ତୀସ୍ତା ନଦୀରେ ଆକସ୍ମିକ ବନ୍ୟା ଯୋଗୁଁ ୨୩ ଯବାନ ନିଖୋଜ
ଗାଙ୍ଗ୍ଟକ୍: ମଙ୍ଗଳବାର ରାତିରେ ସିକିମ୍ରେ ମୁଷଳ ଧାରାରେ ବର୍ଷା ହେବା ଯୋଗୁଁ ତୀସ୍ତା ନଦୀରେ ଆକସ୍ମିକ ବନ୍ୟା ଆସି ସେନାର ପ୍ରାୟ ୨୩ଜଣ ଯବାନ ନିଖୋଜ ହୋଇଯାଇଥିବା କଥା ପ୍ରତିରକ୍ଷା ବିଭାଗସୂତ୍ରରୁ ପ୍ରକାଶ। ନିଖୋଜ ଯବାନଙ୍କ ସନ୍ଧାନ ନେବା ପାଇଁ ବ୍ୟାପକ ତଲାସ…
