ନିର୍ଭୟରେ ବୁଲୁଛି ମହାବଳ ‘ଟି-୧୯’

ବାରିପଦା  : ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ନିର୍ଭୟରେ ଚଳପ୍ରଚଳ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ବନବିଭାଗ ପୋଷ୍ଟ କରିଛି। ପାଟ୍ରୋଲିଂ ସମୟରେ ରେଞ୍ଜର ଶିଶିର ବେହେରା ଏହା ଚିତ୍ର ଉତ୍ତୋଳନ କରିବା ପରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କର୍ତ୍ତୃପକ୍ଷ…

ଆମ ଓଡ଼ିଶା ନବୀନ ଓଡ଼ଶା କାର୍ଯ୍ୟକ୍ରମର ଶୁଭାରମ୍ଭ, ରାଜ୍ୟବ୍ୟାପି ଖର୍ଚ୍ଚ ହେବ ୩୩୯୭ କୋଟି ଟଙ୍କା

ଭୁବନେଶ୍ବର: ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି…

ପୂର୍ବତନ ପୋଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୧୦।୧୦: ପୂର୍ବତନ ପୋଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ ଘଟିଛି। ମତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ଡେଙ୍ଗୁରେ ଆକ୍ରାନ୍ତ ଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳେ ତାଙ୍କର…

ବାହାନଗା ଟ୍ରେନ୍‌ ଦୁର୍ଘଟଣା : ୨୮ ଅଚିହ୍ନା ମୃତଦେହ ଡିସପୋଜ ପାଇଁ ପ୍ରକ୍ରିୟା ଜାରି

ଭୁବନେଶ୍ବର: ବାହାନଗା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଯାତ୍ରୀଙ୍କ ମଧ୍ୟରୁ ୨୮ଟି ମୃତଦେହକୁ ଅନ୍ତିମ ସଂସ୍କାର କରାଯିବ। ଏସବୁ ମୃତଦେହକୁ ଡିସପୋଜ୍ କରିବା ପାଇଁ ଏମ୍‌ସ ଭୁବନେଶ୍ବର ତରଫରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ଦଫାରେ ଏମ୍ସ ଭୁବନେଶ୍ବରରୁ ୩ଟି ମୃତଦେହ…

ଗାଁକୁ ନାହିଁ ରାସ୍ତା: ନାଳ ପାରି ହୋଇ ଖଟିଆରେ ବୁହାହେଲେ ପ୍ରସୂତି

ବୀରମହାରାଜପୁର: ବିକାଶର ଡେଙ୍ଗୁରା ବଜାଉଥିବା ରାଜ୍ୟ ସରକାର ତୃଣମୂଳ ସ୍ତରରେ ଲୋକଙ୍କୁ କିଭଳି ସୁବିଧା ଦେଇଛନ୍ତି ତାହାର ନିଚ୍ଛକ ଚିତ୍ର ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ଗ୍ରାମ ପଂଚାୟତର ଫବସିପାଲି ଗାଁରେ। ଏହି ଗାଁଟି କୌଣସି…

ରାଜ୍ୟରୁ ଅସହ୍ୟ ଗରମ ଆଉ ଗୁଳୁଗୁଳି

ଭୁବନେଶ୍ୱର: ସଂପ୍ରତି ରାଜ୍ୟରୁ ମୌସୁମୀର ବିଦାୟ ପର୍ବ ଆରମ୍ଭ ହୋଇଯାଇଥିବା ବେଳେ ରାଜ୍ୟରେ ସର୍ବତ୍ର ଅସହ୍ୟ ଗରମ ଅନୁଭୂତ ହେଉଛି। ପାଣିପାଗର ଏପ୍ରକାରର ସ୍ଥିତିରେ ଖରାଦିନ ଭଳି ଗରମ ଆଉ ଗୁଳୁଗୁଳିରେ ଏବେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ବିଶେଷକରି ଦିନର ତାପମାତ୍ରା…

ଶ୍ରୀମନ୍ଦିରରେ ଦର୍ଶନ ବେଳେ ଚାଲିଗଲା ଭକ୍ତଙ୍କ ଜୀବନ

ପୁରୀ: ଶ୍ରୀମନ୍ଦିରରେ କାଳିଆ ଠାକୁରଙ୍କୁ ଦର୍ଶନ ବେଳେ ଜଣେ ଭକ୍ତ ଅସୁସ୍ଥ ହୋଇ ଟଳିପଡ଼ିଛନ୍ତି। ମୃତ ଭକ୍ତ ହେଲେ ରାୟନ ପ୍ରସାଦ ସେନ୍‌ (୬୫)। ତାଙ୍କ ଘର ଉତ୍ତରପ୍ରଦେଶର ଝାନ୍‌ସୀ ଅଞ୍ଚଳରେ। ସୂଚନା ଅନୁସାରେ ରାୟନ ପ୍ରସାଦ ସେନ୍‌ ଆଜି କାଳିଆ…

ଟ୍ୟୁସନ୍ ଯାଉଥିବା ବେଳେ ଛାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍

ଢେଙ୍କାନାଳ : ଜଣେ ଛାତ୍ରୀ ଟ୍ୟୁସନ୍ ଯାଉଥିବା ବେଳେ ଟ୍ରକ୍ ମାଡ଼ି ଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ଘଟଣାଟି ଘଟିଛି ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଡେରାସିଙ୍ଗ ନିକଟରେ। ମୃତ ଛାତ୍ରୀଙ୍କ ନାଁ ପଦ୍ମିନୀ ସାହୁ। ସେ ନବମ ଶ୍ରେଣୀରେ ପଢୁଥିଲେ।…

ଇସ୍ରାଏଲ-ପାଲେଷ୍ଟାଇନ ସଂଘର୍ଷ: ହମାସ୍‌ ଆକ୍ରମଣ କରିବା ନେଇ ଇସ୍ରାଏଲକୁ ଚେତାଇଥିଲା ଇଜିପ୍ଟ

ଜେରୁଜେଲମ,୧୦।୧୦: ଇସ୍ରାଏଲ-ପାଲେଷ୍ଟାଇନ ଆତଙ୍କବାଦୀ ହମାସ୍‌ ଯୁଦ୍ଧ ନିକଟ ଭବିଷ୍ୟତରେ ଥମିନାର ସମ୍ଭାବନା ଦେଖାଯାଉ ନାହିଁ। ଏହାପରେ ବି ଯୁଦ୍ଧ ଚାଲିଥିବା ଭିତରେ ଇସ୍ରାଏଲ ଗାଜା ବର୍ଡରକୁ ନିଜ ନିୟନ୍ତ୍ରଣକୁ ଆଣିଛି। ଆଉ ସୀମାରେ ହମାସ୍‌ ଆତଙ୍କବାଦୀଙ୍କୁ ମୂଳପୋଛ କରିଥିବା ଘୋଷଣା କରିଛି।…

କାମରେ ବ୍ୟସ୍ତ, ବିବାହ କରିବାକୁ ସମୟ ନାହିଁ – ରାହୁଲ

ଜୟପୁର,୧୦।୧୦ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଜୟପୁରର ମହାରାଣୀ କଲେଜର ଛାତ୍ରୀଙ୍କୁ ଭେଟିଥିଲେ। ଏହି କାର୍ଯ୍ୟକ୍ରମରେ ରାହୁଲ ଗାନ୍ଧୀ ଜନଗଣନା, ସ୍ବାଧୀନତା ସଂଗ୍ରାମରେ ମହିଳାଙ୍କ ଭୂମିକା, ଆର୍ଥିକ ସ୍ବାଧୀନତାର ଆବଶ୍ୟକତା ଭଳି ପ୍ରସଙ୍ଗରେ ଖୋଲାଖୋଲି ଭାବେ କହିଥିଲେ। ରାହୁଲ ଗାନ୍ଧୀ…