ଜଙ୍ଗଲରୁ ଏକ ମାସର ଶିଶୁକନ୍ୟା ଉଦ୍ଧାର
ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ପଞ୍ଚାୟତ ଗାଉଗାଢ଼ିଆ ନିକଟ ଜଙ୍ଗଲରୁ ଆଜି ଅପରାହ୍ନରେ ଏକ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଶିଶୁକନ୍ୟାଟି ପ୍ରାୟ ମାସକର ହେବ। ସ୍ଥାନୀୟ କିଛି ମହିଳା ଜଙ୍ଗଲକୁ ପତ୍ର ତୋଳିବା ପାଇଁ ଯାଇଥିବା ବେଳେ ଶିଶୁକନ୍ୟାଟିର କାନ୍ଦ ଶୁଣିଥିଲେ।…
