ଭାରତରୁ ୪୧ ଜଣ କୂଟନୀତିଜ୍ଞଙ୍କୁ ଫେରାଇ ନେଲା କାନାଡା

ଭାରତ ଛାଡିଲେ କାନାଡା କୂଟନୀତିଜ୍ଞ। ପ୍ରାୟ ୪୧ ଜଣ କାନାଡା କୂଟନୀତିଜ୍ଞଙ୍କୁ ଦେଶକୁ ଫେରାଇ ନେଇଛି କାନାଡା। ଦୁଇ ଦେଶ ମଧ୍ୟରେ ଚାଲିଥିବା କୂଟନୀତିଜ୍ଞ ବିବାଦ କାରଣରୁ ନିଜ ଦେଶକୁ ୪୧ ଜଣ କୂଟନୀତିଜ୍ଞଙ୍କୁ ଫେରାଇ ନେଇଛି। ଏନେଇ କାନାଡା ବୈଦେଶିକ…

ସାଲିଆ ସାହିରେ ଚଢାଉ, ବିପୁଳ ମଦ ସାମଗ୍ରୀ ଜବତ, ୧୫ ଗିରଫ

ଭୁବନେଶ୍ବର: ପାର୍ବଣ ପୂର୍ବରୁ ଆକ୍ସନ ମୋଡରେ ଅବକାରୀ ବିଭାଗ । ପୂଜା ପାଇଁ ମଦ ପ୍ରସ୍ତୁତ ହେଉଥିବାବେଳେ ଛାପା ମାରିଛି ଅବକାରୀ ଥାନା । ଚଢାଉ କରି ଶହ ଶହ ଲିଟର ମଦ ନଷ୍ଟ କରିଛି ଅବକାରୀ ବିଭାଗ । ଏଥି ସହ…

ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଭୁଲିପାରିବେନି ଓଡ଼ିଶାବାସୀ

ଭୁବନେଶ୍ବର: ୨୦୧୮ ମେ’ ୨୫ରେ ଓଡ଼ିଶାର ୨୫ତମ ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲ୍‌ ନିଯୁକ୍ତ ହୋଇଥିଲେ। ରାଷ୍ଟ୍ରପତିଙ୍କ ଦ୍ବାରା ନିଯୁକ୍ତି ପାଇବାର ୪ ଦିନ ପରେ ଅର୍ଥାତ୍‌ ମେ’ ୨୯ରେ ତତ୍‌କାଳୀନ ଓଡ଼ିଶାର ଭାରପ୍ରାପ୍ତ ରାଜ୍ୟପାଳ ସତ୍ୟପାଲ୍‌ ମଲ୍ଲିକଙ୍କଠାରୁ ଦାୟିତ୍ବ…

ଚିନ୍ତା ବଢ଼ାଇଲେଣି ଚକଡ଼ା, ଗଣ୍ଠି ପୋକ

ଚମ୍ପୁଆ : କେନ୍ଦୁଝର ଜିଲା ଚମ୍ପୁଆ କୃଷି ଜିଲା ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଚକଡ଼ା ଓ ଗଣ୍ଠି ପୋକ ଚାଷୀଙ୍କ ଚିନ୍ତାର କାରଣ ସାଜିଛି। ଦିନକୁ ଦିନ ଏହି ରୋଗ ଧାନକ୍ଷେତକୁ ଉଜାଡ଼ି ଦେଉଥିବା ବେଳେ ରୋଗ ପ୍ରତିରୋଧକ ପାଇଁ କୃଷି…

ଟୋଲ୍‌ପ୍ଲାଜାରେ ଫାଙ୍କା ଗୁଳି ଚାଳନା, ଧରାପଡ଼ିଲେ ୪

ପିପିଲି  : ପୁରୀ-ଭୁବନେଶ୍ବର ୩୧୭ ନମ୍ବର ଜାତୀୟ ରାଜପଥରେ ପିପିଲି ନିକଟରେ ଅବସ୍ଥିତ ଟୋଲ୍‌ ପ୍ଲାଜାରେ ଆଜି ଗୁରୁବାର ଭୋର୍‌ରୁ ପଇସା ନେଣଦେଣକୁ ନେଇ ଫାଙ୍କା ଗୁଳି ଚାଳନା ହୋଇଛି। ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ। ଗୋଟିଏ କାର୍‌ରେ ଡ୍ରାଇଭର…

ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  : ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମି ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି…

ଏଥର ରାଜଧାନୀରେ ୧୮୮ ଦୁର୍ଗା ମେଢ; ଜଗିବେ ୩୧ ପ୍ଲାଟୁନ ଫୋର୍ସ, ବ୍ଲକିଂ, ଚେକିଂ କଡ଼ାକଡ଼ି

ଭୁବନେଶ୍ବର : ଆରମ୍ଭ ହେଲାଣି ପାର୍ବଣ ଋତୁ। ଜମିଲାଣି ଭିଡ଼ । ଦଶହରା ବେଳେ କଡ଼ା ସୁରକ୍ଷାରେ ରହିବ ରାଜଧାନୀ । ଶାନ୍ତିଶୃଙ୍ଖଳାର ସହ ପୂଜା ନିମନ୍ତେ ସୁରକ୍ଷା ଦାୟିତ୍ୱରେ ରହିବେ ୩୧ ପ୍ଲାଟୁନ ଫୋର୍ସ । ଚଳିତ ବର୍ଷ ରାଜଧାନୀର…

ପୋକ୍ସୋ କୋର୍ଟର ଐତିହାସିକ ରାୟ: ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ

ସୁନ୍ଦରଗଡ଼,୧୯।୧୦ : ସୁନ୍ଦରଗଡ଼ ଜିଲା ଟାଉନ୍‌ ଥାନା ଅଞ୍ଚଳରେ ଗତ ୨୦୧୬ ଅକ୍ଟୋବରରେ ଘଟିଥିବା ୪ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ମାମଲାର ଗୁରୁବାର ରାୟ ପ୍ରକାଶ ପାଇଛି। ସୁନ୍ଦରଗଡ଼ ପୋକ୍ସୋ କୋର୍ଟ ଜଜ୍‌ ତଥା ପ୍ରିଜାଇଡିଂ…

ଗ୍ୟାସ୍‌ ଟାଙ୍କି ଫାଟି ଭୟଙ୍କର ବିସ୍ଫୋରଣ, ଦୁଇ ଗୁରୁତର

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ନରସିଂହପୁର ପଞ୍ଚାୟତ ପୁରୁଣା ଗାଁରେ ଆଜି ମଧ୍ୟାହ୍ନରେ ଏକ ଗ୍ୟାସ୍‌ ଟାଙ୍କି ଫାଟି ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଜଣେ ପୁରୁଷ ଓ ମହିଳା ଗୁରୁତର ହୋଇଥିବା ଜଣାଯାଇଛି। ସେମାନଙ୍କୁ ନୀଳଗିରି ମେଡିକାଲରେ…

କ୍ୟାପିଟାଲ ହସ୍ପିଟାଲରେ ହେବ ନାର୍କୋ ଟେଷ୍ଟ

ଭୁବନେଶ୍ବର : କୌଣସି ଅଭିଯୁକ୍ତ କିମ୍ବା ଅପରାଧୀର ନାର୍କୋ ଟେଷ୍ଟ ପାଇଁ ଆଉ ମୁମ୍ବାଇ କିମ୍ବା ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ। ଏଣିକି ଭୁବନେଶ୍ୱରରେ ବି ହୋଇପାରିବ ନାର୍କୋ ଟେଷ୍ଟ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ କରାଯିବ।…