October 2023

ଭୂମିକମ୍ପରେ ଦୋହଲିଲା ଉତ୍ତରାଖଣ୍ଡ, ତୀବ୍ରତା ୪ ରେକର୍ଡ

ଭାରତର ବିଭିନ୍ନ ସ୍ଥାନରେ ଲଗାତର ଭାବରେ ଭୂକମ୍ପ ହେଉଛି। ସୋମବାର ସକାଳୁ ଉତ୍ତରାଖଣ୍ଡର ପିଥୋରାଗଡରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ପିଥୋରଗଡ ଠାରୁ ୪୮ କିଲୋମିଟର ଦୂର ଉତ୍ତର-ପୁର୍ବରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪…

ପରଲୋକରେ ପ୍ରଖ୍ୟାତ ଗୀତିକାର ବିନୋଦିନୀ ଦେବୀ

କଟକ: ପ୍ରଖ୍ୟାତ ଗୀତିକାର ବିନୋଦିନୀ ଦେବୀଙ୍କ ପରଲୋକ। ୮୬ ବର୍ଷ ବୟସରେ ଅନୁଗୁଳ ଠାରେ ତାଙ୍କର ଦେହାନ୍ତ ହୋଇଛି। ମସ୍ତିଷ୍କାଘାତରେ ଦୀର୍ଘଦିନ ଧରି ସେ ଶଯ୍ୟାଶାୟୀ ଥିଲେ। ୧୯୩୭ ମସିହାରେ କଟକ ଜିଲ୍ଲା ତିଗିରିଆ ଠାରେ ଜନ୍ମଗ୍ରହଣ କରିଥିଲେ ବିନୋଦିନୀ ଦେବୀ।…

ଆମେରିକାରେ ହେଟ୍‌ କ୍ରାଇମ୍‌; ୬ ବର୍ଷର ଶିଶୁକୁ ୨୬ ଥର ଛୁରା ମାଡ଼

ଇସ୍ରାଏଲ- ହମାସ ମଧ୍ୟରେ ଚାଲିଥିବା ଘମାଘୋଟ ଲଢ଼େଇର ପ୍ରଭାବ ଦେଖିବାକୁ ମିଳିଛି ସୁଦୂର ଆମେରିକାରେ । ଏଥିଯୋଗୁ ଆମେରିକାରେ ହେଟ୍‌ କ୍ରାଇମ ଦେଖିବାକୁ ମିଳିଥିବା ବେଳେ ଏହାର ଶିକାର ହୋଇଛନ୍ତି ଏକ ୬ ବର୍ଷୀୟ ନିଷ୍ପାପ ଶିଶୁ ଓ ତାଙ୍କ ମା’…

ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସହ ବିଭିନ୍ନ ମହଲରୁ ଶୁଭେଚ୍ଛା

ଭୁବନେଶ୍ୱର : ୭୮ ବର୍ଷ ବୟସରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ବିଭିନ୍ନ ମହଲରୁ ନବୀନଙ୍କ ପ୍ରତି ଶୁଭେଚ୍ଛାର ସୁଅ ଛୁଟିଛି । ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । ନବୀନଙ୍କ ଦୀର୍ଘ ଓ ସୁସ୍ଥ…

ମଧ୍ୟପ୍ରଦେଶ ରାଜନୀତି ସରଗରମ; ଦିଗବିଜୟ ସିଂଙ୍କ ଇସ୍ତଫା ପତ୍ର ଭାଇରାଲ

ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବା ପରଠୁ ଦେଖାଦେଲାଣି ରାଜନୈତକ ହଟଚମଟ । ଟିକେଟ ନ ମିଳିବାରୁ କିଏ ନିଜ ପାର୍ଟି ବିରୋଧରେ ପାଟି ଫିଟାଇଲାଣି ତ କିଏ ଦଳ ବଦଳ କଲାଣି। ଏପରି ସମୟରେ ଗତକାଲି ମଧ୍ୟପ୍ରଦେଶ ରାଜନୀତି…

ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

ପିପିଲି: ପିପିଲିର ପୂର୍ବତନ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ଯୁଧିଷ୍ଠିର ସାମନ୍ତରାୟ ଆଉ ନାହାନ୍ତି । ଏହି ଦୁଃଖଦ ସୂଚନା ଦେଇଛନ୍ତି ତାଙ୍କର ପୁଅ ପ୍ରିୟବ୍ରତ ସାମନ୍ତରାୟ । ଯୁଧିଷ୍ଠିର ଗତ କିଛି ମାସ ହେବ ଅସୁସ୍ଥ ଥିଲେ ।…

ବଦଳିଲା ବାଇଡେନଙ୍କ ଆଭିମୁଖ୍ୟ, ‘ଗାଜା ଉପରେ କବଜା ଇସ୍ରାଏଲର ବଡ ଭୁଲ୍ ହେବ’

ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧକୁ ନେଇ ବଦଳିଲା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଆଭିମୁଖ୍ୟ। ହମାସ ବିପକ୍ଷରେ ଏହି ଲଢେଇରେ ଇସ୍ରାଏଲକୁ ପୂର୍ଣ୍ଣ ସମର୍ଥନ କରୁଥିଲେ ବି ଏକ ଭିନ୍ନ ଆଭିମୁଖ୍ୟ ପୋଷଣ କରିଛନ୍ତି ବାଇଡେନ। ଇସ୍ରାଏଲ ଗାଜାକୁ ପୁଣି ଥରେ କବଜା କରିବା…

କଂଗ୍ରେସ ଭବନରେ ଏକାଠି ହେଲେ ୧୬ ରାଜନୈତିକ ଦଳ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ ଇଣ୍ଡିଆ ମେଣ୍ଟର ବୈଠକ । କଂଗ୍ରେସ ଭବନରେ ଏକାଠି ହେଲେ ୧୬ ରାଜନୈତିକ ଦଳ । ଓଡ଼ିଶା ପାଇଁ ଇଣ୍ଡିଆ ମେଣ୍ଟର ରଣନୀତି ପ୍ରସ୍ତୁତ । ନିଜ ସପକ୍ଷରେ ଜନମତ ସଂଗ୍ରହ ପାଇଁ ରାଜ୍ୟରେ ଇଣ୍ଡିଆ…

ଆର ପାରିରେ ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ଏମ୍‌ ଏସ୍‌ ଗିଲ୍‌

ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ତଥା ବରିଷ୍ଠ କଂଗ୍ରେସ ନେତା ଡ. ମନୋହର ସିଂ ଗିଲ୍‌ ଆଉ ନାହାନ୍ତି। ୮୬ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ହେବ ବାର୍ଦ୍ଧକ୍ୟଜନିତ ବେମାରରେ ପୀଡ଼ିତ ଥିବା ମନୋହର…

କଣ୍ଟାବାଞ୍ଝିରେ ଟ୍ରକ-ବୋଲେରୋ ଧକ୍କା : ଦୁଇ ମୃତ, ଦୁଇ ଗୁରୁତର

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା ୫୯ ନଂ ଜାତୀୟ ରାଜପଥ ଫୁଗୁଡା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବୋଲେରୋ ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ଦୁଇ ଜଣ…