ମୁଁ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ଚାହୁଁଛି, କିନ୍ତୁ ଚେୟାର ମୋତେ ଛାଡୁନାହିଁ: ଅଶୋକ ଗେହଲଟ

ଜୟପୁର: ରାଜସ୍ଥାନ ବିଧାନସଭା ନିର୍ବାଚନ ପୂର୍ବରୁ ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବିବୃତି। ମୁଖ୍ୟମନ୍ତ୍ରୀ ପଦବୀ ସମ୍ପର୍କରେ ସେ ଏପରି ଏକ ବିବୃତି ଦେଇଛନ୍ତି, ଯାହାକୁ ନେଇ କଂଗ୍ରେସର ଆଭ୍ୟନ୍ତରୀଣ ମତଭେଦ ପୁଣି ଥରେ ଆରମ୍ଭ ହୋଇପାରେ ବୋଲି ଚର୍ଚ୍ଚା ହେଉଛି।…

ଗାଜାରେ ଫସିଥିବା ୪ ଭାରତୀୟଙ୍କୁ ଆଣିବା କଷ୍ଟକର : ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ

ନୂଆଦିଲ୍ଲୀ : ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ ଗାଜାରେ ୪ ଜଣ ଭାରତୀୟ ଅଛନ୍ତି ଏବଂ ସେମାନଙ୍କୁ ସେଠାରୁ ଉଦ୍ଧାର କରିବା ସହଜ ନୁହେଁ ବୋଲି ଭାରତର ବୈଦେଶିକ ମନ୍ତ୍ରାଳୟ କହିଛି । ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ…

ଓପିଟିସିଏଲ ଟେକ୍ ଟାୱାରର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରସ୍ଥିତ ସହିଦ ନଗରରେ ଓପିଟିସିଏଲ୍ ଟେକ୍ ଟାୱାର (ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେସନ ଲିଃ) ଲୋକାର୍ପଣ କରିଛନ୍ତି। ୫୫ କୋଟି ଟଙ୍କାରେ ନିର୍ମିତ ହୋଇଛି ଏହି ଟେକ ଟାୱାର। ବହୁ ମହଲା ବିଶିଷ୍ଟ ଏହିଓପିଟିସିଏଲ୍ ଟେକ୍…

ଅକ୍ଟୋବର ୨୦ରେ ବସ୍‌ ଧର୍ମଘଟ ଡାକରା ଦେଲା ଘରୋଇ ମାଲିକ ସଂଘ

ଭୁବନେଶ୍ବର: ଶାରଦୀୟ ନବରାତ୍ରି ଆରମ୍ଭ ହୋଇଯାଇଥିବା ବେଳେ ଆଗାମୀ ୨୦ ତାରିଖ ଠାରୁ ୨୯ ଯାଏଁ ବିଦ୍ୟାଳୟଗୁଡ଼ିକ ଛୁଟି ହେବ। ଅନ୍ୟାନ୍ୟ ସରକାରୀ ଓ ଘରୋଇ କାର୍ଯ୍ୟାଳୟଗୁଡ଼ିକ ମଧ୍ୟ ପୂଜା ସମୟରେ ଅବକାଶ ରହିବ। ଛୁଟି ସମୟରେ ଲୋକେ ଅନ୍ୟ ସ୍ଥାନକୁ…

କୋଟିପତି ଜେଇଙ୍କ ମାଳ ମାଳ ଘର ଓ ଫ୍ଲାଟ

ଅନୁଗୁଳ: କୋଟିପତି ଜେଇଙ୍କ ମାଳ ମାଳ ଘର ଓ ଫ୍ଲାଟ। ଅନୁଗୁଳ ଜିଲ୍ଲା ପାଲଲହଡା ବିଇଓ ଅଫିସ ଟେକ୍ନିକାଲ କନସଲଟାଣ୍ଟଙ୍କ ଘରେ ରେଡ୍ । ସମଗ୍ର ଶିକ୍ଷା ଅଭିଯାନରେ ପାଲଲହଡ଼ା ବିଇଓଙ୍କ କାର୍ଯ୍ୟାଳୟରେ ଟେକ୍ନିକାଲ କନସଲଟାଣ୍ଟ ଭାବେ କାର୍ଯ୍ୟରତ ପ୍ରସନ୍ନ ପାଣିଙ୍କ ଘରେ…

କ୍ୟାପିଟାଲ ହସ୍ପିଟାଲ ଲ୍ୟାବରୁ ୬୦ ଲକ୍ଷ ଟଙ୍କାର ଟେକ୍ନିକାଲ ସାମଗ୍ରୀ ଚୋରି

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲ ଲ୍ୟାବରୁ ଟେକ୍ନିକାଲ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ଆସିଛି। ପାଖାପାଖି ୬୦ ଲକ୍ଷରୁ ଅଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା କୁହାଯାଉଛି। ଚୋରି ବେଳେ ସିଟିଟିଭିରେ କଏଦ ହୋଇଛି ଦୃଶ୍ୟ। ଏଠାରେ ସୁଇପର ଏବଂ ସିକ୍ୟୁରିଟି ଗାର୍ଡଙ୍କ…

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଗଜପତିଙ୍କୁ ଭେଟିଲେ ବିଜେପି ପ୍ରତିନିଧି ମଣ୍ଡଳୀ

ରତ୍ନଭଣ୍ଡାରକୁ ନେଇ ତେଜିଲା ରାଜନୀତି । ଗଜପତିଙ୍କୁ ଭେଟି ରତ୍ନଭଣ୍ଡାର ଖୋଲିବା ପାଇଁ ଦାବି ଜଣାଇଲା ବିଜେପି । ଆଜି ଗଜପତି ଦିବ୍ୟ ସିଂହ ଦେବଙ୍କୁ ଭେଟିଥିଲେ  ବିଜେପି ପ୍ରତିନିଧି ମଣ୍ଡଳୀ । ଗଜପତିଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖି, ବିଜେପି…

ଜମିଜମା ସମସ୍ୟାର ତୁରନ୍ତ ସମାଧାନ କଲେ ମୁଖ୍ୟମନ୍ତ୍ରୀ: ଉପକୃତ ହେବେ ୩ ଜିଲ୍ଲାର ୨ ଲକ୍ଷ ଚାଷୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍‌, ପୁରୀ ପୌରପାଳିକାରେ…

ପ୍ରଥମଥର ପାଇଁ ବାଘ ଓ ହାତୀ ଗଣନା କରିବେ ରାଜ୍ୟ ସରକାର

ଭୁବନେଶ୍ବର: ନଭେମ୍ବର ୧ ତାରିଖରୁ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ବାଘ ଗଣନା  । ପ୍ରଥମଥର ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ଗଣନା କାର୍ଯ୍ୟ ଆରମ୍ଭ ହେବ  । କେନ୍ଦ୍ରର ତଥ୍ୟ ସହ ମେଳ ଖାଉନଥିବାରୁ ପ୍ରଥମ ଥର ପାଇଁ ନିଜସ୍ୱ…

ଶ୍ୱଶୁର ଘର ଗାଁରୁ ଜ୍ୱାଇଁର ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି: ଶ୍ୱଶୁର ଘର ଗାଁରେ ଜ୍ୱାଇଁଙ୍କୁ କରେଣ୍ଟ ଦେଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଅଞ୍ଚଳରେ। ମୃତକ ଜଣକ ହେଲେ ଭାଲୁମୁଣ୍ଡା ଗାଁର ବଂଶୀ ଠେଲା। ବଙ୍ଗୋମୁଣ୍ଡା ଥାନା ମାଲପଡା ଗାଁରେ ବିଳମ୍ବିତ ରାତିରେ…