ବିଜେପି ସାଂସଦମାନେ ଦିବାସ୍ୱପ୍ନ ଦେଖାନ୍ତି, ପ୍ରତିଶ୍ରୁତି ଦିଅନ୍ତି, ହେଲେ କାମ ବେଳକୁ ଭୁଲି ଯାଆନ୍ତି- ବିଜେଡି
ଭୁବନେଶ୍ୱର: ଜାତୀୟ ରାଜପଥକୁ ନେଇ ବିଜେପି ଉପରେ ବର୍ଷିଛି ବିଜେଡି । କଟକ-ସମ୍ବଲପୁର ଜାତୀୟ ରାଜପଥ ଅତ୍ୟନ୍ତ ଦୟନୀୟ ସ୍ଥିତିରେ ରହିଛି । ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ଅବହେଳା ଏବଂ ରକ୍ଷଣା ବେକ୍ଷଣ ଅଭାବରୁ ଶହ ଶହ ଦୁର୍ଘଟଣା ଘଟୁଛି ।…
