ତ ଓ ମାଇଣ୍ଡଫ୍ରେସରେ ବ୍ୟଗ୍ର ଅଛନ୍ତି ବିଜେଡିର ସାଂସଦ,ବିଧାୟକ ଓ ମନ୍ତ୍ରୀ । ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ସଂକ୍ରମଣର କୋକୁଆ ଭୟ…