ନିର୍ବାଚନ ପୂର୍ବରୁ ଏହି କାରଣରୁ ଆପ ନେତାଙ୍କୁ ବାନ୍ଧି ନେଇଗଲା ପୁଲିସ

ନୂଆଦିଲ୍ଲୀ: ରାଜସ୍ଥାନର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆମ ଆଦମୀ ପାର୍ଟି କିଛି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ନଭେମ୍ବର ୨୫ରେ ରାଜସ୍ଥାନର ୨୦୦ ବିଧାନସଭା ଆସନରେ ଭୋଟ୍ ଗ୍ରହଣ କରାଯିବ ଏବଂ ଡିସେମ୍ବର ୩ରେ ଭୋଟ୍ ଗଣନା ସହ ଫଳାଫଳ…

ମୋରେହସ୍ଥିତ ରାଜ୍ୟ-ବିଏସଏଫ୍ ହେଲିପ୍ୟାଡ୍ ନିର୍ମାଣସ୍ଥଳୀରେ ମଣିପୁର ପୁଲିସ ଅଧିକାରୀଙ୍କୁ ଗୁଳି କରି ହତ୍ୟା

ଇମ୍ଫାଲ/ନୂଆଦିଲ୍ଲୀ: ମିଆଁମାର ସୀମାରେ ଥିବା ବାଣିଜ୍ୟିକ ସହର ମଣିପୁରର ମୋରେହରେ ଏକ ହେଲିପ୍ୟାଡ୍‌ ନିର୍ମାଣ କାର୍ଯ୍ୟର ତଦାରଖ କରୁଥିବା ବେଳେ ସନ୍ଦିଗ୍ଧ ବିଦ୍ରୋହୀମାନେ ଜଣେ ପୁଲିସ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଆଜି ସକାଳେ ହେଲିପ୍ୟାଡ୍‌ ପ୍ରକଳ୍ପ ଉପରେ ହୋଇଥିବା…

ମୁଖ୍ୟ ଚୟନକର୍ତ୍ତା ପଦରୁ ଇଞ୍ଜମାମ ଉଲ ହକଙ୍କ ଇସ୍ତଫା

କରାଚୀ: ୨୦୨୩ ଦିନିକିଆ ବିଶ୍ୱକପରେ ପାକିସ୍ତାନ କ୍ରିକେଟ୍ ଦଳର ଖରାପ ପ୍ରଦର୍ଶନ ପରେ ପିସିବି(ପାକିସ୍ତାନ କ୍ରିକେଟ ବୋର୍ଡ)ରେ ଅଶାନ୍ତି ଦେଖାଦେଇଛି। ପାକିସ୍ତାନ କ୍ରିକେଟରେ ଏବେ ଆରୋପ-ପ୍ରତ୍ୟାରୋପ ଜାରି ରହିଥିବାବେଳେ ଏହାରି ଭିତରେ ଏକ ବଡ ଖବର ସାମ୍ନାକୁ ଆସିଛି | ବାସ୍ତବରେ…

ଦୁର୍ଘଟଣାଗ୍ରସ୍ତ ଟ୍ରାକ୍‌ ମରାମତି ସରିବା ପରେ ଗଡ଼ିଲା ପ୍ରଶାନ୍ତି ଏକ୍ସପ୍ରେସ୍‌

ଦୁର୍ଘଟଣାଗ୍ରସ୍ତ ଟ୍ରାକ୍‌ ମରାମତି ସରିବା ପରେ ଗଡ଼ିଲା ଟ୍ରେନ୍‌। ଅପ୍‌ ଲାଇନ୍‌ରେ ଟ୍ରାଏଲ୍‌ ରନ୍‌ ପରେ ଚାଲିଲା ଏକ୍ସପ୍ରେସ ଟ୍ରେନ୍‌। ମରାମତି ପରେ ଅର୍ଥାତ ଅପରାହ୍ନ ୨ଟା ୩୬ ମିନିଟ୍‌ରେ ଚାଲିଲା ପ୍ରଶାନ୍ତି ଏକ୍ସପ୍ରେସ୍‌। ଏକ୍ସପ୍ରେସ ଟ୍ରେନ ଚାଲିବା ନେଇ ରେଲୱେ…

ସାବତ ମା’ର ଆକ୍ରମଣରେ ପୁଅ-ଝିଅ ଗୁରୁତର, ମେଡିକାଲରେ ଭର୍ତ୍ତି

ଆଠଗଡ଼: କଟକ ଜିଲ୍ଲା ଆଠଗଡ଼ରେ ସାବତ ମା’ର ଆକ୍ରୋଶରେ ପୁଅ ଓ ଝିଅ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହଯୋଗରେ ଉଭୟ ପୁଅ ଓ ଝିଅଙ୍କୁ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ପାଇଁ ପୁଲିସ ମା’କୁ ଥାନାରେ ଅଟକ…

ଲଗାତାର ଟ୍ରେନ ଦୁର୍ଘଟଣା ପାଇଁ ନୈତିକ ଦାୟିତ୍ୱ ନେଇ ଇସ୍ତଫା ଦିଅନ୍ତୁ ରେଳମନ୍ତ୍ରୀ- କଂଗ୍ରେସ

ଭୁବନେଶ୍ୱର:ଦେଶରେ ଲଗାତାର ଟ୍ରେନ ଦୁର୍ଘଟଣା ଘଟୁଛି । ଏଥିପାଇଁ ନୈତିକ ଦାୟିତ୍ୱ ନେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଛି କଂଗ୍ରେସ । ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ ନେତା…

ନାବାଳିକା ଦୁଷ୍କର୍ମ ମାମଲାରେ ଆତ୍ମସମର୍ପଣ କଲେ ବାୟୁସେନା ଅଧିକାରୀ

ଭୁବନେଶ୍ୱର: ନାବାଳିକା ଦୁଷ୍କର୍ମ ମାମଲାରେ ଆତ୍ମସମର୍ପଣ କଲେ ବାୟୁସେନା ଅଧିକାରୀ କୋରିମିଲି ଭେଙ୍କଟ ଶ୍ରୀନିବାସ। ଭୁବନେଶ୍ୱର ଜେଏମଏଫସି କୋର୍ଟରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ। ଏୟାରଫୋର୍ସ ଗ୍ରୁପ କ୍ୟାପିଟେନ ଥିଲେ ଶ୍ରୀନିବାସ। ଜଣେ ୧୩ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ କରିଥିବା ନେଇ ଅଭିଯୁକ୍ତଙ୍କ ନାଁରେ…

ସାଇକେଲ ଶୋଭାଯାତ୍ରା ବେଳେ ହୃଦ୍‌ଘାତ, ଟଳି ପଡ଼ିଲେ ନେତା

ରାଲି ବେଳେ ଟଳି ପଡିଲେ ନେତା। ସାଇକେଲ ଯାତ୍ରା ବେଳେ ଆସିଲା ହୃଦ୍‌ଘାତ। ବିଚ୍‌ ରାସ୍ତାରେ ଚେତାଶୂନ୍ୟ ହୋଇପଡିଲେ ନେତା। ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ। ପ୍ରକୃତରେ ଆଜି ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଲେଶ ଯାଦବଙ୍କ…

ରାଜଭବନରେ ନୂଆ ରାଜ୍ୟପାଳ ରଘୁବର ଦାସଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଭଜନରେ ପହଞ୍ଚିଲେ ନୂଆ ରାଜ୍ୟପାଳ । ଆସନ୍ତାକାଲି କାଲି ନେବ ଶପଥ । ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ କଡ଼ା ସୁରକ୍ଷା ଭିତରେ ରାଜଭବନରେ ପହଂଚିବା ପରେ ସ୍ୱାଗତ କରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉପଢୌକନ ଏବଂ ପୁଷ୍ପଗୁଚ୍ଛ…

ସେନା ବନାମ ସେନା: ବାଚସ୍ପତିଙ୍କୁ ଡିସେମ୍ବର ୩୧ ଯାଏ ସମୟ ଦେଲେ ସୁପ୍ରିମକୋର୍ଟ

ଶିବସେନା ବନାମ ଶିବସେନା। ମହାରାଷ୍ଟ୍ରରେ ଲାଗି ରହିଥିବା ରାଜନୈତିକ ସଙ୍କଟକୁ ନେଇ ସୁପ୍ରିମକୋର୍ଟ କଡା ନିର୍ଦ୍ଦେଶ ନେଇଛନ୍ତି। ଅଯୋଗ୍ୟତା ଆବେଦନ ଉପରେ ନିଷ୍ପତ୍ତି ନେବାକୁ ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନାର୍ବେକରଙ୍କୁ ଆସନ୍ତା ଡିସେମ୍ବର ୩୧ ଯାଏ ସମୟ ଦେଇଛନ୍ତି ସୁପ୍ରିମକୋର୍ଟ।…