ହମାସର ବିନାଶ ନ ହେବା ପର୍ଯ୍ୟନ୍ତ ଅଟକିବନି ଇସ୍ରାଏଲ୍ : ନେତାନ୍ୟାହୁ
ଜେରୁଜେଲମ୍ : ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ମଙ୍ଗଳବାର ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ ହମାସର ସମ୍ପୂର୍ଣ୍ଣ ନିପାତ ନହେବା ପର୍ଯ୍ୟନ୍ତ ଏହି ଯୁଦ୍ଧ ବନ୍ଦ ହେବ ନାହିଁ।…
