ମହିଳା ଏଏସଆଇଙ୍କ ମୃତ୍ୟୁକୁ ନେଇ ବଢୁଛି ସସେପେନ୍ସ, ସାମ୍ନାକୁ ଆସିଲା ମୃତ୍ୟୁ ପୂର୍ବର ଭିଡିଓ

ରାଉରକେଲା : ରାଉରକେଲା ଉଦିତନଗର ଥାନା ମହିଳା ଏଏସଆଇଙ୍କର ମୃତ୍ୟୁକୁ ନେଇ ସସେପେନ୍ସ ବଢିଚାଲିଥିବାବେଳେ ସାମ୍ନାକୁ ଆସିଛି ଅଲିସା ଲୁଗୁନଙ୍କ ମୃତ୍ୟୁ ପୂର୍ବର ଭିଡିଓ। ବସ୍ ଏବଂ କାର ଦୁର୍ଘଟଣା ସ୍ଥଳରେ ହୋଇଥିବା ଗୋଷ୍ଠୀ କନ୍ଦଳକୁ ଆୟତକୁ ଆଣିବା ପାଇଁ ଯାଇଥିଲେ ଅଲିସା…

ସେରମ୍ ଇନଷ୍ଟିଚ୍ୟୁଟ୍ ପ୍ରସ୍ତୁତ ମ୍ୟାଲେରିଆ ଟିକାକୁ ମିଳିଲା ବ୍ୟବହାର ଅନୁମତି

ଅକ୍ସଫୋର୍ଡ ୟୁନିଭରସିଟି ଏବଂ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ମିଳିତ ଭାବେ ବିକଶିତ କରିଥିବା ମ୍ୟାଲେରିଆ ଟିକାକୁ ମିଳିଛି ବ୍ୟାବହାରିକ ଅନୁମତି। ମ୍ୟାଲେରିଆ ଟିକା R21/Matrix-Mକୁ ବ୍ୟବହାର ପାଇଁ ବିଶ୍ୱ ସ୍ଥାସ୍ଥ୍ୟ ସଂଗଠନ(WHO)ର ଅନୁମତି ମିଳିଛି। ଟିକାର ଆବଶ୍ୟକୀୟ ନିରାପତ୍ତା, ଗୁଣବତ୍ତା ଏବଂ…

ହବିଷ୍ୟାଳିଙ୍କ ପାଇଁ ପଞ୍ଜିକରଣ ଆରମ୍ଭ

ପୁରୀ: କାର୍ତ୍ତିକ ମାସରେ ବ୍ରତ ପାଳନ ପାଇଁ ହବିଷ୍ୟାଳି ଯୋଜନାରେ ଆଜି ଠାରୁ ପଞ୍ଜିକରଣ ଆରମ୍ଭ ହେବ । ଚଳିତବର୍ଷ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ୩ ହଜାରରୁ ଉର୍ଦ୍ଧ ହବିଷ୍ୟାଳିଙ୍କୁ ବ୍ରତ ପାଳନର ସୁଯୋଗ ମିଳିବ । ଏଥିପାଇଁ ବୃନ୍ଦାବତୀ ନିବାସ…

ରାଜ୍ୟର ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଥିବା ଗତକାଲିର ସଦୃଶ ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଏବେ ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଓ ଏହାର ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ରହିଛି। ତେବେ, ଏହାର ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ…

ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ ସୌମ୍ୟ ପଟ୍ଟନାୟକ: ଜୟନାରାୟଣ

ଭୁବନେଶ୍ୱର: ଦିନକ ପରେ ୪୦ ବର୍ଷରେ ପଦାର୍ପଣ ଦୈନିକ ଖବରକାଗଜ ‘ସମ୍ବାଦ’ । ହେଲେ ତା ପୂର୍ବରୁ ସମ୍ପାଦକ ପଦରୁ ଅବ୍ୟାହତି ନେଇଛନ୍ତି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ । ସୌମ୍ୟ ସମ୍ପାଦକ ପଦରୁ ଛାଡିବା ପରେ ସବୁ ଦାୟିତ୍ୱ ଝିଅ…

ସୁନ୍ଦରଗଡ଼ରେ ପୁଣି ୯ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ୩୦୪ ଛୁଇଁଲା

ସୁନ୍ଦରଗଡ଼:୨୪ ଘଣ୍ଟାରେ ପୁଣି ୯ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ। ୩୪ ରକ୍ତ ନମୁନାରୁ ୯ ପଜିଟିଭ ଚିହ୍ନଟ। ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦୪ରେ ପହଞ୍ଚିଲା। ଏନେଇ ସୂଚନା ଦେଇଛନ୍ତି ଭାରାପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର  କାହ୍ନୁଚରଣ ନାୟକ।…

ଜିମ୍ବାେଓ୍ଵରେ ବିମାନ ଦୁର୍ଘଟଣା: ନିଜ ହୀରା ଖଣିକୁ ପରିଦର୍ଶନରେ ଯାଉଥିବା ଭାରତୀୟ ବ୍ୟବସାୟୀ ଓ ତାଙ୍କ ପୁତ୍ର ସମେତ ୬ ମୃତ

ଜୋହାନ୍‌ସବର୍ଗ: ଦକ୍ଷିଣ-ପଶ୍ଚିମ ଜିମ୍ବାେଓ୍ଵର ଏକ ହୀରା ଖଣି ନିକଟରେ ଏକ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଦୁର୍ଘଟଣା ଘଟି ଜଣେ ଭାରତୀୟ କୋଟିପତି ଖଣି ବ୍ୟବସାୟୀ ଏବଂ ତାଙ୍କ ପୁଅଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି। ଜିମ୍ବାୱେର ଏକ ନ୍ୟୁଜ୍‌ ଏବଂ…

ସ୍କୁଟିକୁ ପଛ ପଟରୁ ପିଟି ଶହେ ମିଟର ଘୋଷାଡି ନେଲା କାର୍, ୨ ଜଣ ଗୁରୁତର

ଭୁବନେଶ୍ବର: ଭୟଙ୍କର ଦୁର୍ଘଟଣା । ସ୍କୁଟିକୁ ପଛ ପଟରୁ ପିଟିଲା କାର୍ । ଦୁର୍ଘଟଣା ଏତେ ଭୟଙ୍କର ଥିଲେ ଯେ ସ୍କୁଟି ଚାଳକଙ୍କୁ ପାଖାପାଖି ଶହେ ମିଟର ଘୋଷାଡି ନେଇଥିଲା କାର୍ । ଭୁବନେଶ୍ବର ଉତ୍କଳ ହସ୍ପିଟାଲ ନିକଟରେ ଏହି ମର୍ମନ୍ତୁଦ…

ଜାନୁଆରି ୨୦୨୪ରୁ ବନ୍ଦ ହେବ ଗୁଗୁଲର ଏହି ୧୦ ବର୍ଷ ପୁରୁଣା ସେବା

ନୂଆଦିଲ୍ଲୀ: ଗୁଗୁଲ ନିଜର ସର୍ଭିସର ଆଉ ଏକ ଫିଚରକୁ ହଟାଇବାକୁ ପ୍ରସ୍ତୁତି ଚଳାଇଛି । କମ୍ପାନୀ ଘୋଷଣା କରିଛି ଯେ ଜାନୁଆରୀ ୨୦୨୪ରୁ ଜିମେଲର ବେସିକ ଏଚଟିଏମଏଲ ଭିଉ ବନ୍ଦ ହୋଇଯିବ ।  ଜିମେଲର ବେସିକ୍ ଏଚଟିଏମଏଲ ଭିୟୁ ୟୁଜରମାନଙ୍କୁ ସ୍ଲୋ…

ନବରଙ୍ଗପୁରରେ ୨୪ଘଣ୍ଟିଆ ବସ୍ ଧର୍ମଘଟ, ଯାତ୍ରୀ ହନ୍ତସନ୍ତ

ନବରଙ୍ଗପୁର:  ବିନା ଆଲୋଚନା ରେ ସରକାର ଙ୍କ ଦ୍ଵାରା ଲକ୍ଷ୍ମୀ ଯୋଜନା କାର୍ଯ୍ୟକାରିତା ପ୍ରତିବାଦରେ ନବରଙ୍ଗପୁର ଜିଲ୍ଲା ଘରୋଇ ବସ ମାଲିକ ସଂଘ ପକ୍ଷରୁ  ୨୪ ଘଣ୍ଟିଆ ଘରୋଇ ବସ ଚଳାଚଳ ବନ୍ଦ କରାଯାଇଛି । ଆଜି ଜିଲ୍ଲାରେ ୧୨୦ ଟି…