ଇସ୍ରାଏଲ ସୁରକ୍ଷା ବାହିନୀରେ କାର୍ଯ୍ୟରତ ଦୁଇ ଭାରତୀୟ ବଂଶୋଦ୍ଭବ ମହିଳାଙ୍କ ମୃତ୍ୟୁ

ଇସ୍ରାଏଲ-ପାଲେଷ୍ଟାଇନ ମଧ୍ୟରେ ଚାଲିଥିବା ଘୋମାଘୋଟ ଯୁଦ୍ଧ ମଧ୍ୟରେ ଦୁଇ ଭାରତୀୟ ବଂଶୋଦ୍ଭବ ମହିଳାଙ୍କ ମୃତ୍ୟୁ। ସୁରକ୍ଷାକର୍ମୀ ଭାବେ କାର୍ଯ୍ୟ କରୁଥିବା ଏହି ଦୁଇ ମହିଳାଙ୍କ ମୃତ୍ୟୁ ଘଟିଥିବା ନେଇ ସରକାରୀ ସୂତ୍ରରୁ ପ୍ରକାଶ ପାଇଛି। ଅକ୍ଟୋବର 7 ରେ ହୋଇଥିବା ଆକ୍ରମଣରେ…

ବିଷ ପିଇ ଚାଷୀଙ୍କ ଆତ୍ମହତ୍ୟା, ଫସଲ କ୍ଷତିଗ୍ରସ୍ତ ଯୋଗୁ ଆତ୍ମହତ୍ୟା ଅଭିଯୋଗ

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ପାଖର ପଞ୍ଚାୟତ ଅଧୀନ ବାଜବାଟି ଗ୍ରାମରେ ବିଷ ପିଇ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ ଗ୍ରାମର ନିତ୍ୟାନନ୍ଦ ପରିଡା। ନିତ୍ୟାନନ୍ଦ ୨ଦିନ ତଳେ ବାଜବାଟି ମୌଜାରେ ଥିବା ଚାଷଜମିକୁ ଯାଇଥିଲେ।…

ଚଳିତ ବର୍ଷ ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅକ୍ଟୋବର ୧୬ ତାରିଖ ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ତେବେ ଏଥର ବି ସେ ନିଜର ଜନ୍ମଦିନ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ମାସରେ ବଡ଼ଭଉଣୀ ଗୀତା ମେହେଟାଙ୍କ ବିୟୋଗ ହୋଇଥିବାରୁ ଚଳିତ…

୨୦୨୪ ନିର୍ବାଚନ ଲଢ଼ିବେନି ନରସିଂହ ମିଶ୍ର

ବଲାଙ୍ଗୀର: ରାଜ୍ୟ ରାଜନୀତିର ଅନ୍ୟତମ ଟାଣୁଆ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ୨୦୨୪ ନିର୍ବାଚନ ଲଢ଼ିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତାଙ୍କ ସ୍ଥାନରେ ସାନପୁଅ ସମରେନ୍ଦ୍ର ମିଶ୍ର କଂଗ୍ରେସ ଦଳରୁ ଲଢ଼ିବା ଆପାତଃତ ସ୍ଥିର ହୋଇଥିବା ଶ୍ରୀ…

ଅପରେସନ ଅଜୟ: ଯୁଦ୍ଧଭୂମୀରୁ ଫେରିଲେ ଆଉ ୧୯୭ ଜଣ ଭାରତୀୟ

ନୂଆଦିଲ୍ଲୀ: ଯୁଦ୍ଧଭୂମୀ ଇସ୍ରାଏଲରୁ ୧୯୭ ଜଣ ଭାରତୀୟ ନାଗରିକଙ୍କୁ ନେଇ ରବିବାର ସକାଳେ ତୃତୀୟ ଚାର୍ଟର ବିମାନ ଦିଲ୍ଲୀରେ ପହଞ୍ଚିଛି। ଇସ୍ରାଏଲରୁ ଭାରତୀୟମାନଙ୍କୁ ଫେରାଇ ଆଣିବା ପାଇଁ ଏହି ସ୍ୱତନ୍ତ୍ର ବିମାନ ଗୁଡିକ ଅପରେସନ ଅଜୟର ଏକ ଅଂଶବିଶେଷ। ଅକ୍ଟୋବର ୭…

ସାପକୁ ଦେଖି ଭୟଭୀତ ହୋଇ ଟଳି ପଡ଼ିଲେ ବୃଦ୍ଧା, ଉଡ଼ିଗଲା ପ୍ରାଣ ବାୟୁ

ସତ୍ୟବାଦୀ: ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ସେବକସାହିରେ ଘଟିଛି ଏକ ଅଭାବନୀୟ ଘଟଣା, ଯାହା କେବଳ କାହାଣୀରେ ଶୁଣିବାକୁ ମିଳୁଥିଲା, ସେହିଭଳି ଏକ ଚାଞ୍ଚଲ୍ୟକର ଘଟଣା ଶନିବାର ସନ୍ଧ୍ୟାରେ ଘଟି ଯାଇଛି ଲକ୍ଷ୍ମୀଧର ଭୋଇଙ୍କ ପରିବାରରେ। ନାଗସାପକୁ ଦେଖି ଭୟଭୀତ…

ଗର୍ବା ଗୀତ ଲେଖି ଚର୍ଚ୍ଚାରେ ପିଏମ୍ ମୋଦି, ନବରାତ୍ରୀରେ ହେଲା ରିଲିଜ୍

ନୂଆଦିଲ୍ଲୀ: ସାମ୍ନାକୁ ଆସିଲା  ପିଏମ ମୋଦୀଙ୍କର ଲୁକ୍କାୟିତ ପ୍ରତିଭା  । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବରାତ୍ରୀ ପୂର୍ବ ରୁ ଏକ ଗର୍ବା ଗୀତ ଲେଖିଥିଲେ । ଯାହାକି ଆଜି ରିଲିଜ୍ ହୋଇଛି  । ୟୁଟ୍ୟୁବରେ ମୁକ୍ତିଲାଭ ହୋଇଥିବା ଏହି ଗୀତଟିକୁ ସମସ୍ତେ…

କୂଅରୁ ମିଳିଲା ମହିଳାଙ୍କ ମୃତଦେହ

ହିନ୍ଦୋଳ : ନିଜ ଝିଅକୁ ହରାଇଥିବା ଏଇ ବାପାର କୋହଭରା କଥା ଶୁଣିଲେ ଛାତି ଫାଟିପଡିବ। କେତେ ଆଦର ଯତନରେ ଝିଅକୁ ପାଳି ପୋଷି ବଡ କରିଥିଲେ । ସଂସାରର ନିୟମ ଅନୁଯାୟୀ ସବୁ ରୀତିନୀତି ମାନି ଝିଅକୁ ଶେଷ ବିବାହ କରାଇଲେ…

ଟଙ୍କା ନେଇ ସଂସଦରେ ପ୍ରଶ୍ନ ପଚାରନ୍ତି ମହୁଆ, ଟିଏମସି ସାଂସଦଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ବିଜେପି ସାଂସଦ

ନୂଆଦିଲ୍ଲୀ: ଆପଣ ଅନେକ ସମୟରେ ଲୋକସଭା ଓ ରାଜ୍ୟସଭାରେ ସାଂସଦମାନେ ବିଭିନ୍ନ ପ୍ରସଙ୍ଗରେ ପ୍ରଶ୍ନ ପଚାରୁଥିବାର ଦେଖିଥିବେ | ସାଂସଦଙ୍କ ପ୍ରଶ୍ନର ଉତ୍ତର ଉକ୍ତ ମନ୍ତ୍ରାଳୟର ମନ୍ତ୍ରୀ ଦେଇଥାନ୍ତି | ତେବେ ସାଂସଦଙ୍କ ଏଭଳି ପ୍ରଶ୍ନକାଳକୁ ନେଇ ଏକ ସଂଗୀନ ଅଭିଯୋଗ…

ଅନନ୍ତ କିଶୋର ବେହେରାଙ୍କୁ ଏଜି ଅଫିସରେ ଶେଷ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆକାଉଣ୍ଟ ଜେନେରାଲ ପ୍ରିନସିପାଲ ଅନନ୍ତ କିଶୋର ବେହେରାଙ୍କୁ ଏଜି ଅଫିସରେ ଶେଷ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଭାରତୀୟ ଅଡିଟ ଓ ଆକାଉଣ୍ଟସ ସେବାର ବରିଷ୍ଠ ଅଧିକାରୀ ତଥା ଓଡ଼ିଶାର ପ୍ରଧାନ ମହାଲେଖାକାର (ଲେଖା ଓ ହକଦାରୀ ) ଅନନ୍ତ କିଶୋର ବେହେରାଙ୍କର ଶନିବାର…