ଶିଶୁ ସୁରକ୍ଷା କମିଟିର ସଦସ୍ୟଙ୍କୁ ପିିଟିପିଟି ହତ୍ୟା ଘଟଣା, ସିନ୍ ରିକ୍ରିଏସନ୍ କରିବ ହତ୍ୟାକରୀ ଡ୍ରାଇଭର

ବ୍ରହ୍ମପୁର : ବ୍ରହ୍ମପୁର ଗୋଷାଣୀ ନୂଆଗାଁରେ ମହିଳାଙ୍କୁ ହତ୍ୟା ଘଟଣାରେ ଆଜି ହେବ ସିନ୍ ରିକ୍ରିଏସନ୍। ହତ୍ୟାକରୀ ଡ୍ରାଇଭରକୁ ଘଟଣା ସ୍ଥଳକୁ ନେଇ ସିନ୍ ରିକ୍ରିଏଟ୍ କରିବ ପୋଲିସ୍ । ଗତକାଲି ବ୍ରହ୍ମପୁର ଗୋଷାଣୀ ନୂଆଗାଁ ନୀଳକଣ୍ଠ ନଗରରେ ସୌଦାମିନୀ ରଥ…

ଶିଶୁଙ୍କ ଉପରେ ହମାସ୍‌ର ବର୍ବର ଆକ୍ରମଣ; କାହାର ମୁଣ୍ଡ ନାହିଁ ତ କାହା ଶରୀରରେ ଅସଂଖ୍ୟ କ୍ଷତ

ଇସ୍ରାଏଲ ଓ ପାଲେଷ୍ଟାଇନ୍‌ ମଧ୍ୟରେ ଲାଗିଥିବା ଘମାଘୋଟ ଯୁଦ୍ଧରେ ବଳି ପଡ଼ୁଛନ୍ତି ନିରୀହ ଶିଶୁ। ଅମାନବୀୟ କାଣ୍ଡ ଘଟାଉଛନ୍ତି ହମାସ୍‌ ଆତଙ୍କବାଦୀ। ପାଲଟି ଯାଇଛନ୍ତି ଅମଣିଷ । ଜୀବନ କ’ଣ ଜାଣିବା ପୂର୍ବରୁ ଅତି ବର୍ବରତାର ସହ ତାଙ୍କୁ ହତ୍ୟା କରୁଛନ୍ତି…

ସ୍କୁଟି ଯୋଜନା ରାଜ୍ୟ ସରକାରଙ୍କ ନିର୍ବାଚନୀ ଧୂଆଁବାଣ: କଂଗ୍ରେସ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ସ୍କୁଟି ଯୋଜନା ନିର୍ବାଚନୀ ଧୁଆଁବାଣ । କେବଳ ସ୍ୱୟଂ ସହାୟକ ଗୋଷ୍ଠିର ୨ ଲକ୍ଷ ମିଶନ ଶକ୍ତିର ମା’ ମାନଙ୍କୁ ସ୍କୁଟି ଦେଇଦେଲେ ମହିଳାମାନେ ସଶକ୍ତ ହେଇଯିବେ କି? ରାଜ୍ୟର ୭୦ଲକ୍ଷ ସ୍ୱୟଂସହାୟିକା ମହିଳାମାନଙ୍କର ଦିନକୁ…

କଟକ ସହରର ରାସ୍ତାଘାଟ ଓ ଡ୍ରେନ୍ ସମସ୍ୟାକୁ ନେଇ ହାଇକୋର୍ଟ କ୍ଷୁବ୍ଧ

କଟକ : ବର୍ଷ ବର୍ଷ ଧରି ବିପର୍ଯ୍ୟସ୍ତ ଅବସ୍ଥାରେ ଥିବା କଟକ ସହରର ରାସ୍ତାଘାଟ ଓ ଡ୍ରେନ୍ ସମସ୍ୟାକୁ ନେଇ ହାଇକୋର୍ଟ କ୍ଷୁବ୍ଧ। ଏଥିପାଇଁ ସହରବାସୀ ଭୋଗୁଥିବା ସମସ୍ୟା ଓ ଏହାକୁ ନେଇ ବିଭିନ୍ନ ସଂସ୍ଥାର ଆଭିମୁଖ୍ୟ ଉପରେ ବିଚାର କରି…

ଆସନ୍ତାକାଲି ଆନ୍ତଃମନ୍ତ୍ରିସ୍ତରୀୟ ବୈୖଠକ

ଭୁବନେଶ୍ବର: ଆସନ୍ତାକାଲି ଲୋକସେବା ଭବନଠାରେ ଆନ୍ତଃ ମନ୍ତ୍ରିସ୍ତରୀୟ ବୈଠକ ଅନୁଷ୍ଠିତ ହେବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଖାଦ୍ୟ ଯୋଗାଣ, ସମବାୟ ଓ…

ରାସ୍ତାରେ ଉଡ଼ିଲା ଟଙ୍କା…ସବୁ ଚିରାଫଟା

ଭୁବନେଶ୍ବର: ଭୁବନେଶ୍ୱର ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ସମ୍ମୁଖ ରାସ୍ତାରେ ବୁଧବାର ଚିରାଫଟା ୫ ଶହ, ୨ ଶହ ଓ ୧୦୦ ଟଙ୍କିଆ ଉଡ଼ିଥିଲା। ଯାତାୟାତ କରୁଥିବା ଲୋକେ ଏତେ ପରିମାଣର ଟଙ୍କା ପଡ଼ିଥିବା ଦେଖି ଗହଳି ଜମାଇ ଥିଲେ। ପରେ…

ପୁଣି ଦିନକରେ ସୁନ୍ଦରଗଡ଼ରେ ୭ ସ୍କ୍ରବ୍ ଟାଇଫସ ରୋଗୀ ଚିହ୍ନଟ: ଜିଲ୍ଲାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୩

ସୁନ୍ଦରଗଡ଼: ଚିନ୍ତା ବଢ଼ାଇଲାଣି ସ୍କ୍ରବ୍ ଟାଇଫସ। ପୁଣି ଦିନକରେ ସୁନ୍ଦରଗଡ଼ରେ ୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୫୧ ନମୁନାରୁ ୭ ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୩ରେ ପହଞ୍ଚିଛି। ଏନେଇ ଜିଲ୍ଲା…

ଢିପ ଜମି ଫାଟିଲାଣି, ଚାଷୀଙ୍କୁ ମିଳୁନି ପାଣିପମ୍ପ୍‌

କେନ୍ଦ୍ରାପଡ଼ା : ଚଳିତବର୍ଷ କେନ୍ଦ୍ରାପଡ଼ାରେ ବର୍ଷା ପରିମାଣ କମ୍‌ ରହିଛି। ଜିଲାର ପ୍ରାୟ ୩୧ ହଜାର ହେକ୍ଟର ଜମି ଢିପ ହୋଇଥିବାରୁ ମରୁଡ଼ି ଅବସ୍ଥାକୁ ଆସିଛି। ଏହି ସମୟରେ ପାଣିର ଆବଶ୍ୟକତା ଅଛି। ଚାଷୀଙ୍କୁ ସବ୍‌ସିଡିରେ ପାଣିପମ୍ପ୍‌ ଯୋଗାଇ ଦେବାକୁ ରାଜ୍ୟ…

ଗଛ କାଟି ଖାନ୍‌ନଗର ରିଂରୋଡ୍‌ ପ୍ରଶସ୍ତୀକରଣ

କଟକ : ଏବେ ଉନ୍ନତୀକରଣ ନାମରେ କଟାଚାଲିଛି ବହୁ ପୁରୁଣା ଗଛ। ରିଙ୍ଗରୋଡକୁ ୬ ଟିକିଆ କରିବା ନାମରେ ବର, ଚାକୁଣ୍ଡା, ଆମ୍ବ, ଓସ୍ତ ଭଳି ବହୁ ବଡ଼ ବଡ଼ ଗଛ କାଟି ଦିଆଯାଇଛି। ବର୍ଷବର୍ଷ ଧରି ପଥଚାରୀଙ୍କୁ ଛାଇ ଦେଉଥିବା…

ପୂଜା ମଣ୍ଡପରେ ଲାଗିବ ବିଦ୍ୟୁତ୍‌ ମିଟର

କଟକ : ଚଳିତବର୍ଷ ପ୍ରତ୍ୟେକ ପୂଜା ମଣ୍ଡପରେ ବିଦ୍ୟୁତ୍‌ ମିଟର ଲଗାଯିବ। ଏନେଇ ବିଦ୍ୟୁତ୍‌ ବିତରକ କମ୍ପାନୀ ଟାଟା ପାୱାର୍‌ ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ନିଷ୍ପତ୍ତି ହୋଇଛି । ଏହାକୁ ନେଇ ପୂଜା କମିଟି କର୍ମକର୍ତ୍ତାମାନଙ୍କ ମଧ୍ୟରେ…